• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଗଜପତି ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
November 14, 2022
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଗଜପତି ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ପାଳିତ
Share on FacebookShare on TwitterWhatsapp

୧୩ ନଭେମ୍ବର ରବିବାର (ଓଡ଼ିଶା ତାଜାନ୍ୟୁଜ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାସ୍ତରୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପାରଳାଖେମୁଣ୍ଡି ଠାରେ ପ୍ରଥମ ମାଣ୍ଡିଆ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଶୁଭ ଉଦ୍ଘାଟନ କରିଥିଲେ । ଜିଲ୍ଲାପାଙ୍କ ଅଭିଭାଷଣରେ ଗଜପତି ଜିଲ୍ଲାରେ ମାଣ୍ଡିଆ ଚାଷ ଏକ ଅର୍ଥକାରୀ ଫସଲ ଓ ଜିଲାର ସମସ୍ତ ବ୍ଲକରେ ମାଣ୍ଡିଆ ଚାଷ ଉନ୍ନତ ମାନର ଚାଷ ହେଉଛି ଏଣୁ ଚାଷୀ ଭାଇମାନଙ୍କୁ ଅନୁରୋଧ ମାଣ୍ଡିଆ ଚାଷ କରି ଜୀବିକା ଉପାର୍ଜନ କରିବା ସହିତ ଭଲ ଲାଭବାନ ଉହନ୍ତୁ ବୋଲି ଜିଲ୍ଲାପାଳ ଶ୍ରୀ ପଣ୍ଡା ସୂଚନା ପ୍ରଦାନ କରିଥିଲେ।

ଏହା ଏକ ପ୍ରୋଟିନ୍, ଡାଏଟାରୀ ଫାଇବର, ଅନେକ ଭିଟାମିନର ଏକ ସମୃଦ୍ଧ ଉତ୍ସ । ସେହିପରି ସାରା ରାଜ୍ୟରେ ପାଳନ ହେଉଛି ପ୍ରଥମ ମାଣ୍ଡିଆ ଦିବସ। ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ ଉଦ୍ଦେଶ୍ୟରେ ମାର୍ଗଶୀର ମାସ ପ୍ରଥମ ଗୁରୁବାରକୁ ରାଜ୍ୟରେ ମାଣ୍ଡିଆ ଦିବସ ଭାବେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଜିଲ୍ଲାପାଳ କହିଛନ୍ତି। ସମ୍ମାନିତ ଅତିଥି ଭାବରେ ମୁଖ୍ୟ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ା.ଗିରିଶ କୁମାର ମହାନ୍ତି, ପ୍ରକଳ୍ପ ନିର୍ଦେଶକ ଜଳ ବିଭାଜିକା ଶ୍ରୀ ସୁରେଶ କୁମାର ପଟ୍ଟନାୟକ ଓ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଟ ବୈଜ୍ଞାନିକ ଡଃ.ସଂଗ୍ରାମ ପରମଗୁରୁ ଏହି ଉତ୍ସବରେ ଯୋଗଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ପ୍ରଥମ ମାଣ୍ଡିଆ ଦିବସ ପାଳନର ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ କୈଳାସ ବେହେରା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସମ୍ମାନିତ ଅତିଥିମାନେ ମାଣ୍ଡିଆ ଚାଷର ପୃଷ୍ଠଭୂମି, ପ୍ରୋଟିନ୍, ଡାଏଟାରୀ ଫାଇବର, ପୁଷ୍ଟିସାର ଅନେକ ଭିଟାମିନର ରହିଅଛି ବୋଲି ସମ୍ମାନିତ ଅତିଥିମାନେ ନିଜ ନିଜର ଅଭିଭାଷଣ ରଖିଥିଲେ।୨୦୧୭-୧୮ଆର୍ଥିକ ବର୍ଷରେ ରାଜ୍ୟ ସରକାର ମିଲେଟ୍ ମିଶନ ଆରମ୍ଭ କରିଥିଲେ । ପ୍ରଥମେ ୭ଟି ଜିଲ୍ଲାର ୩୦ ବ୍ଲକରେ ମିଲେଟ୍ ମିଶନ କାର୍ଯ୍ୟକାରୀ କରଯାଇଥିଲା । ଏବେ ରାଜ୍ୟର ୧୯ଟି ଜିଲ୍ଲାର ୧୪୨ ବ୍ଲକରେ ଏହା କାର୍ଯ୍ୟକାରୀ ହେଉଛି ।କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ ତରଫରୁ ସମସ୍ତଙ୍କୁ ମାଣ୍ଡିଆ ଚାଷକୁ ପ୍ରୋତ୍ସାହିତ କରିବା ପାଇଁ ଅନୁରୋଧ କରିଛନ୍ତି l ଗତ କିଛି ବର୍ଷ ହେବ ଓଡ଼ିଶାରେ ମାଣ୍ଡିଆ ଚାଷ ଏବଂ ବ୍ୟବହାରକୁ ପ୍ରୋତ୍ସାହିତ କରିଆସୁଛି ।

