• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ୨୦୨୩ ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
November 11, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
କନ୍ଧମାଳରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ୨୦୨୩ ଆରମ୍ଭ
Share on FacebookShare on TwitterWhatsapp

୧୦ ନଭେମ୍ବର ଗୁରୁବାର ( ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :- ଜାନୁଆରୀ ୦୧ ତାରିଖକୁ ଯୋଗ୍ୟତା ତାରିଖ ଭାବେ ଗ୍ରହଣ କରି ଭାରତର ନିର୍ବାଚନ ଆୟୋଗ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ୨୦୨୩ ଆରମ୍ଭ ହୋଇଛି । ଏହି କ୍ରମରେ, କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଦ୍ଭାବନା ସଭାଗୃହରେ ଜାତୀୟ ଓ ରାଜ୍ୟ ସ୍ତରର ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ମୁଖ୍ୟମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ବୈଠକରେ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ, ନାଗରିକମାନଙ୍କର ବୟସ ୦୧ ଜାନୁଆରୀ, ୨୦୨୩, ୦୧ ଏପ୍ରିଲ, ୨୦୨୩, ୦୧ ଜୁଲାଇ, ୨୦୨୩ କିମ୍ବା ୦୧ ଅକ୍ଟୋବର ୨୦୨୩ ପୂର୍ବରୁ ୧୮ ବର୍ଷ ହେଉଛି ସେମାନେ ଏହି ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମରେ ସାମିଲ୍ ହୋଇ ଜଣେ ଜଣେ ଭୋଟର ଭାବରେ ପଞ୍ଜିକରଣ ପାଇଁ ଆଗୁଆ ଆବେଦନ କରିପାରିବେ ବୋଲି ପ୍ରକାଶ କରିଥିଲେ ।

ଭୋଟର ମାନଙ୍କ ସୁବିଧା ଦୃଷ୍ଟିରୁ ନଭେମ୍ବର ୧୨ ,୧୩ ଏବଂ ୨୬ ଓ ୨୭ ତାରିଖ ଦିନ ସବୁ ବୁଥ୍ ରେ ସ୍ୱତନ୍ତ୍ର ଅଭିଯାନ କାର୍ଯ୍ୟକାରୀ କରିବାକୁ ଗୋଷ୍ଠୀ ଶିକ୍ଷା ଅଧିକାରୀମାନଙ୍କୁ ନିର୍ଦେଶ ଦିଆଯାଇଛି ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି । ନାଗରିକମାନେ ଭୋଟର ତାଲିକାରେ ସେମାନଙ୍କର ନାମ ଯୋଗ ବା ବାଦ୍ ଦେବା କିମ୍ବା ତ୍ରୁଟି ସଂଶୋଧନ ନିମନ୍ତେ ଦାବି ଓ ଆପତ୍ତି ସଂପୃକ୍ତ ଭୋଟ୍ ପଞ୍ଜିକରଣ ଅଧିକାରୀଙ୍କୁ ନିର୍ଦ୍ଧାରିତ ଫର୍ମରେ ଜଣାଇପାରିବେ । ଏତଦ୍ ବ୍ୟତିତ ବୁଥ୍ ସ୍ତରରେ ନିଯୁକ୍ତ ହୋଇଥିବା ବୁଥ୍ ସ୍ତରୀୟ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଧାରିତ ଫର୍ମରେ ଜଣାଇପାରିବେ । ତେବେ ଏହି ସବୁ କାର୍ଯ୍ୟ ନିର୍ଭୁଲ ଏବଂ ସହଜରେ ଅନଲାଇନ ମାଧ୍ୟମରେ ହୋଇପାରିବ ଏବଂ ନାଗରିକମାନେ ଘରେ ବସି ଆବେଦନ ଓ ସଂଶୋଧନ କରିପାରିବେ ।

ସେହିପରି ଭୋଟ୍ ପଞ୍ଜିକରଣ ଅଧିକାରୀ ତଥା କନ୍ଧମାଳ ଉପ ଜିଲ୍ଲାପାଳ ଶେଷଦେବ ମିଶ୍ର ପ୍ରକାଶ କରିଥିଲେ ଯେ , ଭୋଟର ତାଲିକାରେ ନୂତନଭାବେ ନାମ ପଞ୍ଜିକରଣ ନିମନ୍ତେ ଫର୍ମ -୬, ଭୋଟର ତାଲିକାରେ ଥିବା ପୂର୍ବର ତଥ୍ୟକୁ ସଂଶୋଧନ କରିବା ପାଇଁ ଫର୍ମ-୮, ଭୋଟର ତାଲିକାରୁ ନାମ ବାଦ୍ ଦେବା ନିମନ୍ତେ ଫର୍ମ-୭ ଏବଂ ଭୋଟର ପରିଚୟ ପତ୍ରକୁ ଆଧର କାର୍ଡ ସହିତ ସଂଯୋଗ କରିବା ପାଇଁ ଫର୍ମ-୬ଖ ରେ ଆବେଦନ କରିପାରିବେ ବୋଲି ପ୍ରକାଶ କରିବା ସହିତ ଆଧାର ଲିଙ୍କ୍ କଲେ ଜଣେ ଅନ୍ୟ ଜଣଙ୍କର ନାମରେ ଭୋଟ ଦେଇପାରିବ ନାହିଁ ବୋଲି ପ୍ରକାଶ କରିଥିଲେ । ଚୁଡ଼ାନ୍ତ ଭୋଟର ତାଲିକା ଜାନୁଆରି ୫ ତାରିଖରେ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି । ଉକ୍ତ ବୈଠକରେ ଡେପୁଟି କଲେକ୍ଟର (ନିର୍ବାଚନ) ବୁନା ପ୍ରଧାନ, ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳମାନଙ୍କର ମୁଖ୍ୟ, ବିଭାଗୀୟ ପଦାଧିକାରୀ ମାନେ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Suryakheetra Foundation hosts Climate Conclave in Delhi

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ ଆୟୋଜନ

August 10, 2026
Suryakheetra Foundation hosts Climate Conclave in Delhi

Suryakheetra Foundation hosts Climate Conclave in Delhi

August 10, 2026
ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

August 10, 2026
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

August 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Suryakheetra Foundation hosts Climate Conclave in Delhi

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ ଆୟୋଜନ

August 10, 2026
Suryakheetra Foundation hosts Climate Conclave in Delhi

Suryakheetra Foundation hosts Climate Conclave in Delhi

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version