• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୩୧ ମଇ,ରବିବାର : ଜାଣନ୍ତୁ ଆପଣଙ୍କର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
May 31, 2020
in Uncategorized, ଓଡ଼ିଶା, ଦେଶ, ରାଶିଫଳ, ହୋମ୍
0
୩୧ ମଇ,ରବିବାର : ଜାଣନ୍ତୁ ଆପଣଙ୍କର ରାଶିଫଳ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୩୧ ମଇ, ରବିବାର) ଜାଣନ୍ତୁ ଆପଣଙ୍କର ରାଶିଫଳ ମେଷ :- ଆଜି ଦିନଟି ଆପଣଙ୍କ ପାଇଁ ଆନନ୍ଦଦାୟକ ହୋଇପାରେ। ଦେବୀ ଦର୍ଶନ ପାଇ ଖୁସି ହେବେ। ବନ୍ଧୁ ମିଳନରୁ ସୁଫଳ ମିଳିବ। ବାରମ୍ବାର ଚେଷ୍ଟା କଲେ କାର୍ଯ୍ୟରେ ସଫଳତା ପାଇବେ।

ବୃଷ: ପ୍ରଭାବ ବିସ୍ତାର କରିପାରନ୍ତି। ସଙ୍ଗୀତ ପ୍ରିୟ ଓ ସୁଶୀଳ ହେବେ। ଧାର୍ମିକପ୍ରବର ହୋଇପାରନ୍ତି। ମହତ୍‌ ଉଦ୍ଦେଶ୍ୟରେ ଆତ୍ମୋତ୍ସର୍ଗ କରିପାରନ୍ତି। କୃଷି ଉପରେ ଗୁରୁତ୍ବ ଦେବେ। ଯାନବାହନ ସୁଖ ମିଳିପାରେ।

ମିଥୁନ: ସମ୍ମାନିତ ହେବେ। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ସତ୍‌କର୍ମରେ ନିୟୋଜିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ସକଳ ଗୁଣଯୁକ୍ତ, ସୁଖୀ ଓ ଶାସ୍ତ୍ରାନୁରକ୍ତ ହେବେ।

କର୍କଟ: ଉତ୍ସାହିତ ହୋଇ କାର୍ଯ୍ୟ ସଂପାଦନ କରିପାରନ୍ତି। ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ। ନୀତିନିଷ୍ଠ ହେବେ। ବିଭିନ୍ନ ସ୍ତରରୁ ଧନାଗମ ହେବାର ସୂଚନା ମିଳୁଛି। ନୀରୋଗ ରହିବେ। ପଶୁ ଧନାଦିଯୁକ୍ତ ହେବେ।

ସିଂହ: ସମ୍ମାନିତ ହୋଇପାରନ୍ତି। ଭଲ ଆୟ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଧନବାନ୍‌ ହେବେ। ଗୁଣଯୁକ୍ତ ହୋଇପାରନ୍ତି। ଉପାର୍ଜନକାରୀ ହେବେ। ଚିନ୍ତାଧାରା ମହତ୍‌ ହେବ।

କନ୍ୟା: ଶତ୍ରୁତାର ଅବସାନ ପାଇଁ ଅଧିକ ଖର୍ଚ୍ଚ କରିବାକୁ କୁଣ୍ଠା ପ୍ରକାଶ କରିବେ ନାହିଁ। ମଧୁର ସମ୍ଭାଷଣରେ ପରକୁ ଆପଣାର କରିପାରନ୍ତି। ଶ୍ରେଷ୍ଠ କର୍ମଯୁକ୍ତ ହେବେ। ବୁଦ୍ଧି, ବିଦ୍ୟା ସହିତ ଧନ ସମ୍ପଦଯୁକ୍ତ ହେବେ। ଶ୍ରେଷ୍ଠ ମାନ୍ୟତା ମିଳିବ।

ତୁଳା: ଆୟ ହେବ; ମାତ୍ର ପରିମାଣ ସ୍ବଳ୍ପ ହୋଇପାରେ। ପତ୍ନୀ ଆସନ୍ନ ପ୍ରସବା ଥିଲେ କନ୍ୟା ଜାତ ହୋଇପାରେ। ସରକାରଙ୍କ କୃପାପାତ୍ର ହୋଇପାରନ୍ତି। ଲୋକ ସଂପର୍କ ବୃଦ୍ଧି ହେବ। ବ୍ୟବସାୟ ଲାଭଜନକ ହେବ। କାର୍ଯ୍ୟରେ ସଫଳ ହେବେ।

ବିଛା: ଆୟ ପରିମାଣ ବୃଦ୍ଧି ପାଇପାରେ। ମାନ-ସମ୍ମାନ ଓ ମର୍ଯ୍ୟାଦାଯୁକ୍ତ ହୋଇପାରନ୍ତି। ପାରିବାରିକ ସୁଖ-ଶାନ୍ତି ଅବ୍ୟାହତ ରହିବ। ବିଭାଗୀୟ ଅର୍ଥ ପ୍ରାପ୍ତିିିର ସୂଚନା ମିଳୁଛି। ଶାନ୍ତି, ସନ୍ତୋଷ ସବୁ କିଛି ମିଳିପାରେ।

ଧନୁ: ଶ୍ରେଷ୍ଠ ସମ୍ମାନର ଅଧିକାରୀ ହେବେ। ପରୋପକାରକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି। ଉନ୍ନତି ମାର୍ଗରେ ଆଗକୁ ବଢ଼ିବେ। ଚାଲୁ ରହିଥିବା କାର୍ଯ୍ୟର ସ୍ଥିତି ଅନୁକୂଳ ରହିଛି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜନୈକା ମହିଳାଙ୍କ ଦ୍ବାରା ଉପକୃତ ହେବେ।

ମକର: ଶାରୀରିକ କ୍ଳେଶ ଉପୁଜି ପାରେ। ମାନସିକ ଅଶାନ୍ତିର ବାତାବରଣ ଦେଖା ଦେବ। ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି। କେବଳ ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସ୍ବାଭିମାନୀ ହେବେ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

କୁମ୍ଭ: ସୌଜନ୍ୟତା ପ୍ରକାଶ ପାଇବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ସୁସମ୍ବାଦ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଅଧିକ ତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ। ଦୟାଳୁ ସ୍ବଭାବର ହୋଇପାରନ୍ତି। ଯଶ ଅର୍ଜନ କରିବେ।

ମୀନ: କର୍ତ୍ତବ୍ୟପରାୟଣ ହେବେ। ସ୍ଥିତି ଅନୁକୂଳ ରହିଛି। ରାଜଯୋଗ ଅଛି। ଶତ୍ରୁ ଦମନ କରି ନିଜର ସ୍ଥିତିକୁ ଦୃଢ଼ କରିପାରନ୍ତି। ଚାକିରି କ୍ଷେତ୍ରରେ ଢ଼େର ସୁନାମ ଅର୍ଜନ କରିବାରେ ସକ୍ଷମ ହେବେ। ମୁକ୍ତ ହସ୍ତରେ ଦାନ କରିପାରନ୍ତି।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version