ଓଡିଶା ସରକାର ୧୯ ଟି ଜିଲ୍ଲାର ୧୪୨ ଟି ବ୍ଲକରେ ମାଣ୍ଡିଆ ଚାଷକୁ ପ୍ରୋତ୍ସାହିତ କରୁଛନ୍ତି। ଏହାସହ ରାଜ୍ୟରେ ଏହି ଚାଷକୁ ଓଡିଶା ମିଲେଟ ମିଶନ ଅନ୍ତର୍ଭୁକ୍ତ କରାଯାଇଛି । ଜିଲ୍ଲା କୃଷି ବିଭାଗ ଦ୍ଵାରା ୫ ଗୋଟି ଷ୍ଟୋଲ କଲି ଚାଷୀମାନଙ୍କୁ ମଣ୍ଡିଆ କିପରି ବ୍ୟବହାର କରିବେ ତାହା ପ୍ରଦର୍ଶନ କରିଥିଲେ। ମିଳିତ ଜାତିସଂଘ ୨୦୨୩ କୁ ଆନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବରେ ଘୋଷଣା କରିମୋହନା ବ୍ଲକ ସୟଂ ସହାୟକ ଗୋଷ୍ଠୀର ସଦସ୍ୟମାନଙ୍କ ଦ୍ଵାରା ମିଲେଟ୍ ଜଳଖିଆ ପ୍ରସ୍ତୁତ କରି ବିକ୍ରି କରିବା ସହ ମୋହନା ବ୍ଲକର ସନଖଣି ସ୍କୁଲର ୩୨୦ ଛାତ୍ରଛାତ୍ରୀ ମାନଙ୍କୁ ଜଳଖିଆ ଯୋଗାଇବାକୁ ସକ୍ଷମ ହୋଇଛନ୍ତି ଏଣୁ ଏହି ଭିକ୍ଟୋରିଆ ସୟଂ ସହାୟକ ଗୋଷ୍ଠୀକୁ ଜିଲ୍ଲା ପ୍ରଶସନ ତରଫରୁ ଶ୍ରେଷ୍ଠ ପୁରସ୍କାର ପ୍ରଦାନ କରିଛନ୍ତି।

ସେହିପରି ଜିଲ୍ଲାର ସର୍ବୋତ୍ତମ କୃଷକ ଭାବେ ଶ୍ରୀ ଆୟମନି ଭୂୟାଁ, ଗୁମ୍ମା ବ୍ଲକ ଓ ଶ୍ରୀ ଯାଇଶ୍ୟ ଶବର, ରାୟଗଡ ବ୍ଲକକୁ ସମ୍ମାନିତ କରାଯାଇଅଛି। କାଲୁ ଚରଣ ପାଇକ, ମୋହନା ବ୍ଲକ, ନକୁଳ ବଡ଼ରହିତ, ଆର. ଉଦୟଗିରି ବ୍ଲକ ଓ ଜିକେଲ ମଣ୍ଡଳ ଗୁମ୍ମା ବ୍ଲକଙ୍କ ଚାଷିମାନଙ୍କୁ ସମ୍ମାନିତ କରାଯାଇଅଛି । SACAL FA(NGO), ମୋହନା ବ୍ଲକ,CCD FA(NGO) ଗୁମ୍ମା ବ୍ଲକକୁ ଶ୍ରେଷ୍ଠ ସୁବିଧାକାରୀ ଏଜେନ୍ସୀ ପାଇଁ ପୁରସ୍କାର ପ୍ରଦାନ କରାଯାଇଅଛି, ପରେ ମାଣ୍ଡିଆ ଦିବସ ଉପଲକ୍ଷେ ଶ୍ରୀ ଜସେବ ଗମାଙ୍ଗ ନିଜ ଭାଷାରେ ଏକ ସୁନ୍ଦର ଗୀତ ଶୁଣାଇ ଥିଲେ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଆରନିଆସ ପ୍ରଧାନ, ସଂଗମିତ୍ରା ପ