• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଇକ ଚାଳକଙ୍କୁ ରକ୍ଷା କରିବାକୁ ଯାଇ କାର ହେଲା ଦୁର୍ଘଟଣାର ଶିକାର

Proprietor Abhimanyu Maharana by Proprietor Abhimanyu Maharana
October 21, 2022
in ଓଡ଼ିଶା, କୋରାପୁଟ, ହୋମ୍
0
ବାଇକ ଚାଳକଙ୍କୁ ରକ୍ଷା କରିବାକୁ ଯାଇ କାର ହେଲା ଦୁର୍ଘଟଣାର ଶିକାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ଅକ୍ଟୋବର ଗୁରୁବାର ) ବୈପାରିଗୁଡା :-  ବିନା ଡିଏଲ ଥିବା ବାଇକ ଚାଳକଙ୍କୁ ଦୁର୍ଘଟଣାରୁ ରକ୍ଷା କରିବାକୁ ଯାଇ ଜଣେ କାର ଚାଳକ ନିଜେ ଦୁର୍ଘଟଣାର ଶିକାର ହୋଇଥିବାର ଜଣାପଡିଛି । ବୈପାରିଗୁଡା ଥାନା ପକ୍ଷରୁ ବୈପାରିଗୁଡା ଅଂଚଳର ବିଭିନ୍ନ ସ୍ଥାନରେ ପ୍ରତିଦିନ ଯାନବାହାନ ଯାଂଚ ଚାଲିଥିବା ବେଳେ ଯେଉଁ ଦିନ ବୈପାରିଗୁଡା ଥାନା ଅଂଚଳରୁ ବିଫୁଳ ପରିମାଣର ଫେକ୍ ଡ୍ରାଇଭିଂ ଲାଇସେନ୍ସ କାରବାର ଚାଲଇଥିବା କଥା ପଦାକୁ ଆସିଲା ପର ଠାରୁ ଥାନା ଆଇଆଇସି ଅଶ୍ୱିନୀ କୁମାର ପଟ୍ଟନାୟକଙ୍କ ନିର୍ଦ୍ଦେଶ୍ୟ କ୍ରମେ ବୈପାରିଗୁଡା ପୋଲିସ ଯାନବାହାନ ଯାଂଚ କୁ ବହୁ ମାତ୍ରାରେ ଗୁରୁତ ଦେଇ ଗାଡି ଚାଳକଙ୍କ ଠାରୁ ଡ୍ରାଇଭିଂ ଲାଇସେନ୍ସ ଓ ଗାଡିର କାଗଜପତ୍ର ମାଗି ଯାଂଚ କରୁଥିବାର ଦେଖିବାକୁ ମିଳିଛି । ଘଟଣାରୁ ପ୍ରକାଶ ଯେ ବୈପାରିଗୁଡା ପୋଲିସ ରାଂଚି ବିଜୟୱାର୍ଡା ଜାତୀୟ ରାଜପଥ ତଥା ବୈପାରିଗୁଡା ମାଲକାନଗିରି ରାସ୍ତାର ଡାଲଖାଇ ପାଖରେ ଯାନବାହନକ଼ୁ ଅଟକାଇ ଯାଂଚ କରୁଥିଲା ।

ସେହି ସମୟରେ ଏକ ବାଇକ ପୋଲିସକୁ ଦେଖି ରାସ୍ତା ଉପରେ ହିଁ ବାଇକକୁ ବୁଲାଇବା ବେଳେ ମାଲକାନଗିରି ପଟରୁ ଏକ କାର ନଂ ଓଡି ୦୮ ସି ୫୫୫୫ ଜୟପୁର ଯାଉଥିବା ବେଳେ ବାଇକ ଚାଳକଙ୍କୁ ବଂଚାଇବାକୁ ଯାଇ ରାସ୍ତା କଡରେ ଓଲଟି କାର ଦୁର୍ଘଟଣା ଗ୍ରସ୍ତ ହୋଇଛି । ତେବେ ଏହି ଘଟଣାରେ ଉଭୟ ବାଇକ ଓ କାର ଚାଳକଙ୍କୁ ସାମାନ୍ ମାଡ ବାଜିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଂଚି ଗାଡି ଜବତ କରି ଥାନାରେ ଅଟକ ରଖିଥିବାର ଜଣାପଡିଛି । ପୋଲିସର ଏହି ପରି ଯାଂଚକୁ ଓ ଡ୍ରାଇଭିଂ ଲାଇସେନ୍ସ କୁ ଗୁରୁତ ଦେଉଥିବାରୁ ପୋଲିସର କାର୍ଯ୍ୟାନୁଷ୍ଠାନକୁ ସବୁ ମହଲରେ ସ୍ୱାଂଗତ ମଧ୍ୟ କରାଯାଇଛି । ତେବେ ବଡ ଦୁର୍ଘଟଣାରୁ ରକ୍ଷା ପାଇଛନ୍ତି ବାଇକ ଚାଳକ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

June 16, 2026
ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

June 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version