• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଦାନ୍ତ ଝାରସୁଗୁଡ଼ା ପକ୍ଷରୁ ଜଙ୍ଗଲରେ ନିଆଁକୁ ରୋକିବା ଲାଗି ଜିଲ୍ଲା ଜଙ୍ଗଲ କାର୍ଯ୍ୟାଳୟକୁ ଉପକରଣ ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
November 11, 2022
in ଓଡ଼ିଶା, ଝାରସୁଗୁଡା, ହୋମ୍
0
ବେଦାନ୍ତ ଝାରସୁଗୁଡ଼ା ପକ୍ଷରୁ ଜଙ୍ଗଲରେ ନିଆଁକୁ ରୋକିବା ଲାଗି ଜିଲ୍ଲା ଜଙ୍ଗଲ କାର୍ଯ୍ୟାଳୟକୁ ଉପକରଣ ପ୍ରଦାନ
Share on FacebookShare on TwitterWhatsapp

୧୦ ନଭେମ୍ବର ଗୁରୁବାର ( ଓଡ଼ିଶା ତାଜା ନ୍ୟୁଜ ) ଝାରସୁଗୁଡ଼ା :- ବେଦାନ୍ତ ଆଲୁମିନିୟମ ଭାରତର ବୃହତ ଆଲୁମିନିୟମ ଉତ୍ପାଦକ ଜଙ୍ଗଲରେ ନିଆଁକୁ ରୋକିବା ଉଦ୍ଦେଶ୍ୟରେ ପ୍ରଶାସନର ପ୍ରୟାସ ଲାଗି ଜଙ୍ଗଲ କାର୍ଯ୍ୟାଳୟକୁ ଲିଫ ବ୍ଲୋୟର ଯୋଗାଣ କରିଛି । ଶ୍ରୀ ସୁନିଲ ଗୁପ୍ତା, ସିଇଓ,ବେଦାନ୍ତ ଲିଃ ଝାରସୁଗୁଡ଼ା ଏହି ଲିଫ ବ୍ଲୋୟରକୁ ଜିଲ୍ଲା ଜଙ୍ଗଲ ଅଧିକାରୀ ଶ୍ରୀ ଲଳିତ କୁମାର ପାତ୍ରଙ୍କୁ ପ୍ରଦାନ କରିଥିଲେ । ଜଙ୍ଗଲରେ ଶୁଖିଲା ଡାଳପତ୍ର ଭଳି ଦହନଶିଳ ପଦାର୍ଥ ଗଦା ହେବା ଦ୍ୱାରା ନିଆଁ ଲାଗିବାର ସମ୍ଭାବନା ଥାଏ ଏବଂ ଏହି ନିଆଁକୁ ରୋକିବା ପାଇଁ ଲିଫ ବ୍ଲୋୟର ସହାୟତା କରିବ । ବେଦାନ୍ତ ଆଲୁମିନିୟମର ସୁରକ୍ଷା ସଂସ୍କୃତି ବିଷୟରେ ସୂଚନା ଦେଇ ଶ୍ରୀ ସୁନିଲ ଗୁପ୍ତା, ସିଇଓ ବେଦାନ୍ତ ଲିଃ କହିଛନ୍ତିଯେ-ଏହି ପଦକ୍ଷେପ ଦ୍ୱାରା ଆମେ ସ୍ଥାନୀୟ ପ୍ରଶାସନକୁ ସମର୍ଥନ ଜ।ରୀ ରଖିଛୁ ।

