• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଶନିବାର ଦିନ ସଂଧ୍ୟା ୫ଟା ସମୟରେ ଆପଣମାନେ ଦୁନିଆରେ ଯେଉଁଠାରେ ବି ଥାଆନ୍ତୁ, ସମସ୍ତେ ସାମାଜିକ ଦୂରତା ରକ୍ଷା କରି ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରନ୍ତୁ ।

Proprietor Abhimanyu Maharana by Proprietor Abhimanyu Maharana
May 28, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଶନିବାର ଦିନ ସଂଧ୍ୟା ୫ଟା ସମୟରେ ଆପଣମାନେ ଦୁନିଆରେ ଯେଉଁଠାରେ ବି ଥାଆନ୍ତୁ, ସମସ୍ତେ ସାମାଜିକ ଦୂରତା ରକ୍ଷା କରି ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରନ୍ତୁ ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ , (୨୮ ମେ ୨୦୨୦ ଗୁରୁବାର ) ଭୁବନେଶ୍ୱର :– ଦୁଇ ମାସ ଧରି ସାରା ଦୁନିଆ ଏକ ବହୁତ ବଡ ଜଟିଳ ପରିସ୍ଥିତିର ସାମନା କରୁଛି । ବଡ ବଡ ଧନୀ ଦେଶ, ଶକ୍ତିଶାଳୀ ଦେଶରେ ବି କୋଭିଡ ଆତଙ୍କ ସୃଷ୍ଟି କରିଛି । ସେହି ଏକା ସମୟରେ ଆମ ଓଡିଶା ବି କୋଭିଡ ବିରୁଦ୍ଧରେ ତାର ଯୁଦ୍ଧ ଆରମ୍ଭ କଲା । କୋଭିଡରୁ ଲୋକଙ୍କୁ ରକ୍ଷା କରିବା ଏବଂ ଲୋକଙ୍କ ଜୀବନ ବଞ୍ଚାଇବା ସେତେବେଳେ ମୋ ସରକାରଙ୍କ ପ୍ରାଥମିକତା ଥିଲା । ପ୍ରତିଟି ଜୀବନର ସୁରକ୍ଷା ହେଉଛି ମୋ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସେତେବେଳେ ଆମେ ଯାହା ବି ନୀତି, ଯାହା ବି ପଦକ୍ଷେପ ଗ୍ରହଣ କରିଥିଲୁ, ତାର ଏକମାତ୍ର ଲକ୍ଷ୍ୟ ଥିଲା ମୋର ପ୍ରିୟ ସାଢେ ଚାରି କୋଟି ଓଡିଶାବାସୀଙ୍କ ଜୀବନ ରକ୍ଷା । ଏବେ ଦୁଇ ମାସରୁ ଅଧିକ ସମୟ ହୋଇଗଲା । କୋଭିଡ ଯୁଦ୍ଧରେ ଲୋକଙ୍କ ଜୀବନ ବଞ୍ଚାଇବାରେ ଓଡିଶା ଆଜିକା ଦିନରେ କେବଳ ଭାରତବର୍ଷରେ ନୁହେଁ, ସାରା ବିଶ୍ବରେ ଏକ ଉଦାହରଣ ସୃଷ୍ଟି କରିପାରିଛି ।

