• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ହିତାଧିକାରୀଙ୍କ ଜମ।ଖାତାକୁ ସିଧାସଳଖ ଅର୍ଥପ୍ରେରଣ ବ୍ୟବସ୍ଥାର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
September 27, 2022
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ହିତାଧିକାରୀଙ୍କ ଜମ।ଖାତାକୁ ସିଧାସଳଖ ଅର୍ଥପ୍ରେରଣ ବ୍ୟବସ୍ଥାର ଶୁଭାରମ୍ଭ
Share on FacebookShare on TwitterWhatsapp

ସ୍ଵଚ୍ଛତା ବଜାୟ ରହିବା ସହ ହିତାଧିକାରୀମାନଙ୍କୁ ଠିକ୍ ସମୟରେ ଭତ୍ତା ପ୍ରଦାନ, ବ୍ୟବସ୍ଥାରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଛି – ସଂସ୍କୃତି ମନ୍ତ୍ରୀ ଶ୍ରୀ ପାତ୍ର

ଓଡ଼ିଶା ତାଜା ନ୍ୟୁଜ (୨୭ ସେପ୍ଟେମ୍ବର ମଙ୍ଗଳବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାର କମ୍ପ୍ୟୁଟରୀକୃତ ସିଧାସଳଖ ହିତାଧିକାରୀଙ୍କ ଜମ।ଖାତାକୁ ଅନ୍ ଲାଇନ୍ ଜରିଆ ରେ ଅର୍ଥପ୍ରେରଣ ବ୍ୟବସ୍ଥା ( ଗୋ ଲାଇଭ୍ ) କାର୍ଯ୍ୟକ୍ରମର ଶୁଭାରମ୍ଭ ଆଜିଠାରୁ ଆରମ୍ଭ ହୋଇଛି । ଏହି ବ୍ୟବସ୍ଥାକୁ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ଓ ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ଵିନୀ କୁମାର ପାତ୍ର ଶୁଭ ଉଦଘ।ଟନ କରିଛନ୍ତି । ଏହି ଫଳରେ ଏଣିକି କଳାକାରମାନଙ୍କୁ ସେମାନଙ୍କର ଭତ୍ତା ପାଇଁ ମାସ ମାସ ଧରି ଅପେକ୍ଷା କରିବାକୁ ପଡିବ ନ।ହିଁ । ଏହି ବ୍ୟବସ୍ଥାରେ ସ୍ଵଛତା ବଜାୟ ରହିବା ସହିତ ହିତାଧିକାରୀମାନଙ୍କୁ ଠିକ୍ ସମୟରେ ସେମାନଙ୍କର ଭତ୍ତା ପ୍ରଦାନର ବ୍ୟବସ୍ଥା ହୋଇଛି । ଏହା ବ୍ୟବସ୍ଥାରେ ଏକ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବା ସହିତ ଏହା ଅତ୍ୟନ୍ତ ଅବଶ୍ୟକତା ଥିଲା ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ପ୍ରକାଶ କରିଥିଲେ ।

ନୂଆ ନୂଆ ବେଷୟିକ ଜ୍ଞାନକୌଶଳକୁ ଆପଣେଇ ଜନସାଧାରଣଙ୍କୁ ନାଗରିକ କୈନ୍ଦ୍ରିକ ତ୍ୱରିତ ସେବା ପ୍ରଦାନ କରିବାର ସମୟ ଆସିଛି ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ପ୍ରକାଶ କରିଥିଲେ । ଅନଲାଇନ ବ୍ୟବସ୍ଥା ଜରିଆରେ ହିତାଧିକାରୀଙ୍କ ଜମାଖାତ । କୁ ସିଧାସଳଖ ଅର୍ଥ ପ୍ରେରଣ ବ୍ୟବସ୍ଥା କଳାକାରମାନଙ୍କ ମନରେ ଖୁସି ଆଣିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସ ଯୋଗୁଁ ସମ୍ଭବ ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ପାତ୍ର କହିବା ସହିତ କୃତଜ୍ଞତା ଜଣାଇଥିଲେ । ନୂଆ ଚିନ୍ତାଧାରା ଓ ନୂଆ ପଦ୍ଧତି ଆଧାରରେ ବିଭାଗର ଉନ୍ନତି ପାଇଁ ଏହି ଭଳି ନୂଆ ନୂଆ କାର୍ଯ୍ୟକ୍ରମ ଜାରି ରହିବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର କହିଥିଲେ ଓ ଏହି ବ୍ୟବସ୍ଥାରେ ସମସ୍ତ ହିତାଧିକାରୀ କଳାକାର ଯେପରି ଉପକୃତ ହେବେ ସେଥିପ୍ରତି ଗୁରୁତ୍ୱାରୋପ କରିଥିଲେ ।

