• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାଇବର ଅପରାଧ ଦମନ ସମ୍ପର୍କିତ ଆଇନ ସଚେତନତା ଶିବିର

Proprietor Abhimanyu Maharana by Proprietor Abhimanyu Maharana
September 24, 2022
in ଓଡ଼ିଶା, ମହାନଗର, ହୋମ୍
0
ସାଇବର ଅପରାଧ ଦମନ ସମ୍ପର୍କିତ ଆଇନ ସଚେତନତା ଶିବିର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୩ ସେପ୍ଟେମ୍ବର ଶୁକ୍ରବାର ) ଖୋର୍ଦ୍ଧା/ଭୁବନେଶ୍ୱର :-  ଜିଲ୍ଲା ଆଇନ ସେବା ପ୍ରାଧିକରଣ ଖୋର୍ଦ୍ଧା,ଭୁବନେଶ୍ୱରଙ୍କ ପକ୍ଷରୁ ଗାନ୍ଧୀ ଇନ ଷ୍ଟିଚ୍ୟୁଟ ଅପ୍ ଏଜୁକେସନ ଆଣ୍ଡ ଟେକ୍ନୋଲୋଜି, ବଣିଆଟାଙ୍ଗି ଠାରେ ସାଇବର ଅପରାଧ ଦମନ ଓ ଏହାର ନିରାକରଣ ସଂକ୍ରାନ୍ତୀୟ ଏକ ଆଇନ୍ ସଚେତନତା ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣସଚିବ ସୌଦାମିନୀ ସିଂ ଏହି କାର‌୍ୟ୍ୟକ୍ରମରେ ଯୋଗଦେଇ ସାଇବର ଅପରାଧିକରଣ ଓ ଏହାର ନିରାକରଣ ଏବଂ ଉକ୍ତ ଅପରାଧ କଲେ ଆଇନରେ ଥିବା ବିଭିନ୍ନ ଦଣ୍ଡ ପ୍ରଦାନ ବ୍ୟବସ୍ଥା ଇତ୍ୟାଦିର ସଂପର୍କରେ ବିଭିନ୍ନ ଉପାଦେୟ ମନ୍ତବ୍ୟ ପ୍ରଦାନ କରିବା ସହ ଏଥିରେ ପୀଡିତମାନଙ୍କୁ କ୍ଷତି ପୂରଣ ଯୋଜନା , ମାଗଣା ଆଇନ ସେବା , ସାହାଯ୍ୟ ଓ ପରାମର୍ଶର ଅବଶ୍ୟକତା ଓ ବିଭିନ୍ନ ଫୌଜଦାରୀ ଆଇନର ବିଧି ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଥିଲେ ।

ଉକ୍ତ କାର‌୍ୟ୍ୟକ୍ରମରେ ପୋଲିସ୍ ନିରୀକ୍ଷକରଶ୍ମିତା ଜେନା , ଉପ ନିରୀକ୍ଷକ(ପୋଲିସ୍)ଜ୍ୟୋତି ରଞ୍ଜନ ପରିଡ଼ା, ଡି.ଏସ୍.ପି(କ୍ରାଇମ୍) ସୁଜିତ ପଣ୍ଡା, ଉପଖଣ୍ଡ ପୋଲିସ୍ ଅଧିକାରୀ,ବୋଲଗଡ,ମାନସ ବାରିକ, ଖୋର୍ଦ୍ଧା ବାର ଆସୋସିଏସନର ସଭାପତି ବିଜୟ ସାମନ୍ତ ସିଂହାର, ସଂପାଦକ ପ୍ରଦୀପ ମିଶ୍ର, ବରିଷ୍ଠ ଆଇନଜୀବୀ ଅଜିତ୍ ପଟ୍ଟନାୟକ, ଅଶୋକ ମହାପାତ୍ର ( ନ୍ୟାୟ ବନ୍ଧୁ), ସ୍ଥାନୀୟ କଲେଜର ଅଧ୍ୟକ୍ଷମାନେ ଯୋଗଦେଇ ସାଇବର ଅପରାଧର ବିଭିନ୍ନ ଦିଗ, ଦଣ୍ଡ ବ୍ୟବସ୍ଥା, କାରଣ ଓ ଏହାର ନିରାକରଣ ସଂବନ୍ଧୀୟ ବହୁ ଆଇନ୍ କାନୁନର ଉଦାହରଣ ନେଇ ସମବେତ ଛାତ୍ର, ଛାତ୍ରୀମାନଙ୍କୁ ଏହି ଅପରାଧଠାରୁ ଦୂରରେ ରହିବା ପାଇଁ ପରାମର୍ଶ ଦେଇଥିଲେ ।

ଏଥି ସହିତ ସାଇବର ଅପରାଧ ସଂପର୍କିତ ସଚେତନତା ବାର୍ତ୍ତା ସମାଜରେ ବସବାସ କରୁଥିବା ସବୁବର୍ଗର ଜନସାଧରଣଙ୍କ ପାଖରେ ପହଞ୍ଚି।ଇବା ଏବଂସାଇବର ଅପରାଧମୁକ୍ତ ଓଡିଶା ଗଠନ କରିବାକୁ ପରାମର୍ଶଦେଇଥିଲେ । ଶେଷରେ ସଚିବ ଶ୍ରୀମତୀସିଂ ଉକ୍ତ କାର‌୍ୟ୍ୟକ୍ରମର ସଫଳତା ପାଇଁ ସ୍ଥାନୀୟ କଲେଜର ଅଧକ୍ଷ, ଛାତ୍ର ଛାତ୍ରୀ, ପୋଲିସ ପ୍ରଶାସନ, ଆଇନଜୀବୀ ଓ ଆଇନ ସେବା ବିଭାଗର କର୍ମକର୍ତ୍ତାମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version