କୋଭିଡରେ ଓଡିଶାର ମୃତ୍ୟୁହାର ସାରା ଦୁନିଆରେ ସବୁଠାରୁ କମ୍‌ । କରୋନା ପୀଡିତ ମାନଙ୍କ ମଧ୍ୟରୁ ଅଧାରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଲେଣି । ଓଡିଶା ପରି ଗୋଟିଏ ରାଜ୍ୟ ତଥା ଆମ ଓଡିଶାବାସୀଙ୍କ ପାଇଁ ଏହା ଏକ ବଡ ସଫଳତା । ଦୁନିଆର ଶକ୍ତିଶାଳୀ ଦେଶ ତଥା ଭାରତର ବଡ ବଡ ରାଜ୍ୟ, ଧନୀ ରାଜ୍ୟମାନେ ମଧ୍ୟ କରୋନା ଯୁଦ୍ଧରେ ଏତେ ସଫଳତା ପାଇପାରି ନାହାନ୍ତି । ଆଜିକା ଦିନରେ ଓଡିଆ ଜାତି ପାଇଁ ଏହା ଏକ ଅଭୂତପୂର୍ବ ସଫଳତା । ଏହି ସମୟରେ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରିଛନ୍ତି । ତଥାପି କୋଭିଡ ବିରୁଦ୍ଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ । ଏହା ପଛରେ ରହିଛି କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗ, ନିଷ୍ଠା ଓ ପ୍ରତିବଦ୍ଧତା । ସିଏ ଯିଏ ବି ହୁଅନ୍ତୁ – ଲୋକ ପ୍ରତିନିଧି, ସରକାରୀ ବା ବେସରକାରୀ କର୍ମଚାରୀ; ସମସ୍ତେ ନିଜ ନିଜର ସୁଖଦୁଃଖକୁ ପଛରେ ପକାଇ ଯେଭଳି ସେବା ଯୋଗାଇ ଚାଲିଛନ୍ତି, ତାର ତୁଳନା ନାହିଁ । ସେହିପରି ଏହି ଯୁଦ୍ଧରେ ସାରା ଓଡିଶାବାସୀ ସରକାରଙ୍କ ପଦକ୍ଷେପକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେଥିପାଇଁ ମୁଁ ସମସ୍ତଙ୍କ ନିକଟରେ ଋଣୀ ।

ଏହାସହିତ ମହାପ୍ରଭୂଙ୍କ ଆଶୀର୍ବାଦ ମଧ୍ୟ ସବୁବେଳେ ଆମ ସଥିରେ ରହିଛି । ଏହି ପରିପ୍ରେକ୍ଷୀରେ ଓଡିଶା ମାଟି ସହ ସଂପର୍କ ଥିବା ସମସ୍ତଙ୍କୁ, ଆମର ସାଢେ ଚାରି କୋଟି ଓଡିଆ ଭାଇଭଉଣୀଙ୍କୁ ମୁଁ ଅନୁରୋଧ କରୁଛି ଯେ ମଇ ୩୦ ତାରିଖ ଶନିବାର ଦିନ ସଂଧ୍ୟା ୫ଟା ସମୟରେ ଆପଣମାନେ ଦୁନିଆରେ ଯେଉଁଠାରେ ବି ଥାଆନ୍ତୁ, ସମସ୍ତେ ସାମାଜିକ ଦୂରତା ରକ୍ଷା କରି ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରନ୍ତୁ । ଏହାର ଉଦ୍ଦେଶ୍ୟ ହେଉଛି ଆମର କୋଭିଡ ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା । ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବ । ଆମର ସଂକଳ୍ପକୁ ଆହୁରି ଦୃଢ କରିବା ପାଇଁ ଏହା ପ୍ରେରଣା ଯୋଗାଇବ । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦାବୀ ସମୟରେ ଉତ୍କଳ ସମ୍ମିଳନୀର ଆଦ୍ୟ ସଂଗୀତ ଥିଲା ବନ୍ଦେ ଉତ୍କଳ ଜନନୀ । ଓଡିଆ ଜାତୀୟତାର ବନ୍ଧନକୁ ଏହା ମଜବୁତ କରିଥିଲା । ବର୍ତ୍ ମାନ ସମୟରେ ଏହା ଓଡିଆ ଜାତିକୁ, ଆମ ସମସ୍ତଙ୍କୁ ଅଭୂତପୂର୍ବ ପ୍ରେରଣା ଯୋଗାଇବ । ଆଗକୁ ଆମ ପାଇଁ ଆହୁରି କଠିନ ରାସ୍ତା ଆସିପାରେ । ଆଗାମୀ ଦିନର ଆହ୍ବାନକୁ ସଫଳ ଭାବରେ ମୁକାବିଲା କରିବା ଏବଂ ନୂଆ ସଂକଳ୍ପ ନେଇ କାମ କରିବା ପାଇଁ ଏହା ଆମକୁ ଶକ୍ତି ଯୋଗାଇବ । ଏ ବିଶ୍ବାସ ମୋର ଅଛି । … ବନ୍ଦେ ଉତ୍କଳ ଜନନୀ

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version