• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସମବେତ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବା ତାହା ସ୍ୱାଗତଯୋଗ୍ୟ ସେଥିପାଇଁ ସର୍ବୋଚ୍ଚ ନ୍ୟାୟଳୟଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ଶୀ ପଟ୍ଟନାୟକ ।

Proprietor Abhimanyu Maharana by Proprietor Abhimanyu Maharana
May 29, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ସମବେତ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବା ତାହା ସ୍ୱାଗତଯୋଗ୍ୟ ସେଥିପାଇଁ ସର୍ବୋଚ୍ଚ ନ୍ୟାୟଳୟଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ଶୀ ପଟ୍ଟନାୟକ ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୨୯ମେ ୨୦୨୦ ଶୁକ୍ରବାର) ଭୁବନେଶ୍ୱର : – ଭୁବନେଶ୍ୱର ଆମ ରାଜ୍ୟର ଓ ଦେଶର ଯେଉଁ ପରିସ୍ଥିତି ଏହି ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଗତକାଲି ଆମ ରାଜ୍ୟର ମୁଖ୍ୟମନ୍ତ୍ରୀ ମହାଶୟ ସମସ୍ତ ବିରୋଧି ଦଳକୁ ଅନୁରୋଧ କରିଛନ୍ତି ଯେ ଆସନ୍ତା କାଲି ୫.୩୦ ସମୟରେ ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନ କରିବାକୁ । ଏହା ସ୍ୱାଗତଯୋଗ୍ୟ । ଏହା ଆମ ଓଡିଶା ରାଜ୍ୟ ସଂଗୀତ । ଏହାକୁ ସମ୍ମାନ ଦେବା ଉଚିତ୍ । ବିଗତ ୨୦ ବର୍ଷ ଭିତରେ ପ୍ରଥମଥର ଆମ ମୁଖ୍ୟମନ୍ତ୍ରୀ ବିରୋଧିମାନଙ୍କର ସହଯୋଗ କାମନା କରିଛନ୍ତି । ନହେଲେ ମୁଖ୍ୟମନ୍ତ୍ରୀ କୌଣସି କାର୍ଯ୍ୟରେ କେବେ ବିରୋଧିଙ୍କ ସହଯୋଗ ଆଶା କରନ୍ତି ନାହିଁ । ସେଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଆଜିର ପ୍ରେସ୍ ବାର୍ତା ମାଧ୍ୟମରେ ଏକ ପ୍ରସ୍ତାବ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଦେଇଛନ୍ତି ଯେ ବିଧାନସଭା ସମ୍ମୁଖରେ ସମସ୍ତ ବିରୋଧିଦଳଙ୍କୁ ଡାକନ୍ତୁ ଏବଂ ସମସ୍ତଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନ କରାଯାଉ ।

ଏହା କଲେ ସାରା ଓଡିଶାରେ ତା’ର ସୁପ୍ରଭାବ ନିଶ୍ଚିତ ଭାବରେ ପଡିବ । ମୁଁ ଆଶା କରେ ମୁଖ୍ୟମନ୍ତ୍ରୀ ମହାଶୟ ଆମ ଅନୁରୋଧକୁ ରକ୍ଷା କରିବେ ବୋଲି ପିସିସି ସଭାପତି ଶ୍ରୀ ପଟ୍ଟନାୟକ କହିଛନ୍ତି । ପ୍ରବାସୀ ଶ୍ରମିକଙ୍କ ପ୍ରସଙ୍ଗରେ ଗତକାଲି ସର୍ବୋଚ୍ଚ ନ୍ୟାୟାଳୟ ଯେଉଁ ନିଷ୍ପତି ନେଲେ ତାହା ସ୍ୱାଗତଯୋଗ୍ୟ । ସେଥିପାଇଁ ସର୍ବୋଚ୍ଚ ନ୍ୟାୟଳୟଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ଶୀ ପଟ୍ଟନାୟକ । ପ୍ରବାସୀ ଶ୍ରମିକମାନେ ଯେଉଁ ହିନସ୍ତାରେ ଅଛନ୍ତି ସେମାନଙ୍କ କଥା ଉଲ୍ଲେଖ କରି ବହୁଦିନ ଧରି କଂଗ୍ରେସ ଦଳ ଦାବି କରି ଆସୁଥିଲା । କିନ୍ତୁ ସେ ଦାବିକୁ କେନ୍ଦ୍ର ସରକାର ଭ୍ରୁକ୍ଷେପ କରୁନଥିଲେ । ଗତକାଲି ଉଚ୍ଚ ନ୍ୟାୟାଳୟ ଯେଉଁ ନିର୍ଦ୍ଦେଶ ଦେଇଛନ୍ତି ସେଥିପାଇଁ ନିଶ୍ଚିତ ଭାବରେ ଆମ ପ୍ରବାସୀ ଶ୍ରମିକମାନେ ଉପକୃତ ହେବେ ଓ ସେମାନଙ୍କର କିଛିଟା ଦୁଃଖ ଲାଘବ ହେବ ବୋଲି ପିସିସି ସଭାପତି ଶ୍ରୀ ପଟ୍ଟନାୟକ କହିଛନ୍ତି ।

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version