• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୈପାରିଗୁଡା ତହସିଲ କାର୍ଯ୍ୟାଳୟକୁ ହଠାତ ପହଂଚିଲେ ଜିଲ୍ଲାପାଳ : ଗୁପ୍ତେଶ୍ୱର ରାସ୍ତା ନିର୍ମାଣଧିନ କାର୍ଯ୍ୟର କଲେ ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
September 21, 2022
in ଓଡ଼ିଶା, କୋରାପୁଟ, ହୋମ୍
0
ବିଜେଡି ଜିଲ୍ଲା ସଭାପତି ଓ ବିଧାୟକ ଲଗାଇଲେ ଗଛ : ବୃକ୍ଷ ରୋପଣ ପାଇଁ ଶପଥ ନେଲେ ଛାତ୍ରଛାତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୧ ସେପ୍ଟେମ୍ବର ବୁଧବାର ) ବୈପାରିଗୁଡା :- କୋରାପୁଟ ଜିଲ୍ଲାପାଳ ଶ୍ରୀଯୁକ୍ତ ମହମ୍ମଦ୍ ଅବଦ୍ଦଲ ଅଖତାର ବୁଧବାର ଦିନ ଗୁପ୍ତେଶ୍ୱର ପୀଠକୁ ଗ୍ରସ୍ତ କରି ସେଠାରେ ଚାଲିଥିବା ନିର୍ମାଣଧିନ ରାସ୍ତା,ପୋଲ ଓ ପୀଠ ଚାଲିଯିବା ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା କରିବା ନିମନ୍ତେ ଗୁପ୍ତେଶ୍ୱର ପୀଠକୁ ଗ୍ରସ୍ତ କରୁଥିବା ସମୟରେ ହଠାତ ବୈପାରିଗୁଡା ତହସିଲ କାର୍ଯ୍ୟାଳୟରେ ପହଂଚି ଥିବାର ଜଣାପଡିଛି । ବୈପାରିଗୁଡା ତହସିଲଦାର ଶ୍ରୀଯୁକ୍ତ କୈଳାସ ଚନ୍ଦ୍ର ତ୍ରିପାଠୀ, ଅତିରିକ୍ତ ତହସିଲଦାର ଶ୍ରୀଯୁକ୍ତ ସଞ୍ଜୀବ କୁମାର ସାହୁ , ସମସ୍ତ ନୂତନ ଆରଆଇ ଓ ଅଫିସ କର୍ମଚାରୀ ମାନଙ୍କ ସହିତ ବିଭିନ୍ନ ବିଷୟକୁ ନେଇ ଆଲୋଚନା କରିବା ସହିତ ବାର୍ଷିକ ବିବରଣୀ ଯାଂଚ କରି ଗୁପ୍ତେଶ୍ୱର ପୀଠକୁ ଗ୍ରସ୍ତ କରିଥିବାର ଜଣାପଡିଛି ।

ହଠାତ ତହସିଲ କାର୍ଯ୍ୟାଳୟରେ ଜିଲ୍ଲାପାଳ ଶ୍ରୀ ମହମ୍ମଦ୍ ଅବଦ୍ଦଲ ଅଖତାର ପହଂଚି ଥିବା ବେଳେ ଅଫିସ କର୍ମଚାରୀ ମାନେ ଜନସାଧାରଣଙ୍କ କାର୍ଯ୍ୟ କରୁଥିବା ଦେଖି ଜିଲ୍ଲାପାଳ ଖୁସି ହୋଇଥିବାର ଶୁଣିବାକୁ ମିଳୁଛି । ତହସିଲ କାର୍ଯ୍ୟାଳୟରେ କିଛି ସମୟ ରହିବ ପରେ ଜିଲ୍ଲାପାଳ କାହାକୁ କିଛି ଖବର ନ ଦେଇ ସିଧାସଳଖ ଗୁପ୍ତେଶ୍ୱର ପୀଠକୁ ଗ୍ରସ୍ତ କରିଥିବାର ଦେଖାଯାଇଛି ।

ସେଠାରେ ଜିଲ୍ଲାପାଳ ପହଂଚି ରାଜ୍ୟସରକାରଙ୍କ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟର ପରିଦର୍ଶନ କରିଥିଲେ । ଜିଲ୍ଲାପାଳଙ୍କ ଗାଡି ପଛେ ପଛେ ବ୍ଲକ ସରକାରୀ ଯନ୍ତ୍ରୀ ( ଏଇ ) ଲମ୍ବୋଧର ନାୟକ ମଧ୍ୟ ଗୁପ୍ତେଶ୍ୱର ପୀଠକୁ ଯାଇଥିବାର ଜଣାପଡିଛି । କୋରାପୁଟ ଜିଲ୍ଲାପାଳ ହଠାତ ବିଭିନ୍ନ କାର୍ଯ୍ୟାଳୟ ଗୁଡିକୁ ଗ୍ରସ୍ତ କରୁଥିବା ଦେଖି ଅନ୍ୟ କିଛି କାର୍ଯ୍ୟାଳୟର କର୍ମଚାରୀଙ୍କ ମନରେ ଭୟ ର ବାତାବରଣ ସୃଷ୍ଟି ହେଇଥିବାର ଆଲୋଚନା ଏବେ ଜୋର ଧରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

June 16, 2026
ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

June 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version