• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପି କର୍ମୀଙ୍କୁ ଉଦ୍ଦେଶ୍ୟମୂଳକ ହାରାସମେଂଟ କରୁଛି ପୋଲିସ : ଡ. ଲେଖାଶ୍ରୀ

Proprietor Abhimanyu Maharana by Proprietor Abhimanyu Maharana
October 27, 2022
in ଓଡ଼ିଶା, ରାଜନୀତି, ହୋମ୍
0
ବିଜେପି କର୍ମୀଙ୍କୁ ଉଦ୍ଦେଶ୍ୟମୂଳକ ହାରାସମେଂଟ କରୁଛି ପୋଲିସ : ଡ. ଲେଖାଶ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଅକ୍ଟୋବର, ଗୁରୁବାର ) ଭୁବନେଶ୍ୱର :- ଭଦ୍ରକ ଜିଲ୍ଲା ଧାମନଗର ଉପନିର୍ବାଚନରେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଶାସକ ବିଜେଡି ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ କରି ଆସୁଛି । ଶାସକ ଦଳ ବାରମ୍ବାର ଆଚରଣ ବିଧି ଉଲଘଂନ ବିଧି ଉଲଘଂନ କରୁଥିବାବେଳେ ସ୍ଥାନୀୟ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଓ ବିଧାନସଭା ନିର୍ବାଚନ ଅଧିକାରୀ ଏଥିନେଇ କୌଣସି କାର୍ଯ୍ୟାନୁଷ୍ଠାନ ନେଉନଥିବାବେଳେ ଭାରତୀୟ ଜନତା ପାର୍ଟିର ୯୩୨ରୁ ଊର୍ଦ୍ଧ୍ୱ କାର୍ଯ୍ୟକର୍ତାଙ୍କୁ ମିଥ୍ୟା ନୋଟିସ୍ ଦେଇ ହାରାସମେଂଟ କରୁଛି ପୋଲିସ ପ୍ରଶାସନ । ଉପନିର୍ବାଚନ ଜିତିବା ପାଇଁ ସରକାରୀ କଳକୁ ଖୋଦ୍ ଶାସକ ଦଳର ମନ୍ତ୍ରୀ, ବିଧାୟକ, ନେତାମାନେ ଅପବ୍ୟବହାର କରୁଛନ୍ତି । ଅନ୍ୟ ପକ୍ଷରେ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତାଙ୍କ ବିରୋଧରେ ମିଥ୍ୟା ମାମଲା, ମିଥ୍ୟା ନୋଟିସ୍ ଦେଇ ଭୟଭୀତ କରାଉଛି ପୋଲିସ ।

ସେହିଭଳି ଉଦ୍ଦେଶ୍ୟମୂଳକ ଭାବେ ହାରାସମେଂଟ କରି ଦଳୀୟ ପ୍ରଚାରରେ ବାଧା ସୃଷ୍ଟି କରିବା ଷଡଯନ୍ତ୍ରର ରଚନା କରିଛନ୍ତି ପ୍ରଶାସନିକ ଅଧିକାରୀମାନେ । ଏନେଇ ଆଜି ବିଜେପିର ଏକ ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଏ ପ୍ରସଙ୍ଗରେ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ଶାସକ ବିଜୁ ଜନତା ଦଳ କଳେ ବଳେ କୌଶଳେ ନିର୍ବାଚନ ବୈତରଣୀ ପାର ହେବା ପାଇଁ ସବୁ ପ୍ରକାର ଅନୈତିକ, ଅଗଣତାନ୍ତ୍ରିକ, ଅସାମ୍ବିଧାନିକ ବାଟକୁ ହାତେଇବାକୁ ପଛାଉନାହିଁ । ଅନେକ ସାଧାରଣ ନୀରିହ ଶହ ଶହ ନାଗରିକମାନଙ୍କୁ ପୋଲିସ ୧୦୭, ୧୧୦ର ମିଥ୍ୟା ନୋଟିସ୍ ଦେଇଥିବାର ଅଭିଯୋଗ ନେଇ ଆମ କାର୍ଯ୍ୟାଳୟକୁ ଆସୁଛନ୍ତି । ସେମାନଙ୍କୁ ଧମକ ଚମକ ଦେଇ ଡରେଇବା ଆରମ୍ଭ କରିଦେଇଛି ସ୍ଥାନୀୟ ପୋଲିସ ।

ସେହିପରି ୯୩୨ଜଣ ଭାରତୀୟ ଜନତା ପାର୍ଟି କାର୍ଯ୍ୟକର୍ତାଙ୍କ ନାମକୁ ଖୋଜି ଖୋଜି ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ପୋଲିସ ପ୍ରଶାସନ ସେମାନଙ୍କୁ ୧୦୭, ୧୧୦ର ନୋଟିସ୍ ଦେଇଛନ୍ତି । ସବୁଠୁ ଆଶ୍ଚର୍ଯ୍ୟ କଥା ଭଦ୍ରକ ଜିଲ୍ଲା ପୋଲିସ ଶାସକ ଦଳର କଥାରେ ପରିଚାଳିତ ହେବା ସହ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତାଙ୍କୁ ମେଂଟାଲି ହାରାସମେଂଟ, ଧାମନଗର ନିର୍ବାଚନ ମଣ୍ଡଳୀରୁ ପ୍ରଚାର କରିବାରୁ ବଂଚିତ କରିବାର ସମସ୍ତ ପରିକଳ୍ପିତ ଯୋଜନା କରୁଛି ଯାହା ଅନୈତିକ ଓ ଅସାମ୍ବିଧାନିକ ବୋଲି ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି । ଯେଉଁଠି ସ୍ଥାନୀୟ ତହସିଲଦାର(ଏଜୁକ୍ୟୁଟିଭ ମାଜିଷ୍ଟେଟ୍‌) ପିସ୍ ବଣ୍ଡ୍ ଦେଲେ ଚଳିବ ସେଠି ପୋଲିସ ଏସଡିଜେଏମ୍ କୋର୍ଟରେ ଅଣ୍ଡର ଟେକିଂ ଦେବା ପାଇଁ ବାଧ୍ୟ କରୁଛି ।

