• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅପରାଧ ମୁକ୍ତ ସୁନାଖଳା କରିବା ପାଇଁ ଅଣ୍ଟା ଭିଡିଛନ୍ତି : ସୁନାଖଳା ଫାଣ୍ଡି ଅଧିକାରୀ

Proprietor Abhimanyu Maharana by Proprietor Abhimanyu Maharana
October 29, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଅପରାଧ ମୁକ୍ତ ସୁନାଖଳା କରିବା ପାଇଁ ଅଣ୍ଟା ଭିଡିଛନ୍ତି : ସୁନାଖଳା ଫାଣ୍ଡି  ଅଧିକାରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୯ ଅକ୍ଟୋବର ଶନିବାର ) ସୁନାଖଳା :- ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ସୁନାଖଳାର ଫାଣ୍ଡି ଅଧିକାରୀ ଏବେ ଅପରାଧ ମୁକ୍ତ ସୁନାଖଳା କରିବା ପାଇଁ ଅଣ୍ଟା ଭିଡିଛନ୍ତି  । ପୂର୍ବରୁ ସୁନାଖଳା ରେ ଚୋରି , ଗୁଳିକାଣ୍ଡ ଭଳି ଅପରାଧ ମୂଳକ ମାମଲା ରହିଛି ଯାହାକି ଲୋକଙ୍କୁ ଆତଙ୍କିତ କରି ରଖିଥିଲା । ତେବେ ରଣପୁର ବ୍ଲକ ସୁନାଖଳା ସ୍ଥିତ ଫାଣ୍ଡିରେ ପୋଲିସ ଅଧିକାରୀ ଶ୍ରୀ ପ୍ରୀତି ପ୍ରକାଶ ମହାନ୍ତି ଙ୍କ ଦାୟିତ୍ଵ ଗ୍ରହଣ  ପରେ ସୁନାଖଳାରେ ଅପରାଧମୂଳକ କାର୍ଯ୍ୟ ବନ୍ଦ ହୋଇଯାଇଥିବା ଦେଖିବାକୁ ମିଳିଛି । ଶ୍ରୀ ମହାନ୍ତି ପୂର୍ବରୁ ରଣପୁର ବ୍ଲକ ଅନ୍ତର୍ଗତ ପୋଲିସ ଥାନା ରେ ତଦନ୍ତକାରି ଅଧିକାରୀ (ସବ୍ ଇନ୍ପେକ୍ଟର) ଭାବେ କାର୍ଯ୍ୟରତ ଥିଲେ ସେହି ସମୟରେ ବହୁ ଅପରାଧୀକ ମାମଲା ର ତଦନ୍ତ କରି ଅପରାଧୀ ମାନଙ୍କୁ ଧରିବାରେ ସକ୍ଷମ ହୋଇଥିଲେ ।

ପରେ ରଣପୁର ରୁ ସୁନାଖଳା ଫାଣ୍ଡି କୁ ଇନ୍ସପେକ୍ଟର ଭାବେ ନିଯୁକ୍ତି ପାଇ ସୁନଖଳାରେ ନିଜର ବାହାଦୂରୀତା ପ୍ରଦର୍ଶନ କରିଛନ୍ତି । ପୋଲିସ ପକ୍ଷରୁ ସୁନାଖଳା ଅଞ୍ଚଳରେ ଅପରାଧିକ ମୂଳକ କାର୍ଯ୍ୟକୁ ରୋକିବା ପାଇଁ ସବୁବେଳେ ପୋଲିସ ପେଟ୍ରୋଲିଂ କରୁଥିବା ଦେଖିବାକୁ ମିଳିଛି । ରଣପୁରରୁ ସୁନାଖଳା ଯାଉଥିବା ଜାତୀୟ ରାଜପଥ ମଧ୍ୟରେ ଥିବା ଚୋରି ,ଅପରାଧବହୁଳ ଅଞ୍ଚଳ କୋଟଗଡ଼ ଘାଟି ରାସ୍ତା ଏବେ ସୁରକ୍ଷିତ ମନେ ହୋଇଛି ।

ତେବେ ସୁନାଖଳା ପୋଲିସ ଅଧିକାରୀ ଙ୍କ ଦ୍ବାରା ଦିନ ରାତି ପୋଲିସ ପେଟ୍ରୋଲିଂ କରି ଅପରାଧୀ ମାନଙ୍କୁ ସତର୍କ କରିବା ସହ ଉକ୍ତ ଘାଟି ରାସ୍ତା ରେ ହେଉଥିବା ଅପରାଧକୁ ରୋକିବାରେ ସକ୍ଷମ ହୋଇଥିବା ଜଣା ଯାଉଛି । ଅଗକୁ ସୁନାଖଳା ଅଞ୍ଚଳ ଟି ସୁରକ୍ଷିତ ରହିବା ସଙ୍ଗେ ସଙ୍ଗେ ଅପରାଧ ମୁକ୍ତ , ଆତଙ୍କମୁକ୍ତ ଅଞ୍ଚଳ କରିବାକୁ ପ୍ରାୟାସ ଜାରି ରଖିବେ ବୋଲି ପୋଲିସ ଅଧିକାରୀ ଶ୍ରୀ ମହାନ୍ତି ପ୍ରତିକ୍ରିୟା ରଖିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version