• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶତବାର୍ଷିକୀ ପାଳନ ପୂଜ୍ୟ ପୂଜା ର ଏକ ଅନନ୍ୟ ନିଦର୍ଶନ : ମୁଖ୍ୟ ସଚିବ ଶ୍ରୀ ମହାପାତ୍ର

Proprietor Abhimanyu Maharana by Proprietor Abhimanyu Maharana
October 23, 2022
in ଓଡ଼ିଶା, ମହାନଗର, ହୋମ୍
0
ଶତବାର୍ଷିକୀ ପାଳନ ପୂଜ୍ୟ ପୂଜା ର ଏକ ଅନନ୍ୟ ନିଦର୍ଶନ : ମୁଖ୍ୟ ସଚିବ ଶ୍ରୀ ମହାପାତ୍ର
Share on FacebookShare on TwitterWhatsapp

ବିଶିଷ୍ଟ ଶିକ୍ଷାବିତ ପଦ୍ମନାଭ ଦାଶଙ୍କ ଜନ୍ମ ଶତବାର୍ଷିକୀ ପାଳିତ

ଓଡ଼ିଶା ତାଜା ନ୍ୟୁଜ (୨୩ ଅକ୍ଟୋବର ରବିବାର ) ପୁରୀ :- ଶିକ୍ଷାନୁଷ୍ଠାନ ହେଉଛି ମଣିଷ ତିଆରି ମନ୍ଦିର। ବିଶ୍ୱମ୍ଭର ବିଦ୍ୟାପୀଠ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ୱର୍ଗତ ପଦ୍ମନାଭ ଦାଶ ଜଣେ ଆଦର୍ଶ ଓ ଅନୁଶାସନପୂର୍ଣ୍ଣ ଶିକ୍ଷକ ଭାବେ ଚିର ସ୍ମରଣୀୟ ହୋଇ ରହିଥିବେ ବୋଲି କହିଛନ୍ତି ରାଜ୍ୟ ମୁଖ୍ୟ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର । ଆଜି ସଂଧ୍ୟାରେ ସଂସ୍କୃତି ଭବନ ପରିସରରେ ପୁରାତନ ଛାତ୍ର ସଂସଦ ପକ୍ଷରୁ ପଦ୍ମନାଭ ଦାଶଙ୍କ ଜନ୍ମ ଶତବାର୍ଷିକୀ ପାଳିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟ ସଚିବ ଶ୍ରୀ ମହାପାତ୍ର ବିଶିଷ୍ଟ ବ୍ୟକ୍ତିତ୍ୱ ମାନଙ୍କ ଶତବାର୍ଷିକୀ ପାଳନ ପୂଜ୍ୟ ପୂଜା ର ଏକ ଅପୂର୍ବ ନିଦର୍ଶନ, ଯାହା ପର ପିଢ଼ି କୁ ଅନୁପ୍ରାଣିତ କରିଥାଏ ବୋଲି କହିଥିଲେ ।ସ୍ୱର୍ଗତ ଦାଶ ନିଜର ଶିକ୍ଷାପ୍ରେମ, ଶିକ୍ଷାନୁଷ୍ଠାନ ଓ ଛାତ୍ରଛାତ୍ରୀ ମାନଙ୍କ ପ୍ରତି ଅବଦାନ, ନିଷ୍ଠା, ଭଲପାଇବା ଓ କର୍ତ୍ତବ୍ୟ ପରାୟଣତା ଯୋଗୁ ସମସ୍ତ ଙ୍କର ପ୍ରିୟପାତ୍ର ହୋଇପାରିଥିଲେ । ତାଙ୍କର କାର୍ଯ ଓ ଆଦର୍ଶ ତାଙ୍କୁ ବହୁ ସମ୍ମାନର ଅଧିକାରୀ କରିଥିଲା । ଆଜିର ସମୟରେ ଶିକ୍ଷକ,ଅଭିଭାବକ, ଛାତ୍ର ଛାତ୍ରୀ ଓ ପୁରାତନ ଛାତ୍ର ଛାତ୍ରୀ ଙ୍କ ସହଭାଗୀତାରେ ଏହି ବିଦ୍ୟାଳୟକୁ ଏକ ଆଦର୍ଶ ଅନୁଷ୍ଠାନରେ ପରିଣତ କରିବାକୁ ଶ୍ରୀ ମହାପାତ୍ର ଆହ୍ୱାନ ଦେଇଥିଲେ । ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା କହିଥିଲେ ଯେ ସ୍ୱର୍ଗତ ଦାଶ ଜଣେ ଆଦର୍ଶ ଓ ଶିକ୍ଷା ପ୍ରତି ସମର୍ପିତ ଶିକ୍ଷକ ଥିଲେ । ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ ପ୍ରଫେସର ଡଃ ସୂର୍ଯ୍ୟ ନାରାୟଣ ମିଶ୍ର,ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର କୁଳପତି ଡଃ ପ୍ରଫୁଲ୍ଲ କୁମାର ମହାନ୍ତି, ଇନକମ ଟ୍ୟାକ୍ସ ର ପୂର୍ବ ତନ କମିଶନର ଶ୍ରୀ ଶରତ କୁମାର ଦାସ,ନାଲକୋ ର ସିଏମଡି ଶ୍ରୀ ଶ୍ରୀଧର ପାତ୍ର ପ୍ରମୁଖ ସ୍ୱର୍ଗତ ଦାଶଙ୍କ ଶିକ୍ଷା ଦାନ ପଦ୍ଧତି, ପିଲା ମାନଙ୍କ ପ୍ରତି ବ୍ୟବହାର, ଅନୁଶାସନ, ଅନୁଶୀଳନ ଓ ସଂସ୍କାର ସଂପର୍କରେ ଆଲୋକ ପାତ କରିଥିଲେ । ସଂସଦର ସାଧାରଣ ସମ୍ପାଦକ ଶ୍ରୀ ଦେବୀ ପ୍ରସନ୍ନ ନନ୍ଦ ଏଥିରେ ଅଧ୍ୟକ୍ଷତା କରିଥିଲେ ।ଏହି ଅବସରରେ ଏକ ସ୍ମରଣିକା କୁ ଉନ୍ମୋଚନ କରାଯାଇଥିଲା । ଅତିଥି ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଅତିଥି ମାନେ ପୂର୍ବତନ ଶିକ୍ଷକ, ବର୍ତ୍ତମାନ ର ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତଯୋଗୀ ଙ୍କୁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଜ୍ୟୋତିର୍ମୟୀ ମିଶ୍ର କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ ।ପ୍ରାରମ୍ଭରେ ସଭାପତି ଶ୍ରୀ ରବୀନ୍ଦ୍ର ସେନାପତି ପ୍ରାରମ୍ଭିକ ସୂଚନା ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଶେଷରେ ସଂସଦର ମୁଖ୍ୟ ଉପଦେଷ୍ଟା ଶ୍ରୀ କାଳୀ ପ୍ରସାଦ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ରେ ପୁରାତନ ଛାତ୍ର ମାନେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ

