• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚଳିତ ପାର୍ବଣରେ ଆମାଜନ.ଇନ ରେ ଭୁବନେଶ୍ୱର ଗ୍ରାହକଙ୍କ ମଧ୍ୟରେ ଦେଖିବାକୁ ମିଳିଛି ଅତ୍ୟଧିକ ଚାହିଦା

Proprietor Abhimanyu Maharana by Proprietor Abhimanyu Maharana
October 8, 2022
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ଚଳିତ ପାର୍ବଣରେ ଆମାଜନ.ଇନ ରେ ଭୁବନେଶ୍ୱର ଗ୍ରାହକଙ୍କ ମଧ୍ୟରେ ଦେଖିବାକୁ ମିଳିଛି ଅତ୍ୟଧିକ ଚାହିଦା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୮ ଆଶ୍ୱିନ ୨୦୨୨,ଶନିବାର ) ଭୁବନେଶ୍ୱର :- ଆମାଜନ.ଇନ ରେ ‘ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ” (ଏଜିଆଇଏଫ) ୨୦୨୨ ବର୍ତମାନ ଲାଇଭ ରହିଛି, ଯେଉଁଥିରେ ବିଭିନ୍ନ ବର୍ଗରେ ବ୍ୟାପକ ଶ୍ରେଣୀୟ ଉତ୍ପାଦ ରହିଛି । ଏହା ମାଧ୍ୟମରେ କମ୍ପାନୀ ସାରା ଦେଶରେ ରହିଥିବା ଏହାର କୋଟି କୋଟି ଗ୍ରାହକଙ୍କ ନୀକଟରେ ପହଂଚିପାରିଛି । ତେବେ ଚଳିତ ପାର୍ବଣ ଋତୁରେ ଭୁବନେଶ୍ୱରର ଗ୍ରାହକଙ୍କ ମଧ୍ୟରେ ‘ରେଡି ମିଲ୍ସ’ ରେ ୫ଗୁଣା ବୃଦ୍ଧି ଦେଖିବାକୁ ମିଳିଛି । ଏହା ସହିତ ଗତ ବର୍ଷ ତୁଳନାରେ ଚକୋଲେଟରେ ୨ ଗୁଣା, ପୁରୁଷ ଗ୍ରୁମିଙ୍ଗ ଉତ୍ପାଦରେ ୪ ଗୁଣା ଏବଂ କ୍ଲିନିଂ ଯୋଗାଣ ସାମଗ୍ରୀରେ ୨.୫ ଗୁଣା ବୃଦ୍ଧି ଦେଖିବାକୁ ମିଳିଛି ।

ସେହିଭଳି ନୂଆ ଗ୍ରାହକଙ୍କ ମଧ୍ୟରେ ଦୃଢ଼ ଚାହିଦା ଦେଖାଦେଇଥିବା ଅନ୍ୟାନ୍ୟ ପ୍ରମୁଖ ବର୍ଗଗୁଡ଼ିକ ମଧ୍ୟରେ ସ୍ନାକ୍ସ ଏବଂ ବିସ୍କୁଟରେ ୫ଗୁଣା ବୃଦ୍ଧି, ନ୍ୟୁଟ୍ରିସନାଲ ବାର୍‌ରେ ୩ ଗୁଣା ଏବଂ ଲଣ୍ଡ୍ରିରେ ୧୩ ଗୁଣା ବୃଦ୍ଧି ଦେଖିବାକୁ ମିଳିଛି । ବର୍ତମାନ ଚାଲୁ ରହିଥିବା ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସମୟରେ ଭୁବନେଶ୍ୱରର ଗ୍ରାହକମାନେ ଚକୋଲେଟ ପାଇଁ କ୍ୟାଡବରୀ, ଫେରେରୋ ରୋଚର, ହର୍ଷିସ୍‌, ଗୋଦେଶୀ, ଏବଂ ଲିଣ୍ଡିଟ୍‌, ପୁରୁଷଙ୍କ ଗ୍ରୁମିଙ୍ଗ ପାଇଁ ଜିଲେଟ, ବମ୍ବେ ସେଭିଙ୍ଗ କମ୍ପାନୀ, ଏଏକ୍ସଇ ଏବଂ ବିୟର୍ଡୋ ଭଳି ଆହୁରି ଅନେକ ଲୋକପ୍ରିୟ ବ୍ରାଣ୍ଡରୁ ସପିଂ କରିଛନ୍ତି । ସ୍ଥାନୀୟ ସପ୍ ପ୍ରୋଗ୍ରାମ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ସାରା ଭାରତରୁ ୩୫୦ରୁ ଅଧିକ ସହରରୁ ପ୍ରାୟ ୨ ଲକ୍ଷ ରୁ ଅôଧକ ସ୍ଥାନୀୟ ଷ୍ଟୋର ଏବେ ଆମାଜନ.ଇନ ରେ ନିଜର ସାମଗ୍ରୀ ବିକ୍ରି କରୁଛନ୍ତି ।

