• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପି ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଙ୍କ ୬୮ତମ ଜନ୍ମଦିନ ଉପଲକ୍ଷେ ରକ୍ତ ଦାନ ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
November 10, 2022
in ଓଡ଼ିଶା, ବାଲେଶ୍ଵର, ହୋମ୍
0
ବିଜେପି ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଙ୍କ  ୬୮ତମ ଜନ୍ମଦିନ ଉପଲକ୍ଷେ ରକ୍ତ ଦାନ ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୧୦ ନଭେମ୍ବର , ଗୁରୁବାର ) ବାଲେଶ୍ଵର :-  ଆଜି ବାଲେଶ୍ୱର ଲୋକପ୍ରିୟ ସାଂସଦ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଙ୍କ ୬୮ତମ ଜନ୍ମଦିନ ଉପଲକ୍ଷେ ଜଳେଶ୍ୱର ନିର୍ବାଚନ ମଣ୍ଡଳୀ ଅଧିନ ସନ୍ତୋଷପୁର ଗ୍ରାମପଞ୍ଚାୟତ ର ବାରୁଣୀ ପଡିଆ ଠାରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ଉକ୍ତ ଶିବିରକୁ ବିଜେପି ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର ଉଦଘାଟନ କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଜଳେଶ୍ୱର ନିର୍ବାଚନ ମଣ୍ଡଳୀ ପ୍ରଭାରୀ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ,ଜିଲ୍ଲା ସାଧାରଣ ସମ୍ପାଦକ ଚିତ୍ତରଞ୍ଜନ ପଣ୍ଡା , ସନ୍ତୋଷପୁର ପଞ୍ଚାୟତ ପ୍ରମୁଖ ସୁବ୍ରତ ଦାସ ମହାପାତ୍ର,୧୬ ଜୋନ ପ୍ରଭାରୀ ବିନୋଦ ମହାନ୍ତି, ଜଳେଶ୍ୱର ପୂର୍ବତନ ନଗରପାଳ ପ୍ରବୀର ପ୍ରଧାନ, ଓବିସି ମୋର୍ଚ୍ଚା ଜିଲ୍ଲା ସାଧାରଣ ସମ୍ପାଦକ ଆଦିତ୍ୟ ନାରାୟଣ ପାତ୍ର,ଜିଲ୍ଲା ରକ୍ତଦାତା ସଙ୍ଘ ସଭାପତି କମଲ ଚକ୍ରବର୍ତ୍ତୀ, ଦୀପ୍ତିମାନ ପତି, ପ୍ରତାପ ଗିରି, ରାମ ଚନ୍ଦ୍ର ସାହୁ, ଦିଲ୍ଲୀପ ମହାପାତ୍ର, ମାଳତୀ ଦାସ, ମିନାକ୍ଷୀ ନାଥ,ଆରୁହା ପଞ୍ଚାୟତ ପ୍ରମୁଖ ନିମାଇଁ ପ୍ରଧାନ, ରବୀନ୍ଦ୍ର ସାମନ୍ତରାୟ, ପ୍ରତାପ ସାହୁ, ମଳୟ ରଞ୍ଜନ ଜେନା,ରାଇବଣିଆ ମଣ୍ଡଳ ସଭାପତି ତରୁଣ ପଟ୍ଟନାୟକ, ରଘୁନାଥ ପୁର ପଞ୍ଚାୟତ ପ୍ରମୁଖ ଭାସ୍କର ଚନ୍ଦ୍ର ଘୋଷ, କରୁଆ ପଞ୍ଚାୟତ ପ୍ରମୁଖ ନିରଞ୍ଜନ ପାତ୍ର, ଭୂପେନ ସାହୁ, ନବୀନ ସାମଲ, ବଳରାମ ବେହେରା, ରବୀନ୍ଦ୍ର କୁମାର ପାତ୍ର ପ୍ରଭୁତି ସହଯୋଗ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version