• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଦାନ୍ତ ଆଲମୁିନିୟମ ପକ୍ଷରୁ ଝାରସୁଗୁଡ଼ାରେ ‘ରାଷ୍ଟ୍ରୀୟ ପୋଷକ ମା’ ପାଳନ

Proprietor Abhimanyu Maharana by Proprietor Abhimanyu Maharana
October 8, 2022
in ଓଡ଼ିଶା, ସୁନ୍ଦରଗଡ଼, ହୋମ୍
0
ବେଦାନ୍ତ ଆଲମୁିନିୟମ ପକ୍ଷରୁ ଝାରସୁଗୁଡ଼ାରେ ‘ରାଷ୍ଟ୍ରୀୟ ପୋଷକ ମା’ ପାଳନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୮ ଆଶ୍ୱିନ ୨୦୨୨,ଶନିବାର ) ଝାରସୁଗୁଡ଼ା :- ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ାରେ ରାଷ୍ଟ୍ରୀୟ ପୋଷଣ ମାସ ପାଳନ କରିଥିଲା । ଏଥିରେ ମା ମାନଙ୍କୁ ସୁଷମ ଖାଦ୍ୟ, ସୁସ୍ଥ ଅଭ୍ୟାସ, ସନ୍ତୁଳିତ ଖାଦ୍ୟ ଓ ସ୍ୱଦେଶୀ ଖାଦ୍ୟର ମହତ୍ୱ ସଂପର୍କରେ ସଚେତନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ୧୨୫ଟି ଅଙ୍ଗନୱାଡ଼ିରେ ଆୟୋଜିତ ହୋଇଥିଲା ଓ ୨୦୦୦ରୁ ଅଧିକ ମହିଳା ଓ ଶିଶୁ ମାନେ ଉପକୃତ ହୋଇଥିଲେ । ସେପ୍ଟେମ୍ବର ମାସରେ ଭାରତ ସରକାରଙ୍କ ପୋଷଣ (ପ୍ରଧାନମନ୍ତ୍ରୀଙ୍କ ପୋଷଣ ଉପଲକ୍ଷେ ମହତ ପଦକ୍ଷେପ) ବା ରାଷ୍ଟ୍ରୀୟ ପୋଷଣ ମିଶନ ଅଧିନରେ ସାରା ଭାରତରେ ପୋଷକ ମାସ ପାଳନ କରାଯାଇଥାଏ ।

ଏହି ଅବସରରେ ବେଦାନ୍ତ ଆଲୁମିନିୟମ ଅଙ୍ଗବାଡି କର୍ମଚାରୀ ଓ ପଂଚାୟତରାଜ ପ୍ରତଷ୍ଠାନର ସଦସ୍ୟଙ୍କ ଜରିଆରେ ସ୍ଥାନୀୟ ଗୋଷ୍ଠୀଙ୍କୁ ପୋଷଣ ଉପରେ ବିଭିନ୍ନ ପରାମର୍ଶ ଦେବା ସହିତ ଶିଶୁ, ଗର୍ଭବତୀ ମହିଳା ଓ ସ୍ତନ୍ୟପାନ କରାଉଥିବା ମହିଳାଙ୍କ ଉପରେ ବିଶେଷ ଗୁରୁତ୍ୱ ଦେଇଥିଲେ । ଏହି ଅଭିଯାନର ଅଂଶ ସ୍ୱରୂପ ମହିଳାମାନଙ୍କୁ ବିଭିନ୍ନ ସ୍ୱଦେଶୀ ଖାଦ୍ୟର ମହତ୍ୱ ସଂପର୍କରେ ପରାମର୍ଶ ଓ ଏହାର ପ୍ରସ୍ତୁତି ବିଷୟରେ ଉପଯୁକ୍ତ ପ୍ରଶିକ୍ଷଣ ଦିଆଯାଇଥିଲା । ସ୍ଥାନୀୟ ଅଂଚଳରୁ ମହିଳାମାନେ ନିଜେ ପ୍ରସ୍ତୁତ କରୁଥିବା ଖାଦ୍ୟ ସଂପର୍କରେ ପରସ୍ପରଙ୍କ ସହ ଆଲୋଚନା କରିଥିଲେ । ଏହି ଅବସରରେ ଏକ ସ୍ୱାସ୍ଥ୍ୟକର ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଅଙ୍ଗନୱାଡ଼ି କର୍ମଚାରୀ ଓ ସ୍ୱେଛାସେବୀଙ୍କ ଦ୍ୱାରା ମଧ୍ୟ ମା ଓ ଶିଶୁ ମାନଙ୍କ ଉପଯୁକ୍ତ ପୋଷଣ ଉପରେ ଏକ ରାଲିର ଆୟୋଜନ କରାଯାଇଥିଲା ।

