• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆନ୍ତର୍ଜାତିକ ଗ୍ରାମୀଣ ମହିଳା ଦିବସ : ବେଦାନ୍ତ ଆଲୁମିନିୟମ ଜାତୀୟ ବିକାଶରେ ମହିଳା ମାନଙ୍କ ଅଂଶଗ୍ରହଣକୁ ସଶକ୍ତ କରୁଛି

Proprietor Abhimanyu Maharana by Proprietor Abhimanyu Maharana
October 17, 2022
in ଓଡ଼ିଶା, କଳାହାଣ୍ଡି, ଦେଶ, ହୋମ୍
0
ଆନ୍ତର୍ଜାତିକ ଗ୍ରାମୀଣ ମହିଳା ଦିବସ : ବେଦାନ୍ତ ଆଲୁମିନିୟମ ଜାତୀୟ ବିକାଶରେ ମହିଳା ମାନଙ୍କ ଅଂଶଗ୍ରହଣକୁ ସଶକ୍ତ କରୁଛି
Share on FacebookShare on TwitterWhatsapp

କଳାହାଣ୍ଡି ଓ ରାୟଗଡ଼ାର ୬୭ଟି ଗ୍ରାମରେ ପ୍ରାୟ ୪୦୦୦ ସଦସ୍ୟ ରହିଛନ୍ତି

ଓଡ଼ିଶା ତାଜା ନ୍ୟୁଜ (୧୬ ଅକ୍ଟୋବର ରବିବାର ) ନୂଆଦିଲ୍ଲୀ :- ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାନକାରୀ ବେଦାନ୍ତ ଆଲୁମିନିୟମ ହଜାର ହଜାର ଗ୍ରାମୀଣ ମହିଳାଙ୍କୁ ଦକ୍ଷତା, ଆର୍ଥିକ ସାକ୍ଷରତା, ସମ୍ବଳ, ପ୍ରଯୁକ୍ତିବିଦ୍ୟା ଓ ବଜାର ସହାୟତା ଜରିଆରେ ସକ୍ଷମ କରାଇ ସେମାନଙ୍କୁ ଜାତୀୟ ସାମାଜିକ ଅର୍ଥନୈତିକ କ୍ଷେତ୍ରରେ ସମାନ ଭାବରେ ସାମିଲ କରାଇ ପାରିଛି । କଂପାନିର ମୌଳିକ ନୀତି ଦାରିଦ୍ର‌୍ୟ ଦୂରୀକରଣ ଉଦ୍ଦେଶ୍ୟରେ ଗ୍ରାମୀଣ ମହିଳା ମାନଙ୍କ ପାଇଁ ଏହି ପଦକ୍ଷେପ ସେମାନଙ୍କୁ ନିରନ୍ତର ବିକାଶ ପଥରେ ଆଗେଇ ନେବ । ଓଡ଼ିଶା ଓ ଛତିଶଗଡ଼ରେ ବେଦାନ୍ତ ଆଲୁମିନିୟମର କାର୍ଯ୍ୟ ପରିସର ଅଂଚଳରେ ମହିଳାମାନଙ୍କୁ ଆର୍ଥିକ, ରାଜନୈତିକ ଓ ସାମାଜିକ କ୍ଷେତ୍ରରେ ସଶକ୍ତ କରିବାକୁ କଂପାନି ବହୁ ପଦକ୍ଷେପ ଗ୍ରହଣ କରିଛି । ଯାହାଦ୍ୱାରା ୧୩,୦୦୦ରୁ ଅଧିକ ମହିଳା ଉପକୃତ ହେବା ସହିତ ଶୂନ୍ୟ ଦାରିଦ୍ର‌୍ୟ, ଶୂନ୍ୟ କ୍ଷୁଧା ଓ ଲିଙ୍ଗଗତ ସମାନତାର ବିଶ୍ୱସ୍ତରୀୟ ଲକ୍ଷ୍ୟ ପ୍ରତି କଂପାନିର ପ୍ରତିବଦ୍ଧତା ପୂରଣ ହୋଇ ପାରିଛି ।

