• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଦାନ୍ତ ଲାଞ୍ଜିଗଡ଼ ଓଡ଼ିଶା କଳାହାଣ୍ଡିରେ ବର୍ଜ୍ୟରୁ ସଂପଦ ସୃଷ୍ଟି ପାଇଁ ଏମଏସଏମଇ ମାନଙ୍କୁ ପ୍ରୋତ୍ସାହିତ କରୁଛି ଲାଞ୍ଜିଗଡ଼

Proprietor Abhimanyu Maharana by Proprietor Abhimanyu Maharana
November 5, 2022
in ଓଡ଼ିଶା, ଝାରସୁଗୁଡା, ବାଣିଜ୍ୟ, ହୋମ୍
0
Vedanta Lanjigarh fosters waste-to-wealth MSMEs in Kalahandi, Odisha
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୫ ନଭେମ୍ବର ଶନିବାର ) ନଭେମ୍ବର :- ବେଦାନ୍ତ ଲିମିଟେଡ, ଲାଞ୍ଜିଗଡ଼ ଭାରତର ଅଗ୍ରଣୀ ମେଟାର୍ଲଜିକାଲ ଗ୍ରେଡ ଆଲୁମିନା ଉତ୍ପାଦନକାରୀ ଓଡ଼ିଶାର କଳାହାଣ୍ଡି ଜିଲ୍ଲାରେ ବର୍ଜ୍ୟ ବସ୍ତୁକୁ ସଂପଦରେ ପରିଣତ ପାଇଁ ଏମଏସଏମଇକୁ ପ୍ରୋତ୍ସାହିତ କରୁଛି । କମ୍ପାନି ସ୍ଥାନୀୟ ଇଟା ଉତ୍ପାଦନକାରୀଙ୍କୁ ଚୁନ ଗ୍ରୀଟ ଯୋଗାଇ ଆସୁଛି । ଏହା ଦ୍ୱାରା ଶିଳ୍ପ ଉପ ଦ୍ରବ୍ୟକୁ ଏକ ବୃତିଗତ ଅର୍ଥନୀତି ପାଇଁ ମୂଲ୍ୟଯୁକ୍ତ ଉତ୍ପାଦରେ ପରିଣତ ହେବାରେ ସହାୟତା ମିଳୁଛି । ଆଲୁମିନା (ଆଲୁମିନିୟମ ଅକ୍ସାଇଡ) ଉତ୍ପାଦନ ଲାଗି ଚୁନ ଗ୍ରୀଟ ବକ୍ସାଇଟର ଏକ ଉପ ଉତ୍ପାଦ ଭାବରେ ଗ୍ରହଣ କରାଯାଇଥାଏ । କାଗଜକୁ ଧଳା କରିବା, କୁକୁଡ଼ା ଫିଡ ପର୍ଯ୍ୟନ୍ତ ଏହାର ବ୍ୟବହାର ସହ ଜିପସିମ ପାଇଁ ବିକଳ୍ପ ଭାବେ ବିଭିନ୍ନ ସ୍ତରରେ ଏହାର ପ୍ରୟୋଗ ହେଉଛି ।

ବେଦାନ୍ତ ଲାଞ୍ଜିଗଡ଼ ପ୍ରତିବର୍ଷ ୧୦,୫୦୦ ମେଟ୍ରିକ ଟନ ଚୁନ ଗ୍ରୀଟ ଉତ୍ପାଦନ କରିଥାଏ ଯେଉଁଥିରୁ ପ୍ରାୟ ଅଧା କାରଖାନା ମଧ୍ୟରେ ପୁନଃ ବ୍ୟବହାର କରାଯାଇଥାଏ । ସେହିଭଳି କମ୍ପାନି ଭିତରେ ଥର୍ମାଲ ପାୱାର ଉତ୍ପାଦନରୁ ଫ୍ଲାଏ ପାଉଁଶ ସୃଷ୍ଟି ହୋଇଥାଏ । ଉଭୟ ସାମଗ୍ରୀର ସର୍ବାଧିକ ବ୍ୟବହାର ନିଶ୍ଚିତ କରିବାକୁ କମ୍ପାନି ସ୍ଥାନୀୟ ଇଟା କମ୍ପାନି ଗୁଡ଼ିକୁ ଏହା ଯୋଗାଇ ଆସୁଛି । ଜିପସମ୍ ପରି ସମାନ ଗୁଣ ସହିତ ଚୁନ ଗ୍ରୀଟ ହେଉଛି ଶକ୍ତି ଓ ଗୁଣରେ ଇଟା ତିଆରି ପାଇଁ ଏକ ଭଲ ବିକଳ୍ପ । ଶିଳ୍ପ ଉତ୍ପାଦନକୁ ଏକ ବୃତାକାର ସାମଗ୍ରୀରେ ପରିଣତ କରିବାର ଏହି ପଦକ୍ଷେପ ଦ୍ୱାରା ଉଭୟ ପରିବେଶ ସ୍ଥିରତାକୁ ନିଶ୍ଚିତ କରିବାରେ ସାହାଯ୍ୟ କରିବ । ଏହା ବ୍ୟତୀତ ଗ୍ରାମୀଣ ଶିଳ୍ପ ଗୁଡ଼ିକ ଲାଭବାନ ହୋଇ ପାରିବେ ।