ଯାହା ମାଧ୍ୟମରେ ଆମେ ଆମ ଗୋଷ୍ଠୀଙ୍କୁ ସୁରକ୍ଷା ଦେଇ ପାରିବୁ । ଜିରୋ ହାର୍ମ, ଜିରୋ ବର୍ଜ୍ୟ ଓ ଜିରୋ ଡିସଚାର୍ଜ ନୀତିକୁ ଆପଣାଇ ଆମେ ସର୍ବଦା ଗୋଷ୍ଠୀ ସହିତ କାର୍ଯ୍ୟ କରୁଛୁ । ଜିଲ୍ଲା ଜଙ୍ଗଲ ଅଧିକାରୀ ଶ୍ରୀ ଲଳିତ କୁମାର ପାତ୍ର କହିଛନ୍ତି ଯେ ଶରତ ଓ ଶୀତ ଋତୁରେ ଜଙ୍ଗଲରେ ନିଆଁ ଲାଗିଥାଏ ଓ ଶୁ୍‌ଖିଲା ଡାଳପତ୍ର ଯୋଗୁ ନିଆଁ ଲାଗିବାର ସମ୍ଭାବନା ଥାଏ । ଏହି ନିଆଁକୁ ରୋକିବା ପାଇଁ ପ୍ରଶାସନକୁ ସହାୟତା ଯୋଗାଇ ଦେଇଥିବାରୁ ମୁଁ ବେଦାନ୍ତକୁ ପ୍ରଶଂସା କରୁଛି । ଉନ୍ନତ ଜ୍ଞାନ କୌଶଳ ଓ ପରିବେଶ ସୁରକ୍ଷା ସହିତ ବେଦାନ୍ତ ଏହାର ଅଗ୍ନି ନିରାପତା ବାହିନୀକୁ ସୁବ୍ୟବସ୍ଥିତ କରିଛି ।

କମ୍ପାନି ପକ୍ଷରୁ ଗ୍ରହଣ କରାଯାଇଥିବା କେତେକ ସୁରକ୍ଷା ପଦକ୍ଷେପ ଗୁଡ଼ିକ ହେଉଛି- ସଙ୍କଳ୍ପ : ଏକ ସୁରକ୍ଷା ସଂସ୍କୃତି ପ୍ରଣୟନ କରି ବେଦାନ୍ତ ଆଲୁମିନିୟମ ତାର କାର୍ଯ୍ୟ ପରିଚାଳନାରେ ଡ୍ୟୁ ପଏଂଟ ସସଟାନିବିଲିଟି ସଲ୍ୟୁସନ ସହଭାଗିତା ଅନୁସାରେ କାର୍ଯ୍ୟ କରୁଛି । ଏହି କାର୍ଯ୍ୟକ୍ରମ ଅଗ୍ନି ନିରାପତା ପ୍ରଣାଳୀକୁ ସୁଦୃଢ କରିବା ସହିତ ଅଗ୍ନି କାଣ୍ଡକୁ ନିୟନ୍ତ୍ରଣ କରିଥାଏ । ଅଗ୍ନିବାହିନୀ: ଏକ ମହିଳା ଅଗ୍ନିଶମ ବାହିନୀ ଝାରସୁଗୁଡ଼ାରେ ଗଠନ କରାଯାଇଛି, ଯେଉଁମାନେ ଜରୁରୀ ସମୟରେ ଦକ୍ଷ ଓ ପ୍ରଭାବଶାଳୀ ଭାବେ କାର୍ଯ୍ୟ କରିବାକୁ ତାଲିମ ପାଇଛନ୍ତି । ସ୍ଥାନୀୟ ଅଂଚଳରେ ଘାସପତ୍ର ଓ ଜଙ୍ଗଲରେ ନିଆଁ ଲାଗିବା ସମୟରେ ସେମାନେ ସ୍ଥାନୀୟ ପ୍ରଶାସନ ସହାୟତାରେ ଜରୁରୀକାଳୀନ ସହାୟତା ଯୋଗାଇ ଦେଉଛନ୍ତି ।