ଆଜି ମହିଳାମାନେ ବିଭିନ୍ନ ପ୍ରକାର ସ୍ୱାବଲମ୍ବୀ ମୂଳକ କାର୍ଯ୍ୟ ଜରିଆରେ ନିଜକୁ ପ୍ରତିଷ୍ଠା କରାଇ ପାରିଛନ୍ତି । କେତେକ ପ୍ରମୁଖ କାର୍ଯ୍ୟକ୍ରମ ଗୁଡ଼ିକ ହେଲା- ଶୁଭଲକ୍ଷ୍ମୀ ସମବାୟ: ବେଦାନ୍ତ ଆଲୁମିନିୟମ ବ୍ୟବସାୟର ଫ୍ଲାଗସିପ ଗୋଷ୍ଠୀ ବିକାଶ ପଦକ୍ଷେପ ସ୍ୱରୂପ ଶୁଭଲକ୍ଷ୍ମୀ ସମବାୟ ସମିତି ହେଉଛି ଭାରତର ବୃହତ ଗ୍ରାମୀଣ ମହିଳା ସମବାୟ ସମିତି ଯାହାକି ସ୍ଥାୟୀ ଜୀବିକା ଓ ମହିଳା ସଶକ୍ତିକରଣ ପାଇଁ କାର୍ଯ୍ୟ କରୁଛି । ୨୦୦୮ରେ ଆରମ୍ଭ ହେବା ଦିନଠାରୁ ଆଜି ୪୧୦୦ରୁ ଅଧିକ ମହିଳା ସଦସ୍ୟାଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହି ସଂସ୍ଥା ଜିରୋ କ୍ଷୁଧା ଓ ଲିଙ୍ଗଗତ ସମାନତାର ସ୍ଥାୟୀ ବିକାଶ ଲକ୍ଷ୍ୟ ପ୍ରତି କଂପାନିର ପ୍ରତିବଦ୍ଧତାର ପ୍ରମାଣ । ସମବାୟ ସମିତି ମାଇକ୍ରୋ ଫାଇନାନସ, ଦକ୍ଷତା ବିକାଶ, ଆର୍ଥିକ ସାକ୍ଷରତା, ବଜାର ଲକ୍ଟଙ୍କକ୍ସ ସହ ଅଶା କର୍ମୀ ମହିଳାମାନଙ୍କୁ ସକ୍ଷମ କରାଇଥାଏ ଓ ହଜାର ହଜାର ମହିଳାଙ୍କ ସ୍ୱପ୍ନ ପୂରଣ କରିଥାଏ । ଏହା ମଧ୍ୟ ଭାରତ ସରକାରଙ୍କ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମ ପାଇଁ ସହାୟତା ପ୍ରଦାନ କରୁଛି ।

ଉନ୍ନତି: ବେଦାନ୍ତ ଆଲୁମିନିୟମର ଛତିଶଗଡ଼ ଭିତିକ ସହାୟକ ବାଲକୋର ଉନ୍ନତି ଅଧିନରେ କଂପାନି ସ୍ୱୟଂ ସହାୟକ ଗୋଷ୍ଠୀରେ ମହିଳାମାନଙ୍କୁ ଏକତ୍ରିତ କରି ପାରିଛି । ଜୀବିକା ନିର୍ବାହ ପାଇଁ ସେମାନେ ବିଭିନ୍ନ ପନ୍ଥା ଆପଣାଇ ନିଜ ତଥା ନିଜ ପରିବାରକୁ ସକ୍ଷମ କରାଇ ପାରିଛନ୍ତି । ଚଳିତ ବର୍ଷରେ ୯୦ଟି ଝରଦ୍ଭଗ୍ଦସଗ୍ଧସଙ୍ଖସଗ୍ଧଚ୍ଚ: ଚଙ୍କଭକ୍ଷସମ (ଉ୪) ନୂଆ ଏସଏଚଜି ଗଠନ କରାଯାଇଛି ଓ ମୋଟ ୪୫୦ଏସଏଚଜି ମଧ୍ୟରୁ ୫୦୦୦ ମହିଳା ସଦସ୍ୟ ଏଥିରେ ସାମିଲ ଅଛନ୍ତି । ସଖୀ ପ୍ରକଳ୍ପ: ଦକ୍ଷତା ତାଲିମ ଓ ଜୀବିକା ନିର୍ବାହ ସୁଯୋଗ ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ଏକ ଉଦ୍ୟମ ସହିତ ବେଦାନ୍ତ ଆଲୁମିନିୟମ ସାମାଜିକ ଓ ଅର୍ଥନୈତିକ ସ୍ତରରେ ପ୍ରୋତ୍ସାହିତ କରୁଛି ।

