• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କ ଅନୁପସ୍ଥିତିରେ ନର୍ସଙ୍କ ଦ୍ବାରା ଚିକିତ୍ସା କାରଣରୁ ଶିଶୁ ମୃତ୍ୟୁ ହୋଇଥିବା ଅଭିଯୋଗ

Proprietor Abhimanyu Maharana by Proprietor Abhimanyu Maharana
October 11, 2022
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ନୂଆଗଡ ବ୍ଲକର କହଜୁରିପଦା ଗ୍ରାମ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୧ ଅକ୍ଟୋବର,ମଙ୍ଗଳବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମୁଖ୍ୟ ଚିକିତ୍ସାଳୟ ରେ ଚିକିତ୍ସା ଅଭାବରୁ ଶିଶୁର ମୃତ୍ୟୁ ଅଭିଯୋଗ ହୋଇଛି l ଏ ନେଇ ଉତ୍ତେଜନା ଦେଖା ଦେଇଛି ।ଡାକ୍ତର ଅନୁପସ୍ଥିତିରେ ନର୍ସଙ୍କ ଦ୍ବାରା ଚିକିତ୍ସା କାରଣରୁ ଶିଶୁର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଡାକ୍ତରଖାନା ପରିସରରେ ମୃତଦେହ ରଖି ଗ୍ରାମବାସୀ ଓ ପରିବାର ଲୋକେ ପ୍ରତିବାଦ କରିଛନ୍ତି । ପ୍ରାପ୍ତ ସୂଚନା ଅନୁଯାୟୀ, ଗଜପତି ଜିଲ୍ଲା ଗୋଷାଣୀ ବ୍ଳକ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମର ଅନିଲ କୁମାର ବିଷୋଇଙ୍କ ପୁଅ ଆୟୁଷର ରାତିରେ ପେଟ କାଟିବାରୁ ପରିବାର ଲୋକେ ପ୍ରଥମେ ଗୁରଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ।

ହେଲେ ସେଠାରେ ଡାକ୍ତରନଥିବାରୁପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ମଧ୍ୟ ସମାନ ଅବସ୍ଥା ଦେଖାଦେଇଥିଲା । ଡାକ୍ତର ନଥିବାରୁ ନର୍ସଙ୍କ ଦ୍ବାରା ଚିକିତ୍ସା ଚାଲିଥିବା ସମୟରେ ଆୟୁଷଙ୍କ ମୃତ୍ୟୁ ଘଟିଥିଲା ।ଏନେଇ ମୃତ ଶିଶୁର ବାପା କହିଛନ୍ତି, “ପୁଅର ପେଟରେ ଯନ୍ତ୍ରଣା ହେବାରୁ ରାତିରେ ପାରଳାଖେମୁଣ୍ଡି ଚିକିତ୍ସାଳୟରେ ଭର୍ତ୍ତି କରିଥିଲୁ । କୌଣସି ଡାକ୍ତର ନଥିବାରୁ ଡ୍ୟୁଟିରେ ଥିବା ନର୍ସ ଏକ ଇଞ୍ଜେକ୍ସନ ଲଗାଇଥିଲେ । ଏହାପରେ ହଠାତ ପୁଅର ସ୍ବାସ୍ଥ୍ୟବସ୍ଥା ଖରାପ ହୋଇଥିଲା ।

ନର୍ସଙ୍କୁ ଏ ବାବଦରେ ଜଣାଇଥିଲେ ମଧ୍ୟ ସେମାନେ ଶୁଣିନଥିଲେ। ଫଳରେ ପୁଅର ମୃତ୍ୟୁ ଘଟିଛି ।”ଚିକିତ୍ସା ଅଭାବରୁ ଶିଶୁର ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି । କାର୍ଯ୍ୟାନୁଷ୍ଠାନ ଦାବିରେ ଡାକ୍ତରଖାନା ପରିସରରେ ମୃତଦେହ ରଖି ଗ୍ରାମବାସୀ ଓ ପରିବାର ଲୋକେ ପ୍ରତିବାଦ କରିଛନ୍ତି । ଅନ୍ୟପଟେ ଘଟଣାର ତଦନ୍ତ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗଜପତି ସିଡିଏମଓ ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026
ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version