• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ାର କୃଷକଙ୍କ ଜୀବନକୁ ପରିବର୍ତନ କରୁଛି : ଜୀବିକା ସମୃଦ୍ଧି ପ୍ରକଳ୍ପ ଜରିଆରେ କୃଷକଙ୍କ ଆୟ ପ୍ରାୟ ୫୦% ବୃଦ୍ଧି

Proprietor Abhimanyu Maharana by Proprietor Abhimanyu Maharana
October 21, 2022
in ଓଡ଼ିଶା, ଝାରସୁଗୁଡା, ବାଣିଜ୍ୟ, ହୋମ୍
0
ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ାର କୃଷକଙ୍କ ଜୀବନକୁ ପରିବର୍ତନ କରୁଛି : ଜୀବିକା ସମୃଦ୍ଧି ପ୍ରକଳ୍ପ ଜରିଆରେ କୃଷକଙ୍କ ଆୟ ପ୍ରାୟ ୫୦% ବୃଦ୍ଧି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ଅକ୍ଟୋବର ଗୁରୁବାର ) ଝାରସୁଗୁଡ଼ା :- ବେଦାନ୍ତ ଆଲୁମିନିୟମ ଭାରତର ବୃହତ ଆଲୁମିନିୟମ ଉତ୍ପାଦକ ଏହାର ଜୀବିକା ସମୃଦ୍ଧି ପ୍ରକଳ୍ପ ମାଧ୍ୟମରେ ଓଡ଼ିଶାର ଝାରସୁଗୁଡ଼ା ଜିଲ୍ଲାର କୃଷକଙ୍କ ଜୀବନରେ ପରିବର୍ତନ ଆଣିଛି । ଏହି ପଦକ୍ଷେପ କୃଷି କ୍ଷେତ୍ରରେ ସ୍ଥାୟୀ ଜୀବିକା ପ୍ରକଳ୍ପ ରହିଛି ଯାହାର ଲକ୍ଷ୍ୟ କ୍ଷୁଦ୍ର ଓ ମାର୍ଜିନାଲ ଚାଷୀମାନଙ୍କ ଜୀବନରେ ଉନ୍ନତି । ଏହା ଦ୍ୱାରା ସେମାନେ ଜମିରୁ ଅଧିକ ଅମଳ କରିପାରିବେ ଓ କୃଷି ନିବେଶରୁ ଉପଯୁକ୍ତ ଫେରସ୍ତ ପାଇପାରିବେ । ବର୍ତମାନ ଏହି ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟରେ ଝାରସୁଗୁଡ଼ାର ପାଂଚଗୋଟି ଗ୍ରାମ ଯଥା ସିରିଆପାଲି,କେଲଦାମାଳ, ଗୁଡ଼ିଗାଁ,କଟିକେଲା ଓ କୁରେବଗାର ୩୦୦ରୁ ଅଧିକ କୃଷକଙ୍କ ଜୀବନରେ ସକାରାତ୍ମକ ପରିବର୍ତନ ଆଣିଛି ।ବେଦାନ୍ତର ଜୀବିକା ସମୃଦ୍ଧି ପ୍ରକଳ୍ପ ଏହି ଅଂଚଳରେ କୃଷି କ୍ଷେତ୍ରରେ ଯଥେଷ୍ଟ ପ୍ରଭାବ ପକାଇଛି ଯାହାମଧ୍ୟରେ :-

1. କୃଷକଙ୍କ ମାସିକ ଆୟ ୭୭% ବୃଦ୍ଧି ପ୍ରାୟତଃ ୫୦% ।

2. ଅଧିକାଂଶ କୃଷକ ଏହି ପ୍ରକଳ୍ପ ସହ ଜଡ଼ିତ, ଯେଉଁମାନେ ଉନ୍ନତ ଜଳସେଚନ ଯୋଗୁ ବର୍ଷ ତମାମ ଚାଷ କରିପାରୁଛନ୍ତି ।

