• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିକାଶର ନୂଆ ସୋପାନରେ ବରଗଡ ଜିଲ୍ଲା : ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ପଦ୍ମପୁରରେ ୪୮୮ କୋଟି ଟଙ୍କାର ନୂଆ ପ୍ରକଳ୍ପର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
October 29, 2022
in ଓଡ଼ିଶା, ବରଗଡ଼, ହୋମ୍
0
ବିକାଶର ନୂଆ ସୋପାନରେ ବରଗଡ ଜିଲ୍ଲା : ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ପଦ୍ମପୁରରେ ୪୮୮ କୋଟି ଟଙ୍କାର ନୂଆ ପ୍ରକଳ୍ପର ଶୁଭାରମ୍ଭ
Share on FacebookShare on TwitterWhatsapp

ସମସ୍ତଙ୍କ ସହଯୋଗରେ ପଦ୍ମପୁରକୁ ବିକାଶର ଏକ ମଡେଲ କରାଯିବ – ମୁଖ୍ୟମନ୍ତ୍ରୀ

ଚାଷୀ ମାନଙ୍କ ଫସଲ ବୀମା କ୍ଷତି ପୂରଣ ସମସ୍ୟା ସମାଧାନ ପାଇଁ ଚେଷ୍ଟା ଜାରି ରଖିବି – ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ (୨୯ ଅକ୍ଟୋବର ଶନିବାର ) ପଦ୍ମପୁର :- ଓଡିଶାରେ ଆଜି ବିକାଶର ମାର୍ଗ ପ୍ରଶସ୍ତ ହୋଇଛି । ବିକାଶର ଗତି ମଧ୍ୟ କ୍ଷୀପ୍ର ହୋଇଛି । ସବୁଠାରେ ବିକାଶର ପଦଚିହ୍ନ ସୁସ୍ପଷ୍ଟ । କୃଷି ଉତ୍ପାଦନ, ଖାଦ୍ୟ ସୁରକ୍ଷା, ମହିଳା ସଶକ୍ତିକରଣ, ୫-ଟି ସ୍କୁଲ ରୂପାନ୍ତର, ସ୍ବାସ୍ଥ୍ୟସେବା – ସବୁ କ୍ଷେତ୍ରରେ ଓଡିଶା ଆଜି ବିକାଶର ଏକ ନୂଆସ୍ତରରେ ଅଗ୍ରସର ହେଉଛି । ଏହି କ୍ରମରେ ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ବିକାଶର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ସମସ୍ତଙ୍କ ସହଯୋଗରେ ପଦ୍ମପୁର ଅଞ୍ଚଳ ବିକାଶର ଏକ ମଡେଲ ହୋଇପାରିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ପଦ୍ମପୁର ଅଞ୍ଚଳର ବିକାଶକୁ ଆଗେଇ ନେବାରେ ଏ ସବୁ ପ୍ରକଳ୍ପ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି। ବିକାଶର ଏହି ଧାରା ଆହୁରି ଆଗକୁ ବଢିବ ବୋଲି ମଧ୍ୟ ସେ କହିଛନ୍ତି । ବିକାଶ ହେଉଛି ଆମର ପରିଚୟ। ଚାଷୀ, ମହିଳା, ଯୁବବର୍ଗ ମାନଙ୍କୁ ସଶକ୍ତ କରି ସାରା ଓଡିଶାକୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି।ପଦ୍ମପୁର ଓଡିଶାର ଭାତହାଣ୍ଡି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାକୁ ସବୁଠାରୁ ଅଧିକ ଚାଉଳ ପଦ୍ମପୁର ହିଁ ଯୋଗାଇ ଦେଉଛି । ପଦ୍ମପୁରର ଚାଷୀମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କାର ୨୦ଟି ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଥିଲେ । ତା ସହିତ କୃଷି ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବରଗଡ଼, ପଦ୍ମପୁର ଅଞ୍ଚଳର ଅନେକ ଚାଷୀ ଏ ପର୍ଯ୍ୟନ୍ତ crop insurance tanka ପାଇନାହାନ୍ତି .ଆପଣ ମାନେ ଜାଣନ୍ତି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଭରତ ସରକାରଙ୍କ ଯୋଜନା. ତେଣୁ ଭରତ ସରକାର ଙ୍କ ସହ ଆପଣ ମାନଙ୍କ ସମସ୍ୟା ବିଷୟରେ ଆଲୋଚନା କରି ସମାଧାନ ପାଇଁ ମୁଁ ବାରମ୍ବାର ଚେଷ୍ଟା ଜାରୀ ରଖିଛି .ଏହାସହିତ ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାମର ଶୁଭାରମ୍ଭ କରାଯିବା ସହିତ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ୬୦ ଲକ୍ଷ ଟଙ୍କାରେ ୪ଟି ଗ୍ରାମୀଣ ବଜାର ଓ ୪ କୋଟି ୨୨ ଲକ୍ଷ ଟଙ୍କାରେ ୧୬ଟି ପୌରାଞ୍ଚଳ ଭିତ୍ତିଭୂମି ଯୋଜନା ମଧ୍ୟ ଆରମ୍ଭ କରାଯାଇଛି । ପ୍ରଭୁ ନୃସିଂହନାଥଙ୍କ ଆଶୀର୍ବାଦ ପଦ୍ମପୁର ମାଟିକୁ ପବିତ୍ର କରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ଥାନୀୟ ଲୋକଙ୍କ ରୋଜଗାର ବଢାଇବା ପାଇଁ ଏ ପୀଠର ବିକାଶ ପାଇଁ କାମ ଆରମ୍ଭ ହୋଇଛି। ନୃସିଂହନାଥ ଓ ବେଦ ବରାହ ପୀଠର ବିକାଶ ପାଇଁ ୨୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଥିଲେ ।ସେହିପରି ଶିକ୍ଷାର ବିକାଶରେ ୫-ଟି ସ୍କୁଲ ରୂପାନ୍ତର ବିଶେଷ ଭୂମିକା ନେଇଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ପଦ୍ମପୁରର ୩୦ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଉ ୪୪ଟି ପାଇଁ କାମ ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ଏହା ସହିତ ଆଜି ପଦ୍ମପୁର ଅଞ୍ଚଳର ୩ଟି ବ୍ଲକ୍‌ ଓ ସହରାଞ୍ଚଳ ପାଇଁ ୩୦ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଉଦ୍‌ଘାଟିତ ହୋଇଥିଲା । ଏଥିରେ ୨୦ଟି କଲ୍ୟାଣମଣ୍ଡପ ସହିତ ପଞ୍ଚାୟତ ଭବନ, ଗ୍ରାମୀଣ ବଜାର ଓ କମନ୍ ଫାସିଲିଟି ସେଣ୍ଟର କରାଯାଇଛି ।ଏହି କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଚନ ପୂଜାରୀ, ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ଭଟଲୀ ବିଧାୟକ ଶ୍ରୀ ସୁଷାନ୍ତ ସିଂ, ବରଗଡ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ ଓ ଅତାବିରା ବିଧାୟକ ଶ୍ରୀମତୀ ସ୍ନେହାଙ୍ଗୀନି ଛୁରିଆ ,ତହସିଲଦାର ତାପସ ବିଶି ପ୍ରମୁଖ ଯୋଗ ଦେଇ ଓଡିଶାରେ ବିକାଶର ଏକ ନୂଆ ଧାରାମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

March 13, 2026
ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

March 13, 2026
Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

March 12, 2026
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

March 13, 2026
ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version