• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକରେ ଟକ୍କର ଦେବା ପାଇଁ ମଇଦାନକୁ ଓହ୍ଲାଇବ ମନିପାଲ୍ ଟାଇଗର୍ସ

Abhimanyu Maharana by Abhimanyu Maharana
September 27, 2022
in ଓଡ଼ିଶା, କଟକ, କ୍ରୀଡ଼ା, ଖେଳ, ହୋମ୍
0
କଟକରେ ଟକ୍କର ଦେବା ପାଇଁ ମଇଦାନକୁ ଓହ୍ଲାଇବ ମନିପାଲ୍ ଟାଇଗର୍ସ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ସେପ୍ଟେମ୍ବର ରବିବାର ) କଟକ :- ଆସନ୍ତାକାଲି କଟକର ବାରବାଟୀ ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ସ୍କାଏ୨୪୭ ଡଟ୍ ନେଟ୍ ଲିଜେଣ୍ଡ୍‌ସ ଲିଗ୍ କ୍ରିକେଟ୍ (ଏଲ୍‌ଏଲ୍‌ସି)ର କଟକ୍ ଲିଗ୍‌ରେ ଇର୍‌ଫାନ ପଠାନ୍‌ଙ୍କ ନେତୃତ୍ୱାଧୀନ ଭିଲ୍‌ୱାରା କିଙ୍ଗ୍‌ସ, ହର୍‌ଭଜନ ସିଂହଙ୍କ ମନିପାଲ୍ ଟାଇଗର୍ସଠାରୁ ପ୍ରତିଶୋଧ ନେବା ପାଇଁ ମଇଦାନକୁ ଓହ୍ଲାଇବ । ଏହି ମ୍ୟାଚ୍‌ରେ ଭିଲ୍‌ୱାରା କିଙ୍ଗ୍‌ସ ପକ୍ଷରୁ ଇର୍‌ଫାନ୍ ଫଠାନ୍‌, ୟୁସୁଫ୍ ପଠାନ୍ ଓ ଏସ୍ ଶ୍ରୀସାନ୍ତଙ୍କ ଭଳି କିମ୍ବନ୍ଦନ୍ତୀମାନେ ଏବଂ ମନିପାଲ ଟାଇଗର୍ସ ପକ୍ଷରୁ ହରଭଜନ ସିଂହ,

ମହମ୍ମଦ କୈଫ୍ ଓ ମୁଟ୍ଟିୟା ମୁରଲ୍‌ଥରନ୍‌ଙ୍କ ଭଳି ସୁପର୍‌ଷ୍ଟାର୍‌ମାନେ ଖେଳିବେ । ନିଜର ପ୍ରଥମ ଲିଗ୍‌ରେ ପରାଜିତ ହେବା ପରେ ମନିପାଲ ଟାଇଗର୍ସ ପାଇଁ ନିଜ ପ୍ରତିପକ୍ଷଙ୍କଠାରୁ ପ୍ରତିଶୋଧ ନେବାର ଏହା ଏକ ଭଲ ସୁଯୋଗ ହେବ ।  ବର୍ତମାନ ମନିପାଲ ଟାଇଗର୍ସ ଟେବୁଲର ସବୁଠାରୁ ନିମ୍ନରେ ରହିଛି । ସେହିପରି ନୂଆଦିଲ୍ଲୀରେ ନିଜ ନିଜ ମ୍ୟାଚ୍‌ରେ ପରାଜିତ ହେବା ପରେ ଉଭୟ ଟିମ୍ ପାଇଁ କଟକରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ ଗୁରୁତ୍ୱପୂର୍ଣ୍ଣ ହେବ ।

ଏସମ୍ପର୍କରେ ମନିପାଲ୍ ଟାଇଗର୍ସର କୋଚ୍ ଜନ୍ ବୁଚାନନ୍ କହିଛନ୍ତି, ଦିଲ୍ଲୀରେ ଆମେ ଏକାଧିକ ମ୍ୟାଚ୍‌ରେ ପରାଜିତ ହେବା ଏକ ଦୁର୍ଭାଗ୍ୟଜନକ ବିଷୟ । ଆମେ ଏବେ କଟକରେ ଆମର ସର୍ବୋତମ ପ୍ରଦର୍ଶନ ଦେବା ପାଇଁ ପ୍ରସ୍ତୁତ ରହିଛୁ ।’ ସେହିପରି ଭିଲ୍‌ୱାରା କିଙ୍ଗ୍‌ସର କୋଚ୍ ଲାଲଚନ୍ଦ ରାଜପୁତ କହିଛନ୍ତି, ‘କଟକରେ ବର୍ଷା ମ୍ୟାଚ୍‌କୁ ପ୍ରଭାବିତ କରିବ ନାହିଁ ବୋଲି ଆମେ ଆଶା କରୁଛୁ । ଆମେ ଏକ ଭଲ ପ୍ରତିଯୋଗିତା ପାଇଁ ଅପେକ୍ଷା କରିଛୁ ।’ କଟକ ଏହି ଟୁର୍ଣ୍ଣାମେଂଟ୍‌ର ଫାଇନାଲ ମ୍ୟାଚ୍ ଆୟୋଜନ କରିବା ପାଇଁ ପ୍ରସ୍ତୁତ ହୋଇଥିବା ବେଳେ ଟିମ୍‌ଗୁଡିକ ମଧ୍ୟ ଭେନ୍ୟୁର ଏକ ଅନୁଭୂତି ପାଇବା ପାଇଁ ଉତ୍ସାହିତ ରହିଛନ୍ତି । କଟକରେ ପ୍ରଶଂସକଙ୍କ ପାଇଁ ନିଜ ପସନ୍ଦର ସୁପର୍‌ଷ୍ଟାର୍‌କୁ ଦେଖିବା ଲାଗି ଏହା ଏକ ଭଲ ସୁଯୋଗ ହେବ ।

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

Re-living millets as OMM concluded the Millet Food Festival !

September 26, 2023
ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

September 26, 2023
ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

September 25, 2023
ବଲିଉଡ୍ ତାରକା ଜାହ୍ମବୀ କପୁରଙ୍କ ଦ୍ୱାରା ଭୁବନେଶ୍ୱର ମାଷ୍ଟର କ୍ୟାଂଟିନ୍‌ରେ ନୂଆ ସୋ’ରୁମ୍ ଉଦ୍‌ଘାଟିତ

ବଲିଉଡ୍ ତାରକା ଜାହ୍ମବୀ କପୁରଙ୍କ ଦ୍ୱାରା ଭୁବନେଶ୍ୱର ମାଷ୍ଟର କ୍ୟାଂଟିନ୍‌ରେ ନୂଆ ସୋ’ରୁମ୍ ଉଦ୍‌ଘାଟିତ

September 25, 2023

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

Re-living millets as OMM concluded the Millet Food Festival !

September 26, 2023
ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

September 26, 2023
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.