• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ନବଜୀବନ ଅନାଥାଶ୍ରମର ଅନ୍ତେବାସୀଙ୍କୁ ଭେଟିଲେ ବ୍ରହ୍ମପୁର ସାଂସଦଙ୍କ ଝିଅ ନୂରୀ ସାହୁ

Proprietor Abhimanyu Maharana by Proprietor Abhimanyu Maharana
October 27, 2022
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ନବଜୀବନ ଅନାଥାଶ୍ରମର ଅନ୍ତେବାସୀଙ୍କୁ ଭେଟିଲେ ବ୍ରହ୍ମପୁର ସାଂସଦଙ୍କ ଝିଅ ନୂରୀ ସାହୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଅକ୍ଟୋବର, ଗୁରୁବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ନବଜୀବନ ଅନାଥାଶ୍ରମର ଅନ୍ତେବାସୀଙ୍କୁ ଭେଟିଲେ ବ୍ରହ୍ମପୁର ସାଂସଦଙ୍କ ଝିଅ ନୂରୀ ସାହୁ । ଗରୀବ ଅସହାୟଙ୍କ ପ୍ରତି ସବୁ ବେଳେ ସମବେଦନା ଦେଖାଇ ଆସୁଥିବା ନୂରୀ ପବିତ୍ର ଧନତେରସ ଏବଂ ଦୀପାବଳୀ ଉତ୍ସବରେ ଅନାଥ ମାନଙ୍କ ଗହଣରେ କିଛି ସମୟ ବିତାଇବା ପାଇଁ ପହଞ୍ଚିଥିଲେ ଅନାଥାଶ୍ରମରେ ଛୋଟ ଛୋଟ ଛୁଆ ମାନଙ୍କ କିଛି ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ, ଯଥା ଚପଲ, ବସ୍ତ୍ର,ଇତ୍ୟାଦି ପ୍ରଦାନ କରିଛନ୍ତି ଅନାଥାଶ୍ରମରେ ୮୦‌ରୁ ଉର୍ଦ୍ଧ୍ବ ଅନାଥ ଶିଶୁ ରହୁଥିବା ବେଳେ ବିଶେଷ ପର୍ବପର୍ବାଣୀ ସମୟରେ ସେମାନଙ୍କ ମୁହଁରେ ହସ ଫୁଟାଇ ନିଜେ ଖୁସି ଅନୁଭବ କରିଛନ୍ତି

ସୁଦୂର ଭୁବନେଶ୍ୱରରୁ ଆସି ନିଜହାତରେ ଅନ୍ତେବାସୀଙ୍କୁ ଉପହାର ପ୍ରଦାନ କରିଛନ୍ତି ତେବେ ବାଲ୍ୟକାଳରୁ ସାଂସଦଚନ୍ଦ୍ରଶେଖର ସାହୁଙ୍କ ତିନି ଝିଅ ବିଶେଷ ଦିନ ଗୁଡ଼ିକରେ ଅନାଥାଶ୍ରମ ଅବା ଗରୀବ ଅସହାୟଙ୍କ ନିକଟରେ ପହଞ୍ଚି, ଆବଶ୍ୟକ ସାମଗ୍ରୀ ପ୍ରଦାନ କରିବା ସହ କିଛି କ୍ଷଣ ସେମାନଙ୍କ ସହ ଅତିବାହିତ କରି ଆସୁଛନ୍ତି ଆଜି ତାଙ୍କର ଅନ୍ୟ ଦୁଇ ଭଉଣୀ ସିର ଓ ମେରୀ ବାହାରେ ଥିବା ବେଳେ ପିତାଙ୍କ ପରାମର୍ଶକ୍ରମେ ବଡ ଭଉଣୀ ନୂରୀ ଏଠାରେ ପହଞ୍ଚି କାର୍ଯ୍ୟକ୍ରମ ଆୟୋଜିତ କରିଛନ୍ତି । ଏହିଭଳି ‌ଗରୀବ ଅସହାୟଙ୍କ ନିକଟରେ ପହଞ୍ଚି ବେଶ ଖୁସି ଅନୁଭବ କରିଥିବା ନେଇ କହିଛନ୍ତି ନୂରୀ ସାହୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା’ଦୁର୍ଗା ଙ୍କ ମହାଗୌରୀ ବେଶ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ : ପୀଠରେ ମହାଷ୍ଟମୀ ପୂଜା, ମୃଣ୍ମୟୀ ଦେବୀଙ୍କ ମହାସପ୍ତମୀ ପୂଜାରେ ଆଧ୍ୟାତ୍ମିକ ପରିବେଶ

ମା’ଦୁର୍ଗା ଙ୍କ ମହାଗୌରୀ ବେଶ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ : ପୀଠରେ ମହାଷ୍ଟମୀ ପୂଜା, ମୃଣ୍ମୟୀ ଦେବୀଙ୍କ ମହାସପ୍ତମୀ ପୂଜାରେ ଆଧ୍ୟାତ୍ମିକ ପରିବେଶ

October 18, 2026
ବିରିଡି ଅଞ୍ଚଳରେ 50 ଟି ପୂଜା ମଣ୍ଡପ ଝଲସୁଛି

ବିରିଡି ଅଞ୍ଚଳରେ 50 ଟି ପୂଜା ମଣ୍ଡପ ଝଲସୁଛି

October 18, 2026
ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

October 18, 2026
ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

October 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା’ଦୁର୍ଗା ଙ୍କ ମହାଗୌରୀ ବେଶ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ : ପୀଠରେ ମହାଷ୍ଟମୀ ପୂଜା, ମୃଣ୍ମୟୀ ଦେବୀଙ୍କ ମହାସପ୍ତମୀ ପୂଜାରେ ଆଧ୍ୟାତ୍ମିକ ପରିବେଶ

ମା’ଦୁର୍ଗା ଙ୍କ ମହାଗୌରୀ ବେଶ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ : ପୀଠରେ ମହାଷ୍ଟମୀ ପୂଜା, ମୃଣ୍ମୟୀ ଦେବୀଙ୍କ ମହାସପ୍ତମୀ ପୂଜାରେ ଆଧ୍ୟାତ୍ମିକ ପରିବେଶ

October 18, 2026
ବିରିଡି ଅଞ୍ଚଳରେ 50 ଟି ପୂଜା ମଣ୍ଡପ ଝଲସୁଛି

ବିରିଡି ଅଞ୍ଚଳରେ 50 ଟି ପୂଜା ମଣ୍ଡପ ଝଲସୁଛି

October 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version