
ଓଡିଶା ତାଜା ନ୍ୟୁଜ୍ , (୨୭ ମଇ, ବୁଧବାର) ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର : – ଓଡିଶାର ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁରରେ ରଥ ନିର୍ମାଣ କାର୍ଯ୍ୟ ବୁଧବାର ଠାରୁ ଆରମ୍ଭ ହୋଇଯାଇଛି । ବିଶ୍ୱ ମହାମାରୀ କରୋନାକୁ ଦୃଷ୍ଟିରେ ରଖି ସାମାଜିକ ଦୂରତା ରକ୍ଷା କରିବା ଉଦ୍ଦେଶ୍ୟରେ

ଏହି ରଥ ନିର୍ମାଣ କାର୍ଯ୍ୟର ପ୍ରଥମ ପର୍ଯ୍ୟାୟରେ ଅଳ୍ପ ସଂଖ୍ୟକ ମହାରଣାମାନଙ୍କୁ ନିୟୋଜିତ କରାଯାଇଛି । ମନ୍ଦିର ପ୍ରଶାସନ ତରଫରୁ ମ୍ୟାନେଜର ରମେଶ ଚନ୍ଦ୍ର ପ୍ରଧାନ ରଥ କାମ କରୁଥିବା ବଢେଇ ମାନଙ୍କୁ ମାସ୍କ ଓ ସାନିଟାଇଜର ବଂଟନ କରିଥିଲେ । (ରିପୋର୍ଟ ଅଭିମନ୍ୟୁ ମହାରଣା )
odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com













