• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆସୋଚାମ ପକ୍ଷରୁ ଭୁବନେଶ୍ୱରରେ ଇଣ୍ଡଷ୍ଟ୍ରିଆଲ ଡିକାର୍ବୋନାଇଜେସନ ସମ୍ମିଳନୀ ୨୦୨୨ ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
September 30, 2022
in ଓଡ଼ିଶା, ବାଣିଜ୍ୟ, ମହାନଗର, ହୋମ୍
0
ଆସୋଚାମ ପକ୍ଷରୁ ଭୁବନେଶ୍ୱରରେ ଇଣ୍ଡଷ୍ଟ୍ରିଆଲ ଡିକାର୍ବୋନାଇଜେସନ ସମ୍ମିଳନୀ ୨୦୨୨ ଆୟୋଜିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୦ ସେପ୍ଟେମ୍ବର ଶୁକ୍ରବାର) ଭୁବନେଶ୍ୱର :- ରାଜ୍ୟ ପ୍ରଦୂଷଣ ନିୟନ୍ତଣ ବୋର୍ଡ (ଓଏସପିସିବି)ର ମିଳିତ ସହଯୋଗରେ ଆସୋସିଏଟେଡ ଚାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି , ଓଡ଼ିଶା ସରକାର ଇଣ୍ଡଷ୍ଟ୍ରିଆଲ ଡିକାର୍ବୋନାଇଜେସନ ସମ୍ମିଳନୀ ୨୦୨୨ ନେଟ ଜିରୋ ପାଇଁ ରୋଡ ମ୍ୟାପ ଆୟୋଜନ କରିଥିଲେ । ଏହି ସମ୍ମିଳନୀ ସମଗ୍ର ବିଶ୍ୱରେ ଡିକାର୍ବୋନାଇଜେସନ ଭବିଷ୍ୟତ ପାଇଁ ପରିବର୍ତନକୁ ପ୍ରେରଣା ଦେବ ଓ ଶୂନ୍ୟ କାର୍ବନ ପ୍ରତିଶ୍ରୁତିକୁ ପୂରଣ କରିବାରେ ସହାୟକ ହେବ ।

ଇଣ୍ଡଷ୍ଟ୍ରିଆଲ ଡିକାର୍ବୋନାଇଜେସନକୁ ପ୍ରୋତ୍ସାହିତ କରିବା ପାଇଁ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମାନ୍ୟବର ମନ୍ତ୍ରୀ କୃଷି ଓ କୃଷକ ସଶକ୍ତିକରଣ ଓ ମତ୍ସ୍ୟ ବିଭାଗ ତଥା ଏଆରଡି ଓଡ଼ିଶା ସରକାର, ଶ୍ରୀ ସିଦ୍ଧାନ୍ତ ଦାସ,ଚେୟାରମ୍ୟାନ, ଓଡ଼ିଶା ରିୟଲ ଇଷ୍ଟଟ ରେଗୁଲୋଟୋରି ଅଥୋରିଟି, ଶ୍ରୀ ସତ୍ୟବ୍ରତ ସାହୁ ପ୍ରିନିସିପାଲ ସେକ୍ରେଟାରୀ (ଇନ ଚାର୍ଜ) ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ ବିଭାଗ ସଡ଼ିଶା ସରକାର ପ୍ରମୁଖ ଉପସ୍ଥିତ ରହି ଏହି ଦିଗରେ ବଳିଷ୍ଠ ପଦକ୍ଷେପ ନେବା ପାଇଁ ଆହ୍ୱାନ ଦେଇଥିଲେ ।

ଏହି ସମ୍ମ୍‌ିଳନୀରେ ବିଭିନ୍ନ ପର୍ଯ୍ୟବେକ୍ଷକ, ବିଶେଷଜ୍ଞ, ଇଂଜିନିୟର, ନେତା, ନୀତି ନିମର୍ମାତା ଓ ନିୟାମକ, କେନ୍ଦ୍ରୀୟ ତଥା ରାଜ୍ୟ ପ୍ରଦୂଷଣ ବୋଡ, ସାମୁଦ୍ରିକ ଜୀବ ବିଜ୍ଞାନୀ, ଜଳବାୟୁ ବିଶେଷଜ୍ଞ, ପରିବେଶ ନିୟାମକ ଏଜେନସି, ପ୍ରଯୁକ୍ତି ବିଦ୍ୟା ବିଶେଷଜ୍ଞ ପ୍ରମୁଖ ବ୍ୟକ୍ତିମାନେ ଡିକାର୍ବେନାଇଜେସନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ।

