• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହଙ୍ଗା ପଡିଲା ପାହାଡ଼ ଉପରକୁ ଯାଇ ପାଠ ପଢିବା : ବଜ୍ରାଘାତ ରେ ତିନି ଛାତ୍ର ଆହତ

Proprietor Abhimanyu Maharana by Proprietor Abhimanyu Maharana
October 6, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
ମହଙ୍ଗା ପଡିଲା ପାହାଡ଼ ଉପରକୁ ଯାଇ ପାଠ ପଢିବା : ବଜ୍ରାଘାତ ରେ ତିନି ଛାତ୍ର ଆହତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (6 ତାରିଖ ଆଶ୍ୱିନ ୨୦୨୨,ଗୁରୁବାର) ବାଲିଗୁଡା :- ଗାଁକୁ ମୋବାଇଲ ନେଟଓ୍ୱାର୍କ ଆସୁନଥିବାରୁ ପାଠ ପଢ଼ିବାକୁ ପାହାଡ଼କୁ ଉପରକୁ ଯାଇଥିଲେ ୩ଛାତ୍ର। ପାହାଡ଼ ଉପରେ ଥିବାବେଳେ ଘୋଟି ଆସିଲା କଳା ହାଣ୍ଡିଆ ମେଘ। ଘନ ଘନ ମାରିଲା ବିଜୁଳି। ସେଠାରେ ଚେତାଶୂନ୍ୟ ହୋଇ ପଡ଼ିଯାଇଥିଲେ ଛାତ୍ରମାନେ। ୩ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ପସରା ଗ୍ରାମ ପଞ୍ଚାୟତର ମୁଣ୍ଡାଗାଁରେ। ଆହତମାନେ ହେଲେ ଯୁକ୍ତ ଦୁଇର ଛାତ୍ର ଧିରେନ ଦିଗାଲ, ଦଶମ ଶ୍ରେଣୀର ଛାତ୍ର ପିଙ୍କୁ ମଲ୍ଲିକ ଓ ଅଷ୍ଟମ ଶ୍ରେଣୀର ଛାତ୍ର ପଞ୍ଚା ବେହେରା।

ଗତକାଲି ଦିନ ୪ଟା ସମୟରେ ୩ଜଣ ଛାତ୍ର ଗାଁରେ ମୋବାଇଲ ନେଟଓ୍ୱାର୍କ ଆସୁନଥିବାରୁ ପାଠ ପଢ଼ିବା ପାଇଁ ଗାଁ ନିକଟରେ ଥିବା ଡିଗୀସରୁ ପାହାଡ଼କୁ ଯାଇଥିଲେ। ସେମାନେ ପାହାଡ଼ ଉପରେ ଥିବା ସମୟରେ ଘନ ଘନ ବଜ୍ରାଘାତ ହେବା ସହିତ ବର୍ଷା ହୋଇଥିଲା। ଛାତ୍ରମାନେ କୌଣସି ଉପାୟରେ ପାହାଡ଼ ତଳକୁ ଆସିପାରି ନଥିଲେ। ଘନଘନ ବଜ୍ରାଘାତରେ ୩ଜଣ ଛାତ୍ର ସେଠାରେ ଚେତାଶୂନ୍ୟ ହୋଇ ପଡ଼ିଯାଇଥିଲେ।ତେବେ ସନ୍ଧ୍ୟାରେ ପିଲାମାନେ ଘରକୁ ନ ଫେରିବାରୁ ପରିବାର ଲୋକେ ବ୍ୟସ୍ତ ହୋଇପଡ଼ିଥିଲେ। ପରିବାର ଲୋକେ ଓ ଗ୍ରାମବାସୀ ମିଶି ପାହାଡ଼ ଉପରକୁ ଯାଇ ପିଲାମାନଙ୍କୁ ଖୋଜାଖୋଜି କରିଥିଲେ।

ସେଠାରେ ୩ଜଣ ଛାତ୍ର ଚେତାଶୂନ୍ୟ ଅବସ୍ଥାରେ ପଡ଼ିଥିବା ପରିବାର ଲୋକେ ଦେଖିଥିଲେ। ପରେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ବ୍ରାହ୍ମଣପାଦ ମେଡିକାଲରେ ଭର୍ତ୍ତି କରିଥିଲେ। ଧିରେନ ଦିଗାଲ ନାମଙ୍କ ଛାତ୍ରଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଙ୍କୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ମୁଣ୍ଡାଗାଁକୁ ମୋବାଇଲ ନେଟଓ୍ୱାର୍କ ଆସୁନାହିଁ। ଫଳରେ ଛାତ୍ରଛାତ୍ରୀଠାରୁ ଆରମ୍ଭ କରି ଗ୍ରାମବାସୀମାନେ ମଧ୍ୟ ବିଭିନ୍ନ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଛାତ୍ରଛାତ୍ରୀମାନେ ପାଠ ପଢ଼ିବା ପାଇଁ ପାହାଡ଼ ଉପରକୁ ଯାଉଥିବା ବେଳେ ଗ୍ରାମବାସୀ ମଧ୍ୟ ଫୋନ୍ କରିବାକୁ ହେଲେ ପାହାଡ଼ ଉପରକୁ ଯାଇଥାନ୍ତି।

ଗାଁରେ ମୋବାଇଲ ଟାୱାର ବସିଛି ହେଲେ ତାହା ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଯାହାଫଳରେ ଛାତ୍ରଛାତ୍ରୀଙ୍କ ଠାରୁ ଗ୍ରାମବାସୀ ପର୍ଯ୍ୟନ୍ତ ସମସ୍ତେ ମୋବାଇଲ ନେଟଓ୍ୱାର୍କ ପାଇଁ ପାହାଡ଼କୁ ଯାଇଥାନ୍ତି। ଏଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ଅକ୍ଷମ ଥିବା ମୋବାଇଲ ଟାୱାରକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଅଞ୍ଚଳ ବାସୀଙ୍କ ତରଫରୁ ପ୍ରବଳ ଦାବୀ ହେଉଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଷାଢ ସାହିତ୍ୟ ସଂସଦର ୩୫ ତମ ବର୍ଷା ଆସର,କବିତା ପାଠୋତ୍ସବ, ପୂଜ୍ୟପୂଜା,ଆଲୋଚନା ଚକ୍ର ଓ ସଂବର୍ଦ୍ଧନା ସଭା

ଆଷାଢ ସାହିତ୍ୟ ସଂସଦର ୩୫ ତମ ବର୍ଷା ଆସର,କବିତା ପାଠୋତ୍ସବ, ପୂଜ୍ୟପୂଜା,ଆଲୋଚନା ଚକ୍ର ଓ ସଂବର୍ଦ୍ଧନା ସଭା

August 10, 2026
ବାଲିଗୁଡା ରେ ବିଶ୍ୱ ଆଦିବାସୀ ଦିବସ ପାଳିତ

ବାଲିଗୁଡା ରେ ବିଶ୍ୱ ଆଦିବାସୀ ଦିବସ ପାଳିତ

August 10, 2026
ସଙ୍କୁଳ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ : ପ୍ରଥମ ସେମି ଫାଇନାଲ ରେ ପେନାଲଟିକ ସୁଟ ଜରିଆରେ ସିନ୍ଦ୍ରିଗାଁ ଦଳ ବିଜୟୀ

August 10, 2026
ସଙ୍କୁଳ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ

ସଙ୍କୁଳ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ

August 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଷାଢ ସାହିତ୍ୟ ସଂସଦର ୩୫ ତମ ବର୍ଷା ଆସର,କବିତା ପାଠୋତ୍ସବ, ପୂଜ୍ୟପୂଜା,ଆଲୋଚନା ଚକ୍ର ଓ ସଂବର୍ଦ୍ଧନା ସଭା

ଆଷାଢ ସାହିତ୍ୟ ସଂସଦର ୩୫ ତମ ବର୍ଷା ଆସର,କବିତା ପାଠୋତ୍ସବ, ପୂଜ୍ୟପୂଜା,ଆଲୋଚନା ଚକ୍ର ଓ ସଂବର୍ଦ୍ଧନା ସଭା

August 10, 2026
ବାଲିଗୁଡା ରେ ବିଶ୍ୱ ଆଦିବାସୀ ଦିବସ ପାଳିତ

ବାଲିଗୁଡା ରେ ବିଶ୍ୱ ଆଦିବାସୀ ଦିବସ ପାଳିତ

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version