ଏଥିରେ ଟିୟର ୨ ଓ ଟିୟର ୩ ସହରଗୁଡ଼ିକ ମଧ୍ୟ ଅନ୍ତର୍ଭୁକ୍ତ ରହିଛନ୍ତି । ଚଳିତ ପାର୍ବଣ ଋତୁରେ ଗ୍ରାହକମାନେ ନିଜ ସହରର କିଛି ଲୋକପ୍ରିୟ ଦୋକାନରୁ କିଣିବାର ସୁଯୋଗ ପାଇପାରିବେ ଓ ଏହାର ଡେଲିଭରୀକୁ ସମାନ / ତାର ପର ଦିନ ପାଇପାରିବେ ଏବଂ ଏହି ଷ୍ଟୋରରେ ଉପଲବ୍ଧ ଥିବା ଭାଲ୍ୟୁ ଆଡେଡ୍ ସେବା ମଧ୍ୟ ପାଇପାରିବେ । ଗ୍ରାହକମାନେ ଲକ୍ଷ ଲକ୍ଷ କ୍ଷୁଦ୍ର ଏବଂ ମଧ୍ୟମ ବ୍ୟବସାୟ (ଏସଏମବି) ମାନଙ୍କ ଠାରୁ ବ୍ୟାପକଶ୍ରେଣୀୟ ଉତ୍ପାଦ ଉପରେ ଅତୂଳନୀୟ ଅଫର ସୁବିଧା ପାଇପାରିବେ । ସିଟି ବ୍ୟାଙ୍କ, ଆରବିଏଲ, ୱାନକାର୍ଡ ଏବଂ ରୁପେ କ୍ରେଡିଟ ଓ ଡେବିଟ କାର୍ଡ ସମେତ ଇଏମଆଇ ଟ୍ରାଞ୍ଜାକ୍ସନ ଉପରେ ୧୦%ର ତୁରନ୍ତ ରିହାତି ସହିତ ଅଧିକ ସଂଚୟ କରିପାରିବେ ।

ଏହା ବ୍ୟତୀତ ପ୍ରମୁଖ କ୍ରେଡିଟ କାର୍ଡ, ଡେବିଟ କାର୍ଡ, ବଜାଜ୍ ଫିନସର୍ଭ ଏବଂ ଆମାଜନ ପେ ଲାଟର ଉପରେ ନୋ-କଷ୍ଟ ଇଏମଆଇ ସୁବିଧା ମଧ୍ୟ ଉପଲବ୍ଧ ରହିଛି । ଏହା ସମ୍ପର୍କରେ ଆମାଜନ ଇଣ୍ଡିଆ, ଇନ-କଞ୍ଜ୍ୟୁମେବଲ୍ ନିର୍ଦ୍ଦେଶକ ଶ୍ରୀ ନିଶାନ୍ତ ରମଣ କହିଛନ୍ତି ଯେ, “ଆମାଜନ ଇଣ୍ଡିଆ ଏହି ମାର୍କେଟ ପ୍ଲେସରେ ସେଲରମାନଙ୍କୁ, ସାରା ଭାରତର ଗ୍ରାହକଙ୍କୁ ସେମାନଙ୍କ ସୁବିଧା ଅନୁଯାୟୀ ଅତୂଳନୀୟ ମୂଲ୍ୟରେ ବ୍ୟାପକଶ୍ରେଣୀୟ ଉତ୍ପାଦ ଯୋଗାଇଦେବା ଲାଗି ସହାୟତା କରୁଛି । ଚଳିତ ପାର୍ବଣ ଋତୁରେ ଆମେ ଟିୟର ୨ ଓ ଟିୟର ୩ ସହରରୁ ୮୦% ରୁ ଅଧିକ ବୃଦ୍ଧି ପରିଲକ୍ଷିତ କରିଛୁ ।

ସେହିଭଳି ରେଡି-ଟୁ-ଇଟ ମିଲ୍ସ, ଚକୋଲେଟ, ଗ୍ରୁମିଂ, ହାଇଜିନ ଉତ୍ପାଦ, ପେଟ୍‌, ବେବି ଏବଂ ଲଣ୍ଡ୍ରି ଉପକରଣ ଏବଂ ଅନ୍ୟାନ୍ୟ ବର୍ଗରେ ସପିଂ କ୍ଷେତ୍ରରେ ନୂଆ ଗ୍ରାହକଙ୍କ ସଂଖ୍ୟାରେ ୨ ଗୁଣା ବୃଦ୍ଧି ପରିଲକ୍ଷିତ କରିଛୁ । ଆମେ ଆମର ସେଲର, ବ୍ରାଣ୍ଡ ଏବଂ ଗ୍ରାହକମାନଙ୍କୁ ଏହି ଅବସରରେ ସହାୟତା ପ୍ରଦାନ କରୁଛୁ, ଯଦ୍ୱାରା ଦଶହରା, ଧନତେରସ ଓ ଦୀପାବଳିର ପାର୍ବଣ ଆହୁରି ଆନନ୍ଦଦାୟକ ହୋଇପାରିବ ।” ଏଜିଆଇଏଫରେ ୨୦୦୦ରୁ ଅଧିକ ନୂତନ ଉତ୍ପାଦ ରହିଛି ଓ ସ୍ମାର୍ଟଫୋନ, ଆପ୍ଲାଏନ୍ସେସ୍‌, ଟିଭି, କଞ୍ଜ୍ୟୁମର ଇଲେକ୍ଟ୍ରୋନିକ, ଫ୍ୟାଶନ ଓ ବ୍ୟୁଟି, ଆମାଜନ ଡିଭାଇସ, ହୋମ୍ ଏବଂ କିଚେନ ଭଳି ଆହୁରି ଅନେକ ବର୍ଗରେ ଟପ୍ ବ୍ରାଣ୍ଡରୁ ବ୍ୟାପକ ଶ୍ରେଣୀୟ ସିଲେକ୍ସନ କରିବାର ସୁବିଧା ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version