ପ୍ରଥମତଃ ମିଥ୍ୟା କେସ୍ ନୋଟିସ୍ ଦେଇ ଭୟଭୀତ କରାଯାଉଛି । ତା’ପରେ ଭଦ୍ରକ ଦୌଡେଇ ସମୟ ନଷ୍ଟ କରିବା ସହ ବିଜେପି କାର୍ଯ୍ୟକର୍ତା କିପରି ପ୍ରଚାର କାର୍ଯ୍ୟରୁ ନିବୃତ ରହିବେ ତାହାର ଷଡଯନ୍ତ୍ର ରଚନା କରିଛି ପୋଲିସ । ଆତ୍ମବିଶ୍ୱାସ ହରାଇ ଥିବା ବିଜୁ ଜନତା ଦଳ ହାରିବା ଭୟରେ ଔଷଧ ବିକଳରେ ତାଟିଆ କାମୁଡୁଛି ବୋଲି ଡ. ଲେଖାଶ୍ରୀ କହିଛନ୍ତି । ଭଦ୍ରକ ପୋଲିସ ବିଜେପିର କାର୍ଯ୍ୟକର୍ତାଙ୍କୁ ଟାର୍ଗେଟ କରିଥିବାରୁ ଭାରତୀୟ ଜନତା ପାର୍ଟି ଏହାକୁ ଘୋର ନିନ୍ଦା କରିବା ସହ ଏହା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସିଇଓଙ୍କୁ ଭେଟି ବିଜେପି ଦାବି କରିଛି । ଭଦ୍ରକ ଜିଲ୍ଲା ପ୍ରଶାସନ ଓ ପୋଲିସ ଯେଉଁ କାର୍ଯ୍ୟ କରୁଛନ୍ତି ତାହା ଭାରତୀୟ ସମ୍ବିଧାନ ପ୍ରତି କୁଠାରଘାତ ଭଳି ।

ଭଦ୍ରକ ଜିଲ୍ଲା ପ୍ରଶାସନ ବିଜୁ ଜନତା ଦଳର ଚାମଚାଗିରି ଛାଡି ଜନହିତରେ କାର୍ଯ୍ୟକରନ୍ତୁ । ଆଇନକୁ ନିଜ ବାଟରେ ନନେଇ ଆଇନକୁ ତା’ବାଟରେ ପରିଚାଳିତ କରନ୍ତୁ ଜିଲ୍ଲା ପ୍ରଶାସନ ଓ ରାଜ୍ୟ ସରକାର ବୋଲି ଡ. ଲେଖାଶ୍ରୀ କହିଛନ୍ତି । ଏହି ପ୍ରତିନିଧି ମଣ୍ଡଳୀରେ ରାଜ୍ୟ ଉପସଭାନେତ୍ରୀ ଅନିତା ଶୁଭଦର୍ଶୀନି ପଟ୍ଟନାୟକ, ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ, ଲିଗାଲ ସେଲ ରାଜ୍ୟ ସଂଯୋଜକ ଜୟନ୍ତ ଜେନା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଜ୍ଜନ ଶର୍ମା, ମହିଳା ମୋର୍ଚ୍ଚା ଉପସଭାନେତ୍ରୀ କସ୍ତୁରୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଠରନଳାରେ ନୂଆ ମଦ ଦୋକାନକୁ ବିରୋଧ

ଅଠରନଳାରେ ନୂଆ ମଦ ଦୋକାନକୁ ବିରୋଧ

July 30, 2026
ଭାରତ ବିକାଶ ପରିଷଦ ତରଫରୁ ଚାରl ବଣ୍ଟନ ଓ ବୃକ୍ଷରୋପଣ

ଭାରତ ବିକାଶ ପରିଷଦ ତରଫରୁ ଚାରl ବଣ୍ଟନ ଓ ବୃକ୍ଷରୋପଣ

July 30, 2026
ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ

July 30, 2026
ପାରଳାଖେମୁଣ୍ଡି ଠାରେ ରଥଯାତ୍ରା ପାଳନ ଉପଲକ୍ଷେ ଚାଲିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

ପାରଳାଖେମୁଣ୍ଡି ଠାରେ ରଥଯାତ୍ରା ପାଳନ ଉପଲକ୍ଷେ ଚାଲିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

July 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଠରନଳାରେ ନୂଆ ମଦ ଦୋକାନକୁ ବିରୋଧ

ଅଠରନଳାରେ ନୂଆ ମଦ ଦୋକାନକୁ ବିରୋଧ

July 30, 2026
ଭାରତ ବିକାଶ ପରିଷଦ ତରଫରୁ ଚାରl ବଣ୍ଟନ ଓ ବୃକ୍ଷରୋପଣ

ଭାରତ ବିକାଶ ପରିଷଦ ତରଫରୁ ଚାରl ବଣ୍ଟନ ଓ ବୃକ୍ଷରୋପଣ

July 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version