No Result
View All Result
୧୦ ନଭେମ୍ବର ଗୁରୁବାର ( ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :- ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଭାଗୃହ ରେ ବ୍ଲକ୍ କୃଷି ବିଭାଗ ପକ୍ଷରୁ ମାଣ୍ଡିଆ ଦିବସ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ, ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା,
ବିଡ଼ିଓ ପ୍ରମୋଦ କୁମାର ନାୟକ,ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ,ସହକାରୀ କୃଷି ଅଧିକାରୀ ପୂଜା କହଁର ପ୍ରମୁଖ ଯୋଗଦେଇ ମାଣ୍ଡିଆ ଦିବସ ପାଳନ ର ଉଦ୍ଦେଶ୍ୟ ବର୍ଣ୍ଣନା କରିଥିଲେ।ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ପଞ୍ଚାୟତ ର ସରପଞ୍ଚ ,ସମିତି ସଭ୍ୟ,ସଭ୍ୟା,କୃଷି ବିଭାଗୀୟ କର୍ମଚାରୀ ଉପସ୍ଥିତ ଥିଲେ।

No Result
View All Result