• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅର୍ଚ୍ଚନା ନାଗ ଘଟଣାର ଦୋଷୀମାନଙ୍କୁ ଆଇନର ପରିଧି ଭିତରକୁ ଟାଣିବାକୁ ବାଟ ଓଗାଳିଛନ୍ତି ନବୀନ ସରକାର – ଶରତ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
October 31, 2022
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ଅର୍ଚ୍ଚନା ନାଗ ଘଟଣାର ଦୋଷୀମାନଙ୍କୁ ଆଇନର ପରିଧି ଭିତରକୁ ଟାଣିବାକୁ ବାଟ ଓଗାଳିଛନ୍ତି ନବୀନ ସରକାର – ଶରତ ପଟ୍ଟନାୟକ
Share on FacebookShare on TwitterWhatsapp

ଅର୍ଚ୍ଚନା ନାଗ ଘଟଣାର ମୁଖ୍ୟମନ୍ତ୍ରୀଙ୍କର ସଂପୂର୍ଣ୍ଣ ନିରବତା ଏ ଘଟଣାକୁ ଚପାଇ ଦେବା ପାଇଁକି..? ପ୍ରଦେଶ କଂଗ୍ରେସ ସଭାପତି

ଓଡ଼ିଶା ତାଜା ନ୍ୟୁଜ (୩୦ ଅକ୍ଟୋବର ରବିବାର ) ଭୁବନେଶ୍ୱର :- ଅର୍ଚ୍ଚନା ନାଗ ଘଟଣା ସାରା ରାଜ୍ୟକୁ ଉଠାଇବା ପକାଇବା ସହିତ ସାରା ଦେଶରେ ଏ ଘଟଣାର ଆଲୋଚନା ହେଉଛି । ଏ କୁତ୍ସିତ ଘଟଣାକୁ ନେଇ ଆଜି ଓଡ଼ିଶା ସାରା ଦେଶରେ ଅପବାଦର ଶିକାର ହୋଇଛି । ଏହାଦ୍ୱାର ଓଡ଼ିଶାର ନାରୀ ସମାଜ ମଧ୍ୟ ବହୁଭାବରେ ନିନ୍ଦିତ ଓ ଅପମାନିତ ହେଉଛନ୍ତି । ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆହୁତ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକ ଓଡ଼ିଶାରେ ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ଘଟଣାର ମୁଖ୍ୟମନ୍ତ୍ରୀଙ୍କ ସଂପୂର୍ଣ୍ଣ ନିରବତାକୁ ପ୍ରଶ୍ନ ଉଠାଇଛନ୍ତି । ଶ୍ରୀଯୁକ୍ତ ପଟ୍ଟନାୟକ ସାମ୍ବାଦିକ ମାନଙ୍କୁ କହିଲେ ଯେ ଅର୍ଚ୍ଚନା ନାଗ ଗିରଫ ହେବାର ଦୀର୍ଘଦିନ ପରେ ମଧ୍ୟ ଏହି ଘଟଣାରେ ଯେଉଁ ସବୁ ବ୍ୟକ୍ତିମାନେ ସଂପୃକ୍ତ ଅଛନ୍ତି ସେମାନଙ୍କ ବିରୁଦ୍ଧରେ ଏ ପର୍ଯ୍ୟନ୍ତ କାହିଁକି କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ ।

ଓଡ଼ିଶାର ପୋଲିସ ବିଭାଗର ବରିଷ୍ଠ ପଦାଧିକାରୀ ତଥା ଭୁବନେଶ୍ୱର ପୋଲିସ କମିଶନର ଏବଂ ଡିସିପି ଏଭଳି ଏକ ଘୃଣ୍ୟ ଏବଂ ଷଡ଼ଯନ୍ତ୍ରପୂର୍ଣ୍ଣ ଘଟଣାକୁ କାହିଁକି ନିଷ୍ଠା ଓ ନିରପେକ୍ଷ ଭାବେ ତଦନ୍ତ କରି ନାହାନ୍ତି..? ଏଭଳି ଘୃଣ୍ୟ କାର୍ଯ୍ୟରେ ଯେଉଁମାନେ ଅର୍ଚ୍ଚନା ନାଗଙ୍କୁ ସାହାଯ୍ୟ କରିଛନ୍ତି ଏବଂ ସମାଜରେ ଯେଉଁ ପ୍ରତିଷ୍ଠିତ ବର୍ଗ ଯଥା ବଡ଼ ବଡ଼ ବ୍ୟବସାୟୀ, ଶିଳ୍ପପତି, ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ବହୁ ନେତୃବର୍ଗ ଏବଂ ଓଡ଼ିଶାର ବହୁ ପ୍ରଶାସନିକ ଅଧିକାରୀ ମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ପୋଲିସର ଏତେ ବିଳମ୍ବ କାହିଁକି…? ଓଡ଼ିଶାର ମୁଖ୍ୟମନ୍ତ୍ରୀ କଥା କଥାକେ ନାରୀ ଜାତିଙ୍କ ପ୍ରତି ତାଙ୍କ ଅଶେଷ ସମ୍ମାନ ଥିବା କହୁଥିବା ବେଳେ ଦୀର୍ଘ ୨୨ ବର୍ଷ ଭିତରେ ଏ ରାଜ୍ୟରେ ବେବିନା, ଇତିଶ୍ରୀ, ମାଧବୀଲତା, ମମିତା, ପରୀ ଓ ପିହୁକୁ ଏ ରାଜ୍ୟ ସରକାର ନ୍ୟାୟ ଦେଇପାରିଛନ୍ତିକି..? ୨୨ ବର୍ଷ ଭିତରେ ବିଜେଡ଼ି ସରକାରର ଅର୍ଦ୍ଧାଧିକ ମନ୍ତ୍ରୀମାନଙ୍କ ବିରୋଧରେ ହତ୍ୟା,

