• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଗଷ୍ଟ ମାସ ଶେଷସୁଦ୍ଧା ରାଜସ୍ୱ ସଂଗ୍ରହରେ ପ୍ରାୟ ୧୫.୫୫ ଶତକଡା ବୃଦ୍ଧି

Proprietor Abhimanyu Maharana by Proprietor Abhimanyu Maharana
September 26, 2022
in ଓଡ଼ିଶା, ମହାନଗର, ହୋମ୍
0
ଅଗଷ୍ଟ ମାସ ଶେଷସୁଦ୍ଧା ରାଜସ୍ୱ ସଂଗ୍ରହରେ ପ୍ରାୟ ୧୫.୫୫ ଶତକଡା ବୃଦ୍ଧି
Share on FacebookShare on TwitterWhatsapp

ବିଭିନ୍ନ ପ୍ରକଳ୍ପ ଓ ଯୋଜନାର କ୍ଷେତ୍ରାୟନ ତ୍ୱରାନ୍ୱିତ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ଜିଲ୍ଲା ପରିଦର୍ଶନ ସମୟରେ ସବୁ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡିକର କାର୍ଯ୍ୟକାରିତା ଲକ୍ଷ୍ୟ କରିବାକୁ ପରାମର୍ଶ

ଓଡ଼ିଶା ତାଜା ନ୍ୟୁଜ (୨୬ ସେପ୍ଟେମ୍ବର ସୋମବାର ) ଭୁବନେଶ୍ୱର :- ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବର୍ଷ ଅଗଷ୍ଟ ଶେଷସୁଦ୍ଧା ରାଜ୍ୟର ସମୁଦାୟ ରାଜସ୍ୱ ସଂଗ୍ରହରେ ପ୍ରାୟ ୧୫.୫୫ ଶତକଡା ଅବିବୃଦ୍ଧି ହୋଇଛି । ଗତ ବର୍ଷ ଏହି ସମୟସୁଦ୍ଧା ସମୁଦାୟ ରାଜସ୍ୱ ସଂଗ୍ରହ ୩୧,୫୪୮.୪୯ କୋଟି ଟଙ୍କା ଥିବାବେଳେ ଚଳିତ ବର୍ଷ ଏହା ପ୍ରାୟ ୩୬,୪୫୫ କୋଟି ଟଙ୍କାରେ ପହଞ୍ଚିଛି । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚିବସ୍ତରୀୟ ବୈଠକର ଆଲୋଚନାରୁ ଏହା ଜଣାପଡିଛି । ରାଜ୍ୟ ଲୋକସେବା ଭବନ ସଭା ଗୃହଠାରେ ଅନୁଷ୍ଠିତ ଏହି ବୈଠକରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ ରାଜ୍ୟର ରାଜସ୍ୱ ସଂଗ୍ରହ ଏବଂ ବଜେଟ୍ ଅର୍ଥ ବିନିଯୋଗ ସମ୍ବନ୍ଧିତ ସଦ୍ୟତନ ତଥ୍ୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ ।

