• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ରେ ଯୋଗଦେବା ପାଇଁ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଙ୍ଗାଲୁରୁରେ

Proprietor Abhimanyu Maharana by Proprietor Abhimanyu Maharana
September 28, 2022
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ରେ ଯୋଗଦେବା ପାଇଁ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଙ୍ଗାଲୁରୁରେ
Share on FacebookShare on TwitterWhatsapp

ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ରେ ଯୋଗଦେବା ପାଇଁ ୫୦୦ ରୁ ଅଧିକ ଶିଳ୍ପପତି, ଉଦ୍ୟୋଗୀ ଏବଂ ନିବେଶକାରୀ ବେଙ୍ଗାଲୁରୁରେ

ଓଡ଼ିଶା ତାଜା ନ୍ୟୁଜ (୨୭ ସେପ୍ଟେମ୍ବର ମଙ୍ଗଳବାର ) ଭୁବନେଶ୍ୱର :- ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବେଙ୍ଗାଲୁରୁରେ ପହଞ୍ଚିଛନ୍ତି । ଅପରାହ୍ନରେ ମେକ୍ ଇନ ଓଡ଼ିଶା ରୋଡ୍ ସୋ’ ରେ ୱିପ୍ରୋର ପୂର୍ବତନ ଅଧ୍ୟକ୍ଷ ଅଜିମ୍ ପ୍ରେମଜୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ପ୍ରତଷ୍ଠିତ ଆଇଟି କମ୍ପାନୀର ଅନ୍ୟ କିଛି ବିଶିଷ୍ଟ ବ୍ୟକ୍ତିଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ୱାନ ଟୁ ୱାନ୍ ଆଲୋଚନା କରିଥିଲେ । ସେମାନଙ୍କ ମଧ୍ୟରେ ଥିଲେ ଗୋଲଡେନ୍ ହାଚେରି ପ୍ରତିଷ୍ଠାତା ସୟଦ ଫାହଦ, ଷ୍ଟ୍ରିଙ୍ଗବୋର୍ଡ ସହ ପ୍ରତିଷ୍ଠାତା ବରୁଣ ଚାୱାଲା ଏବଂ ପ୍ରଣୟ ଗୁପ୍ତା, ଡୋଡଲା ଡାଇରୀ ନିର୍ଦ୍ଦେଶକ ଏଏମଏସ ରେଡ୍ଡୀ, ନନ୍ଦୀ ପାୱାରଟ୍ରୋନିକସ୍ ଏମଡି ଏଚଏନ ରାମକ୍ରିଷ୍ଣୟା, ନେଷ୍ଟଆୱେ ଏମଡି ଅମରେନ୍ଦ୍ର ସାହୁ, ମର୍ଲିନହକ୍ ଏରୋସ୍ପେସ୍ ନିର୍ଦ୍ଦେଶକ ଜାବି ଜୋସେଫ ଆଣ୍ଟ୍ରୋଥ୍, ଏମଭିଏମ ଇଣ୍ଡଷ୍ଟ୍ରିସ୍ ପ୍ରତିଷ୍ଠାତା ନନ୍ଦ ଭେଙ୍କଟ ରାଓ ଏବଂ ଶ୍ରାବଣୀ ଏନର୍ଜି ଏମଡି ଏନ ପ୍ରଶାନ୍ତ ରାଓ ।

ଆସନ୍ତାକାଲି ହୋଟେଲ ତାଜ୍ ୱେଷ୍ଟ ଏଣ୍ଡ୍ ରେ ଆୟୋଜିତ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ସେଥିରେ ୫୦୦ ରୁ ଅଧିକ ଶିଳ୍ପପତି, ଉଦ୍ୟୋଗୀ ଏବଂ ନିବେଶକାରୀ ଯୋଗଦେବାର କାର‌୍ୟ୍ୟକ୍ରମ ରହିଛି । ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଅନୁକୂଳ ପରିବେଶ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ବୁଝାଇବା ସହ ଆସନ୍ତା ନଭେମ୍ବର ୩୦ ରୁ ଡିସେମ୍ବର ୪ ପର‌୍ୟ୍ୟନ୍ତ ମେକ୍ ଇନ ଓଡ଼ିଶା କନକ୍ଲେଭ୍ ରେ ଯୋଗଦେବାକୁ ସେମାନଙ୍କୁ ଆମନ୍ତ୍ରଣ କରିବେ । ଏହାପୂର୍ବରୁ କାଲି ସକାଳେ ମୁମ୍ବାଇ ଭଳି ଶିଳ୍ପପତିମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ୱାନ୍ ଟୁ ୱାନ୍ ଭେଟିବା କାର‌୍ୟ୍ୟକ୍ରମ ରହିଛି ।

ସେମାନଙ୍କ ମଧ୍ୟରେ ଅଛନ୍ତି ଆଇବିଏମ୍ ଇଣ୍ଡିଆର ମ୍ୟାନେଜିଂ ପାର୍ଟନର ଅମିତ ଶର୍ମା, ୱିପ୍ରୋର ଡକ୍ଟର ଶ୍ରବଣ ସୁବ୍ରମଣ୍ୟମ୍, ଏବିବି ଲିମିଟେଡର ଟି.କେ.ଶ୍ରୀଧର, ଟିଟିକେ ପ୍ରେଷ୍ଟିଜ୍ ର ସରଣ୍ୟ ପି, ଇଣ୍ଡୋ ନିସିନ ଫୁଡସ୍ ର ଗୌତମ ଶର୍ମା, ପେଜ୍ ଇଣ୍ଡଷ୍ଟ୍ରିସ୍ ର ଭି.ଏସ. ଗଣେଶ, ହାପିଏଷ୍ଟ ମାଇଣ୍ଡସ୍ ର ଭେଙ୍କଟରମଣ ଏନ, କଟନ୍ ୱାଲର୍ଡର ବି.ଏନ.ମୋନ୍ନାପା, ୱଣ୍ଡରଲାର ଅରୁଣ ଚିତ୍ତାପଲ୍ଲୀ ଏବଂ ଇଣ୍ଡିଆନ୍ ଷ୍ଟିଚେସ୍ ର ବିଶାଲ ସେହେଗଲ । ମୁଖ୍ୟମନ୍ତ୍ରୀଙ୍କ ସହ ବେଙ୍ଗାଲୁରୁ ଯାଇଥିବା ପ୍ରତିନିଧିମଣ୍ଡଳୀରେ ଅଛନ୍ତି ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ, ଶିଳ୍ପ ସଚିବ ହେମନ୍ତ ଶର୍ମା, ଇଲେକଟ୍ରୋନିକ୍ସ ଏବଂ ଆଇଟି ସଚିବ ମନୋଜ କୁମାର ମିଶ୍ର ଏବଂ ଷ୍ଟାର୍ଟ ଅପ ଓଡ଼ିଶା କାର‌୍ୟ୍ୟନିର୍ବାହୀ ଅଧ୍ୟକ୍ଷ ଡକ୍ଟର ଓମକାର ରାୟ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version