• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସର୍ବଭାରତୀୟ ସ୍ତରରେ ନାଁ ରଖିଲେ ବରଗଡ଼ ର ଝିଅ ନବ୍ୟା ନବେଲି ଆଚାର୍ଯ୍ୟ

Proprietor Abhimanyu Maharana by Proprietor Abhimanyu Maharana
October 31, 2022
in ଓଡ଼ିଶା, ବରଗଡ଼, ହୋମ୍
0
ସର୍ବଭାରତୀୟ ସ୍ତରରେ ନାଁ ରଖିଲେ ବରଗଡ଼ ର ଝିଅ ନବ୍ୟା ନବେଲି ଆଚାର୍ଯ୍ୟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୦ ଅକ୍ଟୋବର ରବିବାର ) ବରଗଡ଼ :- ମୁମ୍ବାଇ ସ୍ଥିତ ଭାବା ଏଟମିକ ରିସର୍ଚ୍ଚ ପରିସରରେ ଚାଲିଥିବା ସର୍ବ ଭାରତୀୟ ପ୍ରବନ୍ଧ ପ୍ରତିଯୋଗିତାରେ ବରଗଡ଼ ର ଝିଅ ନବ୍ୟା ନବେଲି ଆଚାର୍ଯ୍ୟ ପ୍ରଥମ ସ୍ଥାନ ଅଧିକାର କରି ବରଗଡ଼ ଜିଲ୍ଲା ତଥା ସମଗ୍ର ଓଡିଶା ପାଇଁ ଗୌରବ ଆଣିବା ସହ ୨୫ ହଜାର ଟଙ୍କା ନଗଦ ପୁରସ୍କାର ରାଶି ଜିତିଛନ୍ତି । ଭାରତ ସରକାରଙ୍କ ଆଣବିକ ଶକ୍ତି ବିଭାଗ ପକ୍ଷରୁ ଆୟୋଜିତ ୩୪ ତମ ସର୍ବଭାରତୀୟ ପ୍ରବନ୍ଧ ପ୍ରତିଯୋଗିତାରେ ବରଗଡ଼ ର ଝିଅ ନବ୍ୟା ନବେଲୀ ଆଚାର୍ଯ୍ୟ ପ୍ରଥମ ୧୦ ଜଣ ରେ ନିଜର ସ୍ଥାନ ବଜାୟ ରଖିବା ପରେ ମୁମ୍ବାଇରେ ଥିବା ଭାବା ଆଣବିକ ପ୍ରତିଷ୍ଠାନରେ “Neuclear Power-Secured Energy Source towards ଆତ୍ମନିର୍ଭର ଭାରତ” ଶୀର୍ଷକ ରେ ନିଜର ମୌଖିକ ଉପସ୍ଥାପନା(Oral Presentation ) କରି ଏହି ଉପଲବ୍ଧି ହାସଲ କରିଛନ୍ତି ।

ବର୍ତ୍ତମାନ ସେ ଦିଲ୍ଲୀ ବିଶ୍ଵବିଦ୍ୟାଳୟ ଅଧିନସ୍ତ କିରୋରି ମଲ୍ଲ କଲେଜ ରେ ଯୁକ୍ତ ତିନି ପଦାର୍ଥ ବିଜ୍ଞାନ ବିଭାଗର ଦ୍ଵିତୀୟ ବର୍ଷର ଛାତ୍ରୀ ଅଟନ୍ତି । ବରଗଡ଼ ଶିବାନନ୍ଦ ନଗର ନିବାସୀ ପ୍ରକାଶ ଆଚାର୍ଯ୍ୟ ଙ୍କ ଝିଅ ତଥା ବରଗଡ଼ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ର ର ଛାତ୍ରୀ ଥିବା ନବ୍ୟା ନବେଲି ୨୦୧୮ ମସିହାରେ ମେଟ୍ରିକ ପରୀକ୍ଷା ରେ ୯୫.୫ ପ୍ରତିଶତ ମାର୍କ ରଖି ସମଗ୍ର ଜିଲ୍ଲାରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ । ସେହିପରି ୨୦୨୦ ରେ ଯୁକ୍ତଦୁଇ ବିଜ୍ଞାନ ପରୀକ୍ଷାରେ ୯୯ ପ୍ରତିଶତ ମାର୍କ ରଖି ଅଞ୍ଚଳ ପାଇଁ ସୁନାମ ଆଣିଥିଲେ ।ଭବିଷ୍ୟତ ରେ ଜଣେ ବୈଜ୍ଞାନିକ ହେବାପାଇଁ ଲକ୍ଷ୍ୟ ରଖିଥିବା ନବ୍ୟା ନବେଲି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version