ଧର୍ଷଣ ଓ ଅନ୍ୟାନ୍ୟ ସଂଗୀନ ଅଭିଯୋଗ ଆଣିବା ସହିତ ବହୁ ପ୍ରମାଣ ପତ୍ର ଥାଇ ମଧ୍ୟ ଖୋଦ ମୁଖ୍ୟମନ୍ତ୍ରୀ ଏମାନଙ୍କୁ ନା ମନ୍ତ୍ରୀମଣ୍ଡଳରୁ ବରଖାସ୍ତ କରିଛନ୍ତି ନା ଦଳରୁ ବିଦା କରିଛନ୍ତି । ଗୋଟେ ପଟେ ପ୍ରତିଦିନ ମହିଳା ମାନଙ୍କ ପ୍ରତି ଅତ୍ୟଚାର ବୃଦ୍ଧି ଘଟିବା ସହିତ ଆଜି ଓଡ଼ିଶା ମହିଳାମାନଙ୍କ ପ୍ରତି ହିଂସା, ଦୁଷ୍କର୍ମ କ୍ଷେତ୍ରରେ ଭାରତ ବର୍ଷରେ ପ୍ରଥମ ରାଜ୍ୟ । ଛୋଟ ପିଲା ଚୋରୀ ଏ ରାଜ୍ୟର ଏକ ନିତିଦିନିଆ ଘଟଣା । କିନ୍ତୁ ମୁଖ୍ୟମନ୍ତ୍ରୀ ଏ ରାଜ୍ୟବାସୀଙ୍କୁ ଉପହାସ କଲାଭଳି କହନ୍ତି ୪.୫ କୋଟି ଓଡ଼ିଆ ତାଙ୍କ ପରିବାରବର୍ଗ । ବିଜୁ ଜନତା ଦଳ ଯଦି ଏକ ସାମାଜିକ ଆନ୍ଦୋଳନ ତାହାହେଲେ ସେ ଦଳର ଅର୍ଦ୍ଧାଧିକ ନେତାଙ୍କର ମହିଳା ଦୁଷ୍କର୍ମ ଓ ସଂଗୀନ ଅଭିଯୋଗରେ ଜଡ଼ିତ ହେବା ଏହା କେଉଁ ଦୀଗ ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି ତାହା ମୁଖ୍ୟମନ୍ତ୍ରୀ ପ୍ରକାଶ କରନ୍ତୁ ବୋଲି ଶ୍ରୀ ପଟ୍ଟନାୟକ ପଚାରିଛନ୍ତି ।

ଆଇନ ତା ବାଟରେ ଯାଉଛି ବୋଲି କହି ଖୋଦ ମୁଖ୍ୟମନ୍ତ୍ରୀ ଆଇନର ବାଟ ବାରମ୍ବାର ଓଗାଳୁଛନ୍ତି । ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ପଟ୍ଟନାୟକ ଏହି ଘଟଣାର ମାନ୍ୟବର ହାଇକୋର୍ଟଙ୍କ ତତ୍ୱବଧାନରେ ଏସଆଇଟି ତଦନ୍ତ ଦାବି କରିଛନ୍ତି । ଯଦି ଏ ସ୍ପର୍ଷକାତର ଘଟଣାକୁ ସରକାର ଚପାଇ ଦିଅନ୍ତି ତାହେଲେ ଆସନ୍ତା ଦିନରେ କଂଗ୍ରେସ ଏହା ବିରୁଦ୍ଧରେ ଉପଯୁକ୍ତ ଲଢ଼େଇ ଲଢ଼ିବ । ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ମନ୍ତ୍ରୀ ପଂଚାନନ କାନୁନଗୋ ଓ ପ୍ରଦେଶ କଂଗ୍ରେସ ମୁଖପାତ୍ର ରଜନୀ କୁମାର ମହାନ୍ତି ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଠରନଳାରେ ନୂଆ ମଦ ଦୋକାନକୁ ବିରୋଧ

ଅଠରନଳାରେ ନୂଆ ମଦ ଦୋକାନକୁ ବିରୋଧ

July 30, 2026
ଭାରତ ବିକାଶ ପରିଷଦ ତରଫରୁ ଚାରl ବଣ୍ଟନ ଓ ବୃକ୍ଷରୋପଣ

ଭାରତ ବିକାଶ ପରିଷଦ ତରଫରୁ ଚାରl ବଣ୍ଟନ ଓ ବୃକ୍ଷରୋପଣ

July 30, 2026
ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ

July 30, 2026
ପାରଳାଖେମୁଣ୍ଡି ଠାରେ ରଥଯାତ୍ରା ପାଳନ ଉପଲକ୍ଷେ ଚାଲିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

ପାରଳାଖେମୁଣ୍ଡି ଠାରେ ରଥଯାତ୍ରା ପାଳନ ଉପଲକ୍ଷେ ଚାଲିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

July 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଠରନଳାରେ ନୂଆ ମଦ ଦୋକାନକୁ ବିରୋଧ

ଅଠରନଳାରେ ନୂଆ ମଦ ଦୋକାନକୁ ବିରୋଧ

July 30, 2026
ଭାରତ ବିକାଶ ପରିଷଦ ତରଫରୁ ଚାରl ବଣ୍ଟନ ଓ ବୃକ୍ଷରୋପଣ

ଭାରତ ବିକାଶ ପରିଷଦ ତରଫରୁ ଚାରl ବଣ୍ଟନ ଓ ବୃକ୍ଷରୋପଣ

July 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version