ବିଭାଗୱାରୀ ସ୍ଥିତିର ସମୀକ୍ଷା କରି ବିଭିନ୍ନ ପ୍ରକଳ୍ପ ଓ ଯୋଜନା କ୍ଷେତ୍ରୟନ ତ୍ୱରାନ୍ୱିତ କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ପ୍ରକଳ୍ପର ଗୁଣାତ୍ମକମାନ ବଜାୟରଖିବା ସହ ବିନିଯୋଗ ହେଉଥିବା ଅର୍ଥରୁ ଯେପରି ଜନସାଧାରଣ ସର୍ବାଧିକ ସୁବିଧା ପାଇପାରିବେ ସେ ଦିଗ ଉପରେ ଲକ୍ଷ୍ୟଦେବା ପାଇଁ ବିଭାଗମାନଙ୍କୁ କୁହାଯାଇଥିଲା । ଜିଲ୍ଲା ପରିଦର୍ଶନ ସମୟରେ ସଚିବ ଏବଂ ସ୍ୱତନ୍ତ୍ର ସଚିବମାନେ ସବୁ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡିକର କାର୍ଯ୍ୟକାରୀତା ସମୀକ୍ଷା କରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ବିଶେଷକରି ନୂଆଭାବେ ନିର୍ମିତ ପାଇପ୍ ଯୋଗେ ପାନୀୟ ଜଳଯୋଗାଣ, ଉଠା ଜଳସେଚନ ପଏଣ୍ଟ୍, ବିଦ୍ୟୁତ ସବ୍ଷ୍ଟେସନ୍ ଓ ଯୋଗାଣ, ବିଦ୍ୟାଳୟ ରୂପାନ୍ତରଣରେ ସ୍ଥାପିତ ସୁବିଧା ସୁଯୋଗର ବ୍ୟବହାର ଆଦି ପ୍ରକଳ୍ପର କାର୍ଯ୍ୟକାରୀତା ସମୀକ୍ଷାକରି ସେଗୁଡିକୁ ପୂର୍ଣ୍ଣ କର୍ମକ୍ଷମ କରିବା ଦିଗରେ ଥିବା କ୍ଷେତ୍ରସ୍ତରୀୟ ସମସ୍ୟାର ଆଶୁ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ବର୍ଷାଋତୁ ଶେଷ ହେଉଥିବାରୁ ସମସ୍ତ ପ୍ରକଳ୍ପର ଟେଣ୍ଡର ଏବଂ ଠିକାଦାର ଚୁକ୍ତି ସାରି ଶିଘ୍ର କ୍ଷେତ୍ରାୟନ ଆରମ୍ଭ କରିବାକୁ ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା ପରାମର୍ଶ ଦେଇଥିଲେ । ଆସନ୍ତା ଆର୍ଥିକ ବର୍ଷରେ ବଜେଟ୍ରେ ସମ୍ବାବ୍ୟ ବୃଦ୍ଧି ପରିପ୍ରେକ୍ଷୀରେ ଆଗୁଆ ପ୍ରକଳ୍ପ ଚିହ୍ନଟ ଏବଂ ପ୍ରସ୍ତାବ ପ୍ରସ୍ତୁତ କରି ରଖିବା ପାଇଁ ମଧ୍ୟ ବିଭାଗମାନଙ୍କୁ କୁହାଯାଇଥିଲା । ସମୀକ୍ଷାରୁ ଜଣାପଡିଥିଲା ଯେ ଗତ ବର୍ଷ ଅଗଷ୍ଟ ମାସ ଶେଷସୁଦ୍ଧା ରାଜ୍ୟ ଟିକସ୍-ରାଜସ୍ୱ ୧୪,୭୩୧ କୋଟି ଥିବା ବେଳେ ଚଳିତ ବର୍ଷ ଅଗଷ୍ଟ ଶେଷସୁଦ୍ଧା ଏହା ୧୭,୭୨୨.୨୨ କୋଟି ଟଙ୍କାକୁ ବୃଦ୍ଧି ପାଇଛି ଯାହାକି ପୂର୍ବ ବର୍ଷ ତୁଳନାରେ ପ୍ରାୟ ୨୦.୩୦ ଶତକଡା ଅଧିକ । ସେହିପରି ଅଣ-ଟିକସ୍ ରାଜସ୍ୱ ୨୦୨୧ ଅଗଷ୍ଟ ଶେଷସୁଦ୍ଧା ୧୬,୮୧୭ କୋଟି ଥିବା ବେଳେ ୨୦୨୨ ଅଗଷ୍ଟ ଶେଷସୁଦ୍ଧା ଏହା ୧୮,୭୩୨.୬୭ କୋଟି ଟଙ୍କାରେ ପହଞ୍ଚିଛି । ଏ କ୍ଷେତ୍ରରେ ମଧ୍ୟ ପ୍ରାୟ ୧୧.୩୯ ପ୍ରତିଶତ ବୃଦ୍ଧି ଘଟିଛି । ଏହିପରି ସମୁଦାୟ ଟିକସ୍ ଓ ଅଣ-ଟିକସ୍ ରାଜସ୍ୱରେ ସାମଗ୍ରିକ ଭାବେ ହାରାହାରି ୧୫.୫୫ ପ୍ରତିଶତ ବୃଦ୍ଧି ହୋଇଛି ।

ବଜେଟ୍ ବିନିଯୋଗ ସମୀକ୍ଷାରୁ ଜଣାପଡିଥିଲା ଯେ ୨୦୨୧ ଅଗଷ୍ଟମାସ ଶେଷସୁଦ୍ଧା ବିଭିନ୍ନ ଯୋଜନା ଓ ପ୍ରକଳ୍ପରେ ୧୮,୮୨୧ କୋଟି ଟଙ୍କା ବିନିଯୋଗ ହୋଇଥିବାବେଳେ ଚଳିତ ବର୍ଷ ଏହି ବିନିଯୋଗ ୨୦,୨୧୧ କୋଟି ଟଙ୍କାରେ ପହଞ୍ଚିଛି । ଭିତ୍ତିଭୂମି ବିକାଶ, କୃଷି, ପାନୀୟଜଳ ଯୋଗାଣ, ଜଳସେଚନ, କୃଷକମାନଙ୍କ ଆୟବୃଦ୍ଧି ଏବଂ ମହିଳା ସଶକ୍ତିକରଣ ଆଦି ପ୍ରକଳ୍ପରେ ଆବଣ୍ଟିତ ଅର୍ଥର ଶତପ୍ରତିଶତ ବିନିଯୋଗ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଶ୍ଚିତ କରାଇବା ପାଇଁ ମୁଖ୍ୟ ଶାସନ ସଚିବ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଉନ୍ନୟନ କମିାନର ଶ୍ରୀ ପ୍ରଦୀପ କୁମାର ଜେନା, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସଂଜୀବ ଚୋପ୍ରା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଉଦ୍ୟୋଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ କିଶୋର ସୁନ୍ଦରାୟ, ଜଳ ସଂପଦ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସ୍ୱତନ୍ତ୍ର ଶାସନ ସଚିବମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version