3. କୃଷକମାନେ ଏବେ ଆଉ ଚାଷ ପାଇଁ ବର୍ଷା ଉପରେ ନିର୍ଭର କରୁ ନାହାନ୍ତି ।

4. ଅର୍ଥକାରୀ ଫସଲ ବୃଦ୍ଧି ହୋଇଛି ଯଦ୍ୱାରା ଅଧିକ ରାଜସ୍ୱ ବୃଦ୍ଧି ହୋଇ ପାରିଛି ।

5. ବିଭିନ୍ନ ପ୍ରକାର ଫସଲ ଉତ୍ପାଦିତ ହେବା ସହ କୃଷକମାନଙ୍କୁ ନୂଆ ପନିପରିବା ଚାଷ ପାଇଁ ଉପଯୁକ୍ତ ସମ୍ବଳ ଯୋଗାଇ ଦିଆଯାଉଛି ।

6. ଗତ ଆର୍ଥିକ ବର୍ଷରେ କୃଷି ବିଜ୍ଞାନ କେନ୍ଦ୍ରର କୃଷି ବୈଜ୍ଞାନିକଙ୍କ ଦ୍ୱାରା ୨୦ରୁ ଅଧିକ ପ୍ରଶିକ୍ଷଣ (୪୪୦୦ ପ୍ରଶିକ୍ଷଣ ଘଂଟା) ପରିଚାଳିତ ହୋଇଛି, ସରକାରଙ୍କ ଉଦ୍ୟାନବିତ ଅଧିକାରୀ ଇତ୍ୟାଦି ଫସଲ ଯୋଜନା ଓ ପରିଚଳନା, ଅମଳ ପରବର୍ତି ଯୋଜନା,ପ୍ୟାକେଜ ଅଫ ପ୍ରପଟି ଇତ୍ୟାଦି ଉପରେ ଦିଗଦର୍ଶନ ପ୍ରଦାନ କରୁଛନ୍ତି । ସ୍ଥାନୀୟ ଗୋଷ୍ଠୀଙ୍କ ପାଇଁ ସ୍ଥାୟୀ ଜୀବିକା ନିର୍ବାହ ଉଦ୍ଦେଶ୍ୟରେ କଂପାନିର ଉଦ୍ୟମ ବିଷୟରେ ବେଦାନ୍ତ ଆଲୁମିନିୟମ ଲିମିଟେଡର ସିଇଓ ଶ୍ରୀ ସୁନୀଲ ଗୁପ୍ତା କହିଛନ୍ତିଯେ- ସ୍ଥାୟୀ ଜୀବିକା ସୃଷ୍ଟି କରିବା ଆମ ଗୋଷ୍ଠୀ ବିକାଶ ପ୍ରୟାସର ଏକ ପ୍ରମୁଖ ଦିଗ । ସେହି ଉଦ୍ଦେଶ୍ୟରେ ଆମେ ଝାରସୁଗୁଡ଼ାରେ ଦକ୍ଷତା ବିକାଶ, ମହିଳାଙ୍କ ସଶକ୍ତିକରଣ, କୃଷି, ଉଦ୍ୟୋଗ ଇତ୍ୟାଦି ଉପରେ ଅନେକ କାର୍ଯ୍ୟକ୍ରମ ପରିଚାଳନା କରିଥାଉ । ଏହି ଅଂଚଳରେ କୃଷିକୁ ମୂଳ ଉତ୍ସ କରୁଥିବା ଚାଷୀଙ୍କ ପାଇଁ ଖାଦ୍ୟ ନିରାପତା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଆମେ କୃଷକଙ୍କ ଉନ୍ନତି ପାଇଁ ଉନ୍ନତ ଚାଷ ପ୍ରଣାଳୀ, ନୂଆ କୌଶଳ ଉପରେ ଗୁରୁତ୍ୱ ଦେଉଛୁ । ଜମି ଓ ଜଳ ପରିଚାଳନା କୌଶଳ ଇତ୍ୟାଦି ଆମ ଜୀବିକା ସମୃଦ୍ଧି ପ୍ରକଳ୍ପ ଅନ୍ତର୍ଗତ ।