ସେମାନଙ୍କ ଉତ୍ପାଦିତ ସାମଗ୍ରୀର ବଜାର ଲିଙ୍କ ସହ ଶକ୍ତି ସୁରକ୍ଷା ଫେଡେରସନ ଗଠନ କରାଯାଇ ସେମାନଙ୍କୁ ସାମାଜିକ ସୁରକ୍ଷା ସେବା ଯୋଗାଇ ଦିଆଯାଉଛି । ପ୍ରାୟ ୪୦୦୦ ମହିଳା ଏହା ଦ୍ୱାରା ଉପକୃତ ହେଉଛନ୍ତି । ଆନ୍ତର୍ଜାତିକ ମହିଳା ଦିବସ ଅବସରରେ କଂପାନିର ବିକାଶ ଏଜେଣ୍ଡାକୁ ଦୋହରାଇ ଶ୍ରୀ ରାହୁଲ ଶର୍ମା, ସିଇଓ- ବେଦାନ୍ତ ଲିମିଟେଡ କହିଛନ୍ତିଯେ- ସାମାଜିକ, ଅର୍ଥନୈତିକ ଓ ରାଜନୈତିକ କ୍ଷେତ୍ରରେ ମହିଳାଙ୍କ ଅଂଶଗ୍ରହଣ ବିଶେଷ କରି ଭାରତର ଗ୍ରାମାଂଚଳରୁ ସାମିଲ ହେବା ଗୁରୁତ୍ୱପୂର୍ଣ୍ଣ । ଗୁଣାତକ୍ମ ଶିକ୍ଷା, ସ୍ୱାସ୍ଥ୍ର ସେବା, ଲିଙ୍ଗଗତ ସମାନତା କ୍ଷେତ୍ରରେ ମହିଳାଙ୍କୁ ସମାନ ଅଧିକାର ପ୍ରଦାନ ଦିଗରେ ବେଦାନ୍ତ ପ୍ରୟାସ କରି ଆସୁଛି । ଆଗାମୀ ବର୍ଷରେ ଆମର ବିକାଶ ମୂଳକ କାର୍ଯ୍ୟକ୍ରମର ପ୍ରସାରକୁ ବୃଦ୍ଧି କରିବା ଲକ୍ଷ୍ୟ ରଖିଛୁ ଓ ସେହି ଅନୁସାରେ ମହିଳାଙ୍କ କଲ୍ୟାଣ ପାଇର୍ ଆମର କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛୁ । ବେଦାନ୍ତ ଆଲୁମିନିୟମ ବ୍ୟବସାୟ ହେଉଛି ବେଦାନ୍ତ ଲିମିଟେଡ଼ର ଏକ ଅଂଶ ଯିଏକି ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ପ୍ରାୟତଃ ଏହା ଭାରତର ଅର୍ଦ୍ଧେକ ଆଲୁମିନିୟମ ଉତ୍ପାଦନକାରୀ ଓ ଆର୍ଥିକ ବର୍ଷ ୨୨ ରେ ୨.୨୬ ନିୟୁତ ଟନ୍ ଆଲୁମିିନିୟମ ଉତ୍ପାଦନ କରିଥିବା ସଂସ୍ଥା ।