ଆଶା ଓ ଏଏନଏମ କର୍ମଚାରୀଙ୍କ ସହାୟତାରେ ଗର୍ଭବତୀ ମହିଳା ମାନଙ୍କ ପାଇଁ ପରୀକ୍ଷା ମଧ୍ୟ ଆୟୋଜନ କରାଯାଇଥିଲା । କଂପାନି ଦ୍ୱାରା ‘ପୋଷଣ ବାଟିକା’ ବା ପୋଷଣ ବଗିଚା ସୃଷ୍ଟି କରାଯାଇଥିଲା । ବେଦାନ୍ତର ଶୂନ୍ୟ କ୍ଷୁଧା ଅଭିଯାନ ସଂପର୍କରେ ଶ୍ରୀ ସୁନୀଲ ଗୁପ୍ତା, ସିଇଓ- ବେଦାନ୍ତ ଲିମିଟେଡ, ଝାରସୁଗୁଡ଼ା କହିଥିଲେଯେ-ଆମେ କ୍ଷୁଧା ନିବାରଣ ଓ କୁପୋଷଣ ବିରୁଦ୍ଧରେ ବିଶ୍ୱସ୍ତରୀୟ ଅଭିଯାନ ସହିତ ସାମିଲ ଅଛୁ । ଉତମ ଅଭ୍ୟାସ ବଳରେ ଆମେ ଏହି ସମସ୍ୟାକୁ ଦୂର କରିପାରିବା । ପୋଷଣ ମାସ ପାଳନ ଅବସରରେ ଆମ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ପୋଷଣ ଉପରେ ଆମ ଗୋଷ୍ଠୀଙ୍କୁ ସଚେତନ କରାଉଛୁ । ଆଶା କରୁ ଆମର ଏହି ଅଭିଯାନ ଦ୍ୱାରା ପରିବାର ଲୋକମାନଙ୍କ ଭିତରେ ଉପଯୁକ୍ତ ସଚେତନତା ସୃଷ୍ଟି ହୋଇ ପାରିବ ।

ଏହା ଉଲ୍ଲେଖନୀୟଯେ ବେଦାନ୍ତ ଲିମିଟେଡ ଦିଲ୍ଲୀ ହାଫ ମାରାଥନର ଟାଇଟଲ ପ୍ରାୟୋଜକ ଓ ଏହା କର୍ମଚାରୀ, ବ୍ୟବସାୟିକ ସହଯୋଗୀ, ପରିବାର ସମେତ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଲୋକଙ୍କୁ’ଶୂନ୍ୟ କ୍ଷୁଧା’ ପାଇଁ ଉତ୍ସାହିତ କରୁଛି । ଶିଶୁ କ୍ଷୁଧା ଓ ଭାରତରେ ପୁଷ୍ଟିହୀନତାକୁ ଦୂର କରିବା ଲାଗି କଂପାନି ପକ୍ଷରୁ ଏହି କାର୍ଯ୍ୟକ୍ରମରେ ମାରାଥନରେ ଚାଲିଥିବା ପ୍ରତି କିଲୋମିଟର ପାଇଁ ଉଭୟ ଗ୍ରାଉଣ୍ଡ ଓ ପ୍ରାୟତଃ ସାରା ଦେଶର ପିଲାମାନଙ୍କ ପାଇଁ ଭୋଜନ ପାଇଁ ପ୍ରତିଶ୍ରୁତି ଦେଇଛି । ଏହି ସଚେତନତାରେ ଅଂଶ ଗ୍ରହଣ କରିଥିବା ଜଣେ ମହିଳା ଶ୍ରୀମତି ସୁଜାତା ରୋହିଦାସ କହିଛନ୍ତି ଯେ କଂପାନି ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମ ଆମର ମା ଓ ଶିଶୁ ମାନଙ୍କ ପାଇଁ ବହୁ ଉପକାର କରିବ । ମୁଁ ମଧ୍ୟ ମୋର ନବଜାତ ଶିଶୁର ଯତ୍ନ ଓ ତାର ସଠିକ ପୋଷଣ ପାଇଁ ଉପଯୁକ୍ତ ପରାମର୍ଶ ପାଇଥିବାରୁ ବହୁତ ଖୁସି ।

