• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀଉପଲକ୍ଷେ ଶାନ୍ତି ଶୋଭାଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
October 27, 2022
in ଓଡ଼ିଶା, ମହାନଗର, ହୋମ୍
0
ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀଉପଲକ୍ଷେ ଶାନ୍ତି ଶୋଭାଯାତ୍ରା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଅକ୍ଟୋବର , ଗୁରୁବାର ) ଭୁବନେଶ୍ୱର :- ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ତଥା ପୂଜା ମହୋତ୍ସବ ସମାରୋହ ଆସନ୍ତାକାଲି ଅନୁଷ୍ଠିତ ହେବ । ଏହା ପୂର୍ବରୁ ଆଜି ସକାଳେ ଭୁବନେଶ୍ୱରରେ ଶାନ୍ତି ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୁର୍ବ ନିର୍ଦ୍ଧାରିତ ସମୟ ସକାଳ ୯ ଘଣ୍ଚା ସମୟରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଫୁଲ୍ଲ କୁମାର ସ୍ଵାଇଁଙ୍କ ଉପସ୍ଥିତିରେ ଜାପାନର ବୌଦ୍ଧ ଭିକ୍ଷୁ ଟାକାଓ ଟାକାଡୋ ଅତିଥି ଭାବେ ଯୋଗଦେଇ ପତାକା ହଲାଇ ଏହି  ଶାନ୍ତି ପଦଯାତ୍ରାର ଶୁଭ  ଉଦଘାଟନ କରିଥିଲେ ।  ରାଜ୍ୟ ସରକାର , କଳିଙ୍ଗ ନିପ୍ପନ  ବୁଦ୍ଧ ସଂଘ ,ଧଉଳି ଉନ୍ନୟନ ପରିଷଦ କମିଟିର ମିଳିତ ଆନୁକୁଲ୍ୟରେଆସନ୍ତା କାଲି 28 ତାରିଖରେ  ଅନୁଷ୍ଠିତ ହେଉଥିବା ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉପଲକ୍ଷେ ଆଜି ଅନୁଷ୍ଠିତ ଏହି ଶାନ୍ତି ପଦଯାତ୍ରାରେ ବିଭିନ୍ନ ଦେଶରୁ ଆସିଥିବା ବୌଦ୍ଧ ଭିକ୍ଷୁ, ସାଧୁସନ୍ଥମାନେ ଯୋଗ ଦେଇଥିଲେ ।ବୌଦ୍ଧ ଭିକ୍ଷୁ ଓ ଅତିଥିମାନେ ପ୍ରଥମେ  ଭୁବନେଶ୍ୱର ସ୍ଥିତ ସ୍ଵତନ୍ତ୍ର ପ୍ରଦକ୍ଷିଣ ଗୃହରୁ ବାହାରି ପଦଯାତ୍ରାରେ  ପଥ ସାରା ଢୋଲ ବାଦନପୂର୍ବକ ଶାନ୍ତି ମନ୍ତ୍ର ନା -ମ୍ୟୁ-ମ୍ୟୋ -ହୋ- ରେନ୍ – ଗେ- କ୍ୟୋ- ଉଚ୍ଚାରଣ  କରି  ରାଜଭବନ ଛକ ଦେଇ ଏ.  ଜି ଛକ ପର୍ଯ୍ୟନ୍ତ ଅତିକ୍ରମ କରିଥିଲେ । ଏହା ପରେ ସମସ୍ତ ଅତିଥିମାନେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ  ନିଗମର ସ୍ଵତନ୍ତ୍ର ବସ ଯୋଗେ ଧଉଳି ଛକରେ ପହଞ୍ଚିଥିଲେ । ସେଠାରୁ ସେମାନେ ପୁନଶ୍ଚ ପଦଯାତ୍ରାରେ ବାହାରି  ଧଉଳି ଶାନ୍ତି ସ୍ତୁପ ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ । ଧଉଳି ଶାନ୍ତିସ୍ତୂପ ପଦଦେଶରେ ଥିବା  ଥିବା ସମ୍ରାଟ ଅଶୋକଙ୍କ ଶିଳାଲେଖ ଠାରେ ପ୍ରାର୍ଥନା  କରିଥିଲେ  । ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ତଥା ଭୁବନେଶ୍ୱର ଉପଖଣ୍ଡ ପ୍ରଶାସନର  ସମସ୍ତ ଅଧିକାରୀ ଓ ଅନ୍ୟ କର୍ମଚାରୀମାନେ ଏହି ପଦ ଯାତ୍ରାକୁ ସଫଳ କରିବାରେ ସକ୍ରିୟ  ଅଂଶ ଗ୍ରହଣ କରିଥିଲେ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏବଂ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ  ଦେଶ ବିଦେଶରୁ ଆସିଥିବା ଏହି  ବୌଦ୍ଧ ଭିକ୍ଷୁମାନଙ୍କୁ ସାକ୍ଷାତ କରିଥିଲେ । ନୂତନ ଭାବେ ଓଡ଼ିଶା ଗସ୍ତ କରିଥିବା ବୌଦ୍ଧ ଭିକ୍ଷୁମାନେ ଧଉଳି ଶାନ୍ତି ସ୍ତୁପ ପରିଦର୍ଶନ କରି ଅତ୍ୟନ୍ତ ଭାବବିହ୍ୱଳ ହୋଇଥିଲେ । ଏହି ଅବସରରେ ଧଉଳି ଠାରେ ଶାନ୍ତି ଓ ଅହିଂସାର ବାର୍ତ୍ତା ବହନ କରିଆସୁଥିବାକେତେକ ସଂଖ୍ୟକ ଅଶ୍ୱତ୍ଥ ବୃକ୍ଷ ଅତିଥିମାନଙ୍କ ଦ୍ବାରା ରୋପଣ କରାଯାଇଥିଲା । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version