ବେଦାନ୍ତ ଆଲୁମିନିୟମର ର‌୍ୟାଙ୍କ ଡାଓ ଜୋନସ ସସଟାନବିଲିଟି ଇଣ୍ଡେକ୍ସ ୨୦୨୧ରେ ୪ର୍ଥ ର‌୍ୟାଙ୍କ ଧାରୀ ଓ ସ୍ଥାୟୀ ବିକାଶ ଅବଲମ୍ବନକାରୀ ସଂସ୍ଥା । ଏହା ବିଶ୍ୱଶ୍ରେଣୀର ୧.୭୫ ଏମଟିପିଏ ଆଲୁମିନିୟମ ସ୍ମେଲଟର ପ୍ଲାଂଟ ଓ ଝାରସୁଗୁଡ଼ାରେ ୩୬୧୫ ମେୱାର ତାପଜ ବିଜୁଳି ଉତ୍ପାଦନ କରୁଛି । ଏକମାତ୍ର ଭାରତୀୟ ସ୍ମେଲଟର ଭାବରେ ବିଶ୍ୱକୁ ୧ ନିୟୂତ ଟନ ଉତ୍ପାଦନ ଓ ଏକସପୋର୍ଟ କ୍ଲବ । ବେଦାନ୍ତର ଝାରସୁଗୁଡ଼ା ହେଉଛି ଏକ ମୂଲ୍ୟଯୁକ୍ତ ଆଲୁମିନିୟମ ଉତ୍ପାଦକ । ଅତ୍ୟାଧୁନିକ ସୁବିଧା, ଦକ୍ଷ ଇଂଜିନିୟରିଂ ଶକ୍ତି, ଆର ଆଣ୍ଡ ଡି ଓ ଅଭିନବ ଦକ୍ଷତାକୁ ନେଇ ଏକ ସବୁଜ ଭବିଷ୍ୟତ ପାଇଁ ମେଟାଲ ଅଫ୍ ଦି ଫ୍ୟୁଚର ଭାବରେ ଆଲୁମିନିୟମର ପ୍ରୟୋଗକୁ ପ୍ରସାରିତ କରିବା ପାଇଁ କମ୍ପାନୀ ତାର ଲକ୍ଷ୍ୟ ପୂରଣ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ମାଲକାନଗିରିରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା : ୬୨ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ମାଲକାନଗିରିରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା : ୬୨ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

November 1, 2026
ଗାଁ ସମ୍ପୂର୍ଣ ଅନ୍ଧାର, ବିପନ୍ନଙ୍କୁ ମିଳୁଛି ଗୋଳିଆ ପାଣି

ଗାଁ ସମ୍ପୂର୍ଣ ଅନ୍ଧାର, ବିପନ୍ନଙ୍କୁ ମିଳୁଛି ଗୋଳିଆ ପାଣି

November 1, 2026
Basic Pediatric Ventilation Workshop – A Pre-Conference Workshop of IAP ODIPEDICON 2026

ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା : ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌ – ସମ୍ମିଳନୀ କର୍ମଶାଳା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ମାଲକାନଗିରିରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା : ୬୨ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ମାଲକାନଗିରିରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା : ୬୨ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

November 1, 2026
ଗାଁ ସମ୍ପୂର୍ଣ ଅନ୍ଧାର, ବିପନ୍ନଙ୍କୁ ମିଳୁଛି ଗୋଳିଆ ପାଣି

ଗାଁ ସମ୍ପୂର୍ଣ ଅନ୍ଧାର, ବିପନ୍ନଙ୍କୁ ମିଳୁଛି ଗୋଳିଆ ପାଣି

November 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version