• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଇନ ସେବା ପ୍ରାଧିକରଣ ପକ୍ଷରୁ ମେଗା ଆଇନ ସେବା ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
November 6, 2022
in ଓଡ଼ିଶା, ଗଜପତି, ହୋମ୍
0
ଆଇନ ସେବା ପ୍ରାଧିକରଣ ପକ୍ଷରୁ ମେଗା ଆଇନ ସେବା ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୫ ନଭେମ୍ବର ଶନିବାର ) ପାରଳାଖେମୁଣ୍ଡି :-  ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ମେଗା ଆଇନ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ୱାରା ଜିଲ୍ଲା ପ୍ରଶାସନର ସହଯୋଗରେ ଅନୁଷ୍ଠିତ ଏହି ମେଗା ଆଇନ ସେବା ଶିବିରରେ । ଗଜପତି ଜିଲ୍ଲା ଓ ଦୌରା ଜର୍ଜ ତଥା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ପ୍ରଣବ କୁମାର ରାଉତରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆଇନର ସଚେତନତା ସମାଜକୁ କିପରି ତୃଣାମୂଳ ସ୍ତରରୁ ଉନ୍ନତି ଆଣିବାରେ ସହାୟକ ହୋଇପାରିବ ସେ ବିଷୟରେ ଆଲୋକପାତ କରିଥିଲେ । ଦାରିଦ୍ର୍ୟ ଦୂରୀକରଣ ପାଇଁ ହୋଇଥିବା ସରକାରଙ୍କର ବିଭିନ୍ନ ଯୋଜନା ଗୁଡିକ ସଫଳ ରୂପାୟନ କରିବାକୁ ବିଭିନ୍ନ କ୍ଷେତ୍ର ଉଦ୍ୟମ କରାଯିବାର ଅବଶ୍ୟକତା ରହିଛି ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥି, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ରବିନାରାୟଣ ବେହେର ଯୋଗ ଦେଇ ପ୍ରାଧିକରଣ ତରଫରୁ ଆଇନ ସଚେତନତା ସାଙ୍ଗକୁ ସହାୟତା ପ୍ରଦାନ ଓ ବିଭିନ୍ନ ବିଭାଗର ଜନସାଧାରଣଙ୍କୁ ଆଇନ ଏବଂ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ ଜନସାଧାରଣଙ୍କ ନିକଟରେ ସରକାରୀ ଯୋଜନା ଏବଂ ଆଇନ ସହାୟତା ଶିବିର ମାଧ୍ୟମରେ ପ୍ରଦାନ କରାଯାଇ ପାରିବ ବୋଲି କହିଥିଲେ ।

ଗଜପତି ଆରକ୍ଷୀ ଅଧିକ୍ଷକ ଶ୍ରୀ ଜୟରାମ ଶତପଥୀ ଯୋଗ ଦେଇ ପ୍ରଶାସନ ପ୍ରତ୍ୟେକ କ୍ଷେତ୍ରରେ ଆଇନ ସେବା କାର୍ଯ୍ୟରେ ସୋହଯୋଗ କରି ଆସୁଛି ବୋଲି ସୂଚନା ଦେଇଥିଲେ। ସମସ୍ତ ବିଚାର ବିଭାଗୀୟ ଅଧିକାରୀ ଯଥା ଅତିରିକ୍ତ ଜିଲ୍ଲା ଓ ଦୌରା ଜର୍ଜ ଶ୍ରୀ ପ୍ରଦୀପ କୁମାର ସାମଲ, ସିଜେଏମ ଶ୍ରୀ ମାନସ କୁମାର ପଣ୍ଡା, ସିଜେଏସଡି ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ,ଏସଡ଼ିଜେଏମ ବର୍ଷା ସର୍ମା, ଜେଏମଏସସି ଶୁଭଜିତ୍ ବେହେରା, ଉପ ଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ, ସେକ୍ରେଟାରୀ ବାର୍ ଆସୋସିଏସନ୍ ଶ୍ରୀ କୃଷ୍ଣ ମୋହନ ପଟ୍ଟନାୟକ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ଅଧିକାରୀ ଗଣ ଉପସ୍ଥିତ ଥିଲେ ।ଏହି ଆୟୋଜିତ ମେଗା ଆଇନ ସେବା ଶିବିର ରେ ତ୍ଵରିତ ସେବା ଯୋଗାଇବା ସହ ବିଭିନ୍ନ ଯୋଜନା ତଥା ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଶ୍ରମ ବିଭାଗ, ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ, ଫରେଷ୍ଟ , ଖାଦ୍ୟ ଯୋଗାଣ ବିଭାଗ, ଜୀବିକା ମିଶନ ଓ ପୌରପରିଷଦ ଇତ୍ୟାଦି ୬୦୦ ଜଣ ହିତାଧିକାରୀ ଙ୍କୁ ବିଭିନ୍ନ ସରକାରୀ ସୁବିଧା ସହ କ୍ଷତିପୂରଣ ରାଶି ପ୍ରଦାନ କରିଯାଇଥିଲା। ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ କାଶୀନଗର ଜର୍ଜ ଅଙ୍କିତା ଗୁରୁ, ଓ ସମସ୍ତ କାର୍ଯ୍ୟକୁ ଡେପୁଟି କଲେକ୍ଟର ଜୟଦ୍ରତ ଆଚାର୍ଯ୍ୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ଓ ପ୍ରାଧିକରଣ ର କର୍ମଚାରୀ ମାନେ ଉପସ୍ଥିତ ରହି ପରିଚାଳନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

October 18, 2026
ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

October 18, 2026
ସିଗମା ପବ୍ଲିକ ସ୍କୁଲରେ ନବରାତ୍ର ଉପଲକ୍ଷେ ଦାଣ୍ଡିଆ ନୃତ୍ୟ

ସିଗମା ପବ୍ଲିକ ସ୍କୁଲରେ ନବରାତ୍ର ଉପଲକ୍ଷେ ଦାଣ୍ଡିଆ ନୃତ୍ୟ

October 18, 2026
BEE Organises Influencers’ Conclave 2026

BEE Organises Influencers’ Conclave 2026

October 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

October 18, 2026
ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

October 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version