ଏହା ଦ୍ୱାରା ଝାରସୁଗୁଡ଼ାର କୃଷକମାନଙ୍କ ପାଇଁ ଉନ୍ନତ ଅମଳ ଓ ଘରୋଇ ଆୟ ବୃଦ୍ଧି ହୋଇ ପାରିବ । ବେଦାନ୍ତର ସାମାଜିକ ପଦକ୍ଷେପ ଅନ୍ତର୍ଗତ ଜୀବିକା, ଗୁଣାତ୍ମକ ଶିକ୍ଷା, ମହିଳା ସଶକ୍ତିକରଣ, ସ୍ୱାସ୍ଥ୍ୟ, ଜଳ ଓ ପରିମଳ ତଥା ଗୋଷ୍ଠୀର ଭିତିଭୂମି ବିକାଶ ଲାଗି ବେଦାନ୍ତର ସାମାଜିକ ପ୍ରୟାସ ଦ୍ୱାରା ଝାରସୁଗୁଡ଼ା ନିକଟବର୍ତି ୭୯ରୁ ଅଧିକ ଗ୍ରାମାଂଚଳରେ ପହଁଚି ଏକ ବର୍ଷରେ ପ୍ରାୟ ୧.୭ ଲକ୍ଷ ଲୋକଙ୍କୁ ଉପକୃତ କରାଇ ପାରିଛି । ଏହାର ୩୩୯ରୁ ଅଧିକ ଏସଏଚଜିରେ ୪୦୦୦ରୁ ଅଧିକ ମହିଳାଙ୍କ ଜୀବନରେ ସମୃଦ୍ଧି ଆସିପାରିଛି । ବାର୍ଷିକ ପ୍ରାୟ ୩୨୦୦୦ ଲୋକଙ୍କ ଦ୍ୱାର ଦେଶରେ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଉଛି, ୬୪୦୦ରୁ ଅଧିକ ଛାତ୍ରଙ୍କୁ ଶିକ୍ଷା ସହାୟତା ଓ ଗୋଷ୍ଠୀ ସହାୟତାରେ ୧.୪୮ରୁ ଅଧିକ ବୃକ୍ଷ ରୋପଣ କରାଯାଇ ପାରିଛି ।ବେଦାନ୍ତ ଆଲୁମିନିୟମ ଉତ୍ପାଦନ କରିବାରେ ଭାରତର ବୃହତମ ଉତ୍ପାଦକ ଓ ଆର୍ଥିକ ବର୍ଷ ୨୨ରେ ୨.୨୬ ମିଲିୟନ ଟନ ଆଲୁମିନିୟମ ଉତ୍ପାଦନ କରିଛି । ଏହା ବିଶ୍ୱଶ୍ରେଣୀର ୧.୭୫ ଏମଟିପିଏ ଆଲୁମିନିୟମ ସ୍ମେଲଟର ପ୍ଲାଂଟ ଓ ଝାରସୁଗୁଡ଼ାରେ ୩୬୧୫ ମେୱାର ତାପଜ ବିଜୁଳି ଉତ୍ପାଦନ କରୁଛି । ବେଦାନ୍ତ ଆଲୁମିନିୟମର ର‌୍ୟାଙ୍କ ଡାଓ ଜୋନସ ସସଟାନବିଲିଟି ଇଣ୍ଡେକ୍ସ ୨୦୨୧ରେ ୪ର୍ଥ ର‌୍ୟାଙ୍କ ଧାରୀ ଓ ସ୍ଥାୟୀ ବିକାଶ ଅବଲମ୍ବନକାରୀ ସଂସ୍ଥା । ଏକମାତ୍ର ଭାରତୀୟ ସ୍ମେଲଟର ଭାବରେ ବିଶ୍ୱକୁ ୧ ନିୟୂତ ଟନ ଉତ୍ପାଦନ ଓ ଏକସପୋର୍ଟ କ୍ଲବ । ବେଦାନ୍ତର ଝାରସୁଗୁଡ଼ା ହେଉଛି ଏକ ମୂଲ୍ୟଯୁକ୍ତ ଆଲୁମିନିୟମ ଉତ୍ପାଦକ । ଅତ୍ୟାଧୁନିକ ସୁବିଧା, ଦକ୍ଷ ଇଂଜିନିୟରିଂ ଶକ୍ତି, ଆର ଆଣ୍ଡ ଡି ଓ ଅଭିନବ ଦକ୍ଷତାକୁ ନେଇ ଏକ ସବୁଜ ଭବିଷ୍ୟତ ପାଇଁ ମେଟାଲ ଅଫ୍ ଦି ଫ୍ୟୁଚର ଭାବରେ ଆଲୁମିନିୟମର ପ୍ରୟୋଗକୁ ପ୍ରସାରିତ କରିବା ପାଇଁ କମ୍ପାନୀ ତାର ଲକ୍ଷ୍ୟ ପୂରଣ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version