କିଛି ବର୍ଷ ହେଲା କଂପାନି ସହଯୋଗରେ ୨୦ରୁ ଅଧିକ ଏମଏସଏମଇ କାର୍ଯ୍ୟ କରୁଛନ୍ତି । ଏହି ପଦକ୍ଷେପ ସଂପର୍କରେ ଶ୍ରୀ ଜିଜି ପାଲ, ଡେପୁଟି ସିଇଓ- ଆଲୁମିନା ବିଜିନେସ, ବେଦାନ୍ତ ଲିମିଟେଡ କହିଛନ୍ତିଯେ ବେଦାନ୍ତ ଲାଞ୍ଜିଗଡ଼ରେ ଆମର କାର୍ଯ୍ୟ ଜିରୋ ବର୍ଜ୍ୟ ବସ୍ତୁ ଏବଂ ଜିରୋ ଡିସଚାର୍ଜ ନୀତି ଦ୍ୱାରା ପରିଚାଳିତ । ଫ୍ଲାଏ ଆଶ ଓ ଚୁନ ଗ୍ରୀଟ ପରି ଶିଳ୍ପ ଉପ ଉତ୍ପାଦ ବ୍ୟବହାର କରି ବୃତିଗତ ମୂଲ୍ୟ ଶୃଙ୍ଖଳା ସୃଷ୍ଟି କରିବାକୁ ଆମେ ପ୍ରୟାସ ଜାରୀ ରଖିଛୁ । ଏହା ଦ୍ୱାରା ଆମ ଅଂଚଳର ବହୁ ଏମଏସଏମଇ ସ୍ଥାପନ କରିଥିବା ଉଦ୍ୟୋଗୀମାନେ ବିଶେଷ ଲାଭବାନ ହୋଇ ପାରିବେ ଓ ଏହି ଅଂଚଳର ବିକାଶ ସାଧିତ ହୋଇ ପାରିବ ।

ବେଦାନ୍ତ ଲାଞ୍ଜିଗଡ଼ ଏହି ଅଂଚଳର ବହୁ ଉଦ୍ୟୋଗୀଙ୍କୁ ସହାୟତା ଯୋଗାଇ ଦେଉଛି, ଖାଦ୍ୟ ସାମଗ୍ରୀ ଦୋକାନ, ଜେରକ୍ସ ଦୋକାନ, ଧାନ କଳ ବା ଅନ୍ୟାନ୍ୟ ଧନ୍ଦାମୂଳକ କାର୍ଯ୍ୟରେ ଲୋକମାନଙ୍କୁ ତାଲିମ ଦେଇ ସେମାନଙ୍କ ଦକ୍ଷତା ବୃଦ୍ଧି କରାଇ ଏକ ସମୃଦ୍ଧ ଇକୋ ସିଷ୍ଟମ ସୃଷ୍ଟି କରିପାରିଛି । ବେଦାନ୍ତ ଆଲୁମିନିୟମ ବ୍ୟବସାୟ ହେଉଛି ବେଦାନ୍ତ ଲିମିଟେଡ଼ର ଏକ ଅଂଶ ଯିଏକି ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ପ୍ରାୟତଃ ଏହା ଭାରତର ଅର୍ଦ୍ଧେକ ଆଲୁମିନିୟମ ଉତ୍ପାଦନକାରୀ ଓ ଆର୍ଥିକ ବର୍ଷ ୨୨ ରେ ୨.୨୬ ନିୟୁତ ଟନ୍ ଆଲୁମିିନିୟମ ଉତ୍ପାଦନ କରିଥିବା ସଂସ୍ଥା ।

ବେଦାନ୍ତ ଆଲୁମିନିୟମର ର‌୍ୟାଙ୍କ ଡାଓ ଜୋନସ ସସଟାନବିଲିଟି ଇଣ୍ଡେକ୍ସ ୨୦୨୧ରେ ୪ର୍ଥ ର‌୍ୟାଙ୍କ ଧାରୀ ଓ ସ୍ଥାୟୀ ବିକାଶ ଅବଲମ୍ବନକାରୀ ସଂସ୍ଥା । ୨୦୦୭ ଠାରୁ ଏହା ୨ ଏମଟିପିଏ କ୍ଷମତାର ଆଲୁମିନା ରିଫାଇନାରୀ ଲାଂଜିଗଡ଼ କଳାହାଣ୍ଡିରେ ଉତ୍ପାଦନ କରୁଛି ଓ ୭୫ ମେଗାୱାଟ କ୍ଷମତାର ପାୱାର ପ୍ଲାଂଟ ପରିଚାଳନା କରୁଛି । ବେଦାନ୍ତ ମୂଲ୍ୟଯୁକ୍ତ ଆଲୁମିନିୟମ ଉତ୍ପାଦ ନିର୍ମାଣ କରିବାରେ ଅଗ୍ରଣୀ ଭୂମିକା ନିର୍ବାହ କରିବା ସହ ଔଦ୍ୟୋଗିକ କ୍ଷେତ୍ରରେ ସର୍ବବୃହତ ଜ୍ଞାନକୌଶଳକୁ ଆପଣାଇ ବିଶ୍ୱ ଶ୍ରେଣୀୟ ସ୍ମେଲ୍‌ଟର, ପାୱାର ପ୍ଲାଂଟ ଓ ଆଲୁମିନା ରିଫାଇନାରୀ କାର୍ଯ୍ୟ କରୁଛି । ଏକ ସବୁଜ ଭବିଷ୍ୟତ ପାଇଁ ମେଟାଲ ଅଫ୍ ଦି ଫ୍ୟୁଚର ଭାବରେ ଆଲୁମିନିୟମର ପ୍ରୟୋଗକୁ ପ୍ରସାରିତ କରିବା ପାଇଁ କମ୍ପାନୀ ତାର ଲକ୍ଷ୍ୟ ପୂରଣ କରୁଛି । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version