August 4, 2026
କବି ଜୟଦେବ ଜାତୀୟ କବିଭାବେ ସାହିତ୍ୟ ଜଗତରେ ପରିଚିତ

କବି ଜୟଦେବ ଜାତୀୟ କବିଭାବେ ସାହିତ୍ୟ ଜଗତରେ ପରିଚିତ

August 4, 2026
ପାରଳା ଆଇଆଇସିଙ୍କ କାର୍ଯ୍ୟଦକ୍ଷତା : ୫ ଲକ୍ଷ ଲୁଟି ନେଇଥିବା ଲୁଟେରାକୁ ୪୦ ମିନିଟରେ ଗିରଫ କଲେ

ପାରଳା ଆଇଆଇସିଙ୍କ କାର୍ଯ୍ୟଦକ୍ଷତା : ୫ ଲକ୍ଷ ଲୁଟି ନେଇଥିବା ଲୁଟେରାକୁ ୪୦ ମିନିଟରେ ଗିରଫ କଲେ

August 4, 2026
ଗୋଷାଣୀ ବ୍ଲକ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଗୋଷାଣୀ ବ୍ଲକ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ

August 4, 2026
କବି ଜୟଦେବ ଜାତୀୟ କବିଭାବେ ସାହିତ୍ୟ ଜଗତରେ ପରିଚିତ

କବି ଜୟଦେବ ଜାତୀୟ କବିଭାବେ ସାହିତ୍ୟ ଜଗତରେ ପରିଚିତ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version