ବଜ୍ରପାତ ଚିହ୍ନଟ ପ୍ରଣାଳୀ: ବଜ୍ରପାତରୁ ସୁରକ୍ଷା ପାଇଁ ଏହାର ଚିହ୍ନଟ ବ୍ୟବସ୍ଥା କାଟିକେଲା ଆଶ ଡାଇକ ଦ୍ୱାରା ୪୦ କିମି ଦୂରତା ମଧ୍ୟରେ ଦେଖାଦେବାକୁ ଥିବା ବିଜୁଳି ଘଡ଼ ଘଡ଼ିର ପୂର୍ବାନୁମାନ କରାଯାଇ ପାରୁଛି । ମକ୍ ଡ୍ରିଲ: ରାଷ୍ଟ୍ରୀୟ ବିପର୍ଯ୍ୟୟ ପ୍ରଶମନ ଦଳ ଓ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣର ମିଳିତ ସହଯୋଗରେ ଜରୁରୀ କାଳୀନ ମକ ଡ୍ରିଲ ମାଧ୍ୟମରେ ସୁରକ୍ଷା ପ୍ରତି ସଜାଗତା ସୃଷ୍ଟି କରାଯାଇ ପାରୁଛି । ସଚେତନତା ଅଧିବେଶନ: ଭୁରୁକାମୁଣ୍ଡାଠାରେ ଥିବା କଲେଜ ଓ ଅଙ୍ଗନବାଡ଼ି ଗୁଡ଼ିକରେ ବଜ୍ରପାତ ସଂପର୍କରେ ଏକ ସଚେତନତା ଅଧିବଶେନ ଆୟାଜିତ ହୋଇଥିଲା । ଏଥିରେ କଣ କରିବା ଓ କଣ କରିବା ଉଚିତ ନୁହେଁ ସେ ସଂପର୍କରେ କିଛି ଆଲୋଚନା କରାଯାଇ ଲୋକମାନଙ୍କ ମନରେ ଥିବା ଭ୍ରମ ଓ ବାସ୍ତବତା ଉପରେ ସ୍ପଷ୍ଟ କରାଯାଇଥିଲା ।

ସେହିପରି କୁରୁବେଗା ଓ ବାଂଜାରୀ ଗ୍ରାମରେ ବୁଦାରେ ନିଆଁ ଲାଗିବା ପ୍ରତିକାର ବିଷୟରେ ଲୋକମାନଙ୍କୁ ଅବଗତ କରାଯାଇଥିଲା । ବେଦାନ୍ତ ଆଲୁମିନିୟମ ବ୍ୟବସାୟ ହେଉଛି ବେଦାନ୍ତ ଲିମିଟେଡ଼ର ଏକ ଅଂଶ ଯିଏକି ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ପ୍ରାୟତଃ ଏହା ଭାରତର ଅର୍ଦ୍ଧେକ ଆଲୁମିନିୟମ ଉତ୍ପାଦନକାରୀ ଓ ଆର୍ଥିକ ବର୍ଷ ୨୨ ରେ ୨.୨୬ ନିୟୁତ ଟନ୍‌ ଆଲୁମିିନିୟମ ଉତ୍ପାଦନ କରିଥିବା ସଂସ୍ଥା । ବେଦାନ୍ତ ଆଲୁମିନିୟମର ର‌୍ୟାଙ୍କ ଡାଓ ଜୋନସ ସସଟାନବିଲିଟି ଇଣ୍ଡେକ୍ସ ୨୦୨୧ରେ ୪ର୍ଥ ର‌୍ୟାଙ୍କ ଧାରୀ ଓ ସ୍ଥାୟୀ ବିକାଶ ଅବଲମ୍ବନକାରୀ ସଂସ୍ଥା । ଏକମାତ୍ର ଭାରତୀୟ ସ୍ମେଲଟର ଭାବରେ ବିଶ୍ୱକୁ ୧ ନିୟୂତ ଟନ ଉତ୍ପାଦନ ଓ ଏକସପୋର୍ଟ କ୍ଲବ । ବେଦାନ୍ତର ଝାରସୁଗୁଡ଼ା ହେଉଛି ଏକ ମୂଲ୍ୟଯୁକ୍ତ ଆଲୁମିନିୟମ ଉତ୍ପାଦକ । ଅତ୍ୟାଧୁନିକ ସୁବିଧା, ଦକ୍ଷ ଇଂଜିନିୟରିଂ ଶକ୍ତି, ଆର ଆଣ୍ଡ ଡି ଓ ଅଭିନବ ଦକ୍ଷତାକୁ ନେଇ ଏକ ସବୁଜ ଭବିଷ୍ୟତ ପାଇଁ ମେଟାଲ ଅଫ୍ ଦି ଫ୍ୟୁଚର ଭାବରେ ଆଲୁମିନିୟମର ପ୍ରୟୋଗକୁ ପ୍ରସାରିତ କରିବା ପାଇଁ କମ୍ପାନୀ ତାର ଲକ୍ଷ୍ୟ ପୂରଣ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version