ଏହି ସମ୍ମିଳନୀରେ ଏକ ପୃଷ୍ଠପୋଷକତା, ବ୍ରାଣ୍ଡିଂ ଓ ବିଜ୍ଞାନ ସୁବିଧା ମଧ୍ୟ ପ୍ରଦାନ କରାଯାଇଥିଲା ଯାହା ବ୍ରାଣ୍ଡର ଉପଯୁକ୍ତତା ପାଇଁ ଉପଯୁକ୍ତ ଅଟେ । ଚିନ୍ତାଧାରା ନେତୃତ୍ୱ ପୋଜିସନ, ନେଟୱାର୍କିଂ ସୁଯୋଗ ଠାରୁ ଆରମ୍ଭ କରି ହାଇଭିଜିବିଲିଟି ବ୍ରାଣ୍ଡିଂ ଓ ବିଜ୍ଞାପନ ପ୍ରଚାର ପର୍ଯ୍ୟନ୍ତ ପ୍ୟାକେଜ ଗୁଡ଼ିକୁ ଡିଜାଇନ କରାଯାଇଛି ଯାହା ସମସ୍ତଙ୍କ ପାଇଁ ଲାଭଦାୟକ ହୋଇ ପାରିବ ।

ଏଥିରେ ମୁଖ୍ୟ ବିଷୟ ଗୁଡ଼ିକ ହେଲା ସୁସ୍ଥ ଭବିଷ୍ୟତ ପାଇଁ ନବୀକରଣୀୟ ଶକ୍ତି ଓ ଶକ୍ତି ଦକ୍ଷତା, ଗ୍ରୀନଟେକ ଫାଇନାନସ, କାର୍ବନ ସିକ୍ୟୁଷ୍ଟ୍ରେସନ ଓ ଶିଳ୍ପ ଡିକାର୍ବୋନାଇଜେସନ । ମୁଖ୍ୟ ବିଷୟ ଗୁଡ଼ିକ ହେଉଛି :

1. ଜଳବାୟୁ, ଶକ୍ତି ଓ ସ୍ଥାୟିତ୍ୱର ଏକ ବୃହତ ଆଭିମୁଖ୍ୟ ସହିତ ଏକ ବୃତିଗତ ବିକାଶ ଲକ୍ଷ୍ୟ ଉପରେ ଯୋଜନା ପ୍ରସ୍ତୁତ କରିବା

2. ନୂତନ ଅନ୍ତର୍ନିହିତ ଶକ୍ତି ହାସଲ କରିବା ଓ ସ୍ଥରତା କ୍ଷେତ୍ରରେ ନେତା ମାନଙ୍କୁ ନିୟୋଜିତ କରି ସର୍ବୋତମ ଅଭ୍ୟାସ ଜାରୀ ରଖିବା

3. ନେଟୱାର୍କିଂ ଓ ରଣନୀତିକୁ ଆପଣାଇ ଜାତୀୟ ନେତାମାନଙ୍କ ସହ ମିଶି କାର୍ଯ୍ୟକରିବା । ଶ୍ରୀମତୀ ପରମିନ୍ଦରଜିତ କାଉର, ବରିଷ୍ଠ ନିର୍ଦ୍ଦେଶକ ଆସୋଚାମ- ପୂର୍ବ ଓ ଉତର ପୂର୍ବ କହିଥିଲେଯେ ଏହି ଡିକାର୍ବୋନାଇଜେସନ ସମ୍ମିଳନୀ ଜରିଆରେ ବିଭିନ୍ନ କ୍ଷେତ୍ର ମଧ୍ୟରେ ଜଳବାୟୁ, ଶକ୍ତି ଓ ସ୍ଥିରତା ବୃତିଧାରୀଙ୍କ ସହ ନେଟୱାର୍କିଂ ଓ ଶିକ୍ଷା ପାଇଁ ଆମେ ଏକ ଅନନ୍ୟ ପ୍ଲାଟଫର୍ମ ପ୍ରଦାନ କରିବାକୁ ଅପେକ୍ଷା କରୁଛୁ ।

ମିଳିତ ଭାବରେ ଅମେ ଶକ୍ତି ବ୍ୟବସ୍ଥାର ଭବିଷ୍ୟତକୁ ବ୍ୟାଖ୍ୟା କରିପାରିବା । ସହଯୋଗ, ନେତୃତ୍ୱ ପ୍ରଦର୍ଶନ ଓ ଅଗ୍ରଗାମୀ ପରିବର୍ତନ କରିବା ପାଇଁ ଏବେ ସମୟ ଆସିଛି ବୋଲି ସେ କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version