କାର୍ଯ୍ୟକ୍ରମରେ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ମଧୁସୂଦନ ପାଢୀ ଯୋଗ ଦେଇ କହିଲେ ଯେ, ପୂର୍ବରୁ ଏହି ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ସଠିକ୍ ଭାବେ ଜାଣିବା ପାଇଁ ବିଧିବଦ୍ଧ ବ୍ୟବସ୍ଥା ନଥିଲା । ସେଥିପାଇଁ ଜିଲ୍ଲାସ୍ତରରୁ ଧରି ରାଜ୍ୟସ୍ତରରେ ଅଧିକାରୀମାନଙ୍କୁ ହିତାଧିକାରୀଙ୍କୁ ପ୍ରାପ୍ୟ ପ୍ରଦାନରେ ଅସୁବିଧା ସମ୍ମୁଖୀନ ହେବାକୁ ପଡୁଥିଲା । ଏବେ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ ଜରିଆରେ ଭତ୍ତା ପାଉଥିବା ୩୫ ହଜାର କଳାକାରଙ୍କ ମଧ୍ୟରୁ ପ୍ରାୟ ୨୨ହଜାର କଳାକାରମାନଙ୍କର ତଥ୍ୟ ସଂଗୃହିତ ହୋଇଛି, ଯଦ୍ୱାରା କି ସେପ୍ଟେମ୍ବର ମାସର ଦେୟ ସେମାନଙ୍କୁ ଅନ୍ ଲାଇନ୍ ଯୋଗେ ସେମାନଙ୍କ ବ୍ୟାଙ୍କ ଜମା ଖାତାକୁ ଅର୍ଥ ପ୍ରଦାନର ବ୍ୟବସ୍ଥା ହୋଇଛି ଓ ଏହି ପ୍ରକ୍ରିୟା ଜାରି ରହିବ ।

ଅବଶିଷ୍ଟ ୧୬ହଜାର ହିତାଧିକାରୀଙ୍କୁ ଶୀଘ୍ର ଚୟନ କରାଯାଇ ଏହି ଯୋଜନାରେ ସାମିଲ ପାଇଁ ଜିଲ୍ଲା ପ୍ରଶାସନକୁ ଅନୁରୋଧ ସହ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି, ଯାହାକି ଆଗାମୀ ନୂଆବର୍ଷ ପୂର୍ବରୁ ପୂରଣ କରାଯିବ ବୋଲି ବିଭାଗର ନିର୍ଦ୍ଦେଶକ ଶ୍ରୀ ରଞ୍ଜନ କୁମାର ଦାସ ଯୋଗଦେଇ ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ ରାଜ୍ୟ କୋଷାଗାର ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ଦୀପଙ୍କର ମହାପାତ୍ର ଯୋଗ ଦେଇ କହିଲେ ଯେ, ଏହି ବ୍ୟବସ୍ଥା ରାଜ୍ୟ ସରକାରଙ୍କ “୫”ଟି ଉପକ୍ରମର ଅଂଶବିଶେଷ ଏବଂ ରାଜ୍ୟରେ ଆର୍ଥିକ ପରିଚାଳନା ବ୍ୟବସ୍ଥାର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇଛି । ଭାରତୀୟ ରିଜର୍ଭ ବ୍ୟାଙ୍କ ସହିତ ସମନ୍ନିତ କରାଯାଇ ପ୍ରକ୍ରିୟାକୁ ସରଳୀକରଣ କରାଯାଇଛି ବୋଲି ଶ୍ରୀ ମହାପାତ୍ର ପ୍ରକାଶ କରିବା ସହିତ ପୂର୍ବ ପ୍ରକ୍ରିୟାରେ ଆର୍ଥିକ ଅର୍ଥ ପ୍ରଦାନ ବିଳମ୍ବରେ ହେଉଥିଲା ବୋଲି ଦର୍ଶାଇଥିଲା ।

ଜାତୀୟ କ୍ଷୁଦ୍ରଶିଳ୍ପ ନିଗମ( NSIC) ତରଫରୁ (ଓଏସିସ) OASYS ସଂସ୍ଥା ଦ୍ଵାରା ଏହି ବ୍ୟବସ୍ଥାର ବିକଶିତ କରାଯାଇଛି । କାର୍ଯ୍ୟକ୍ରମରେ ( NSIC) ଓଡ଼ିଶା ମୁଖ୍ୟ ଶ୍ରୀ ଅନୁପ ଗ।ୟନ୍ତ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା, ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ୨୦୧୮ ମସିହାରୁ ଶ୍ରୀ ଆରମ୍ଭ କରିଥିଲେ । ରାଜ୍ୟରେ ୫୦ହଜାର ବିଭିନ୍ନ ପ୍ରକାର କଳାକାରମାନଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ପାଇଁ ସରକାର ଘୋଷଣା କରିଥିଲେ ମଧ୍ୟ ଏବେ ସୁଦ୍ଧା ପ୍ରାୟ ୩୫ ହଜାର କଳାକାର ମାସକୁ ୧୨ ଶହ ଟଙ୍କା ଲେଖାଏଁ କଳାକାର ଭତ୍ତା ପାଉଛନ୍ତି । ଆଜି ପ୍ରତୀକାତ୍ମକ ଭାବେ ୫ ଜଣ ହିତାଧିକାରୀଙ୍କର ପେନସନ୍ ପେପର ଅନଲାଇନ ବ୍ୟବସ୍ଥାରେ ପ୍ରସ୍ତୁତି କରାଯାଇ ସେମାନଙ୍କୁ ଚିହ୍ନଟ କରଣ ସାଟିଫିକେଟ ପ୍ରଦାନ ପୂର୍ବକ ସେମାନଙ୍କର ବ୍ୟାଙ୍କ ଜମାଖାତାକୁ କୁ ଅର୍ଥ ପ୍ରେରଣ କରାଯାଇଛି ।

କାର୍ଯ୍ୟକ୍ରମରେ ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ , ଅତିରିକ୍ତ ଶାସନ ସଚିବ ମନସ୍ଵିନୀ ସାହୁ , ଉପଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ମିଶ୍ରଙ୍କ ସମେତ ସଂସ୍କୃତି ବିଭାଗର ବିଭିନ୍ନ ଶାଖାର ମୁଖ୍ୟମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ଓଡିଆ ଭାଷା ପ୍ରତିଷ୍ଠାନର ଉପଦେଷ୍ଟା ଡ. ଫଣୀନ୍ଦ୍ର ନନ୍ଦ ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ କଟକ ଓ ଭୁବନେଶ୍ୱରରୁ ବହୁ ହିତାଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏହି ସୁବିଧା ହେବା ଯୋଗୁଁ ହିତାଧିକାରୀମାନେ ଖୁସି ବ୍ୟକ୍ତ କରିବା ସହିତ ରାଜ୍ୟ ସରକାର ତଥା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version