ବେଦାନ୍ତ ଆଲୁମିନିୟମ ବ୍ୟବସାୟ ହେଉଛି ବେଦାନ୍ତ ଲିମିଟେଡ଼ର ଏକ ଅଂଶ ଯିଏକି ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ପ୍ରାୟତଃ ଏହା ଭାରତର ଅର୍ଦ୍ଧେକ ଆଲୁମିନିୟମ ଉତ୍ପାଦନକାରୀ ଓ ଆର୍ଥିକ ବର୍ଷ ୨୨ ରେ ୨.୨୬ ନିୟୁତ ଟନ୍ ଆଲୁମିିନିୟମ ଉତ୍ପାଦନ କରିଥିବା ସଂସ୍ଥା । ବେଦାନ୍ତ ଆଲୁମିନିୟମର ର‌୍ୟାଙ୍କ ଡାଓ ଜୋନସ ସସଟାନବିଲିଟି ଇଣ୍ଡେକ୍ସ ୨୦୨୧ରେ ୪ର୍ଥ ର‌୍ୟାଙ୍କ ଧାରୀ ଓ ସ୍ଥାୟୀ ବିକାଶ ଅବଲମ୍ବନକାରୀ ସଂସ୍ଥା । କଂପାନି ୧.୭୫ ଏମଟିପିଏର ଆଲୁମିନିୟମ ସ୍ମେଲଟର ଓ ୩୬୧୫ ମେଗାୱାଟ ଥର୍ମାଲ ପାୱାର ପ୍ଲାଂଟ କୁ ଝାରସୁଗୁଡ଼ାରେ ପରିଚାଳନା କରୁଛି । ୧ ମିଲିୟନ ଟନ ଉତ୍ପାଦନ ଓ ଏକ୍ସପୋର୍ଟ କ୍ଲବରେ ଏହା ହେଉଛି ଏମାତ୍ର ଭାରତୀୟ ସଂସ୍ଥା ।

ବେଦାନ୍ତର ଝାରସୁଗୁଡ଼ା ହେଉଛି ଏକ ମୂଲ୍ୟଯୁକ୍ତ ଆଲୁମିନିୟମ ଉତ୍ପାଦକ । ବେଦାନ୍ତ ମୂଲ୍ୟଯୁକ୍ତ ଆଲୁମିନିୟମ ଉତ୍ପାଦ ନିର୍ମାଣ କରିବାରେ ଅଗ୍ରଣୀ ଭୂମିକା ନିର୍ବାହ କରିବା ସହ ଔଦ୍ୟୋଗିକ କ୍ଷେତ୍ରରେ ସର୍ବବୃହତ ଜ୍ଞାନକୌଶଳକୁ ଆପଣାଇ ବିଶ୍ୱ ଶ୍ରେଣୀୟ ସ୍ମେଲ୍‌ଟର, ପାୱାର ପ୍ଲାଂଟ ଓ ଆଲୁମିନା ରିଫାଇନାରୀ କାର୍ଯ୍ୟ କରୁଛି । ଏକ ସବୁଜ ଭବିଷ୍ୟତ ପାଇଁ ମେଟାଲ ଅଫ୍ ଦି ଫ୍ୟୁଚର ଭାବରେ ଆଲୁମିନିୟମର ପ୍ରୟୋଗକୁ ପ୍ରସାରିତ କରିବା ପାଇଁ କମ୍ପାନୀ ତାର ଲକ୍ଷ୍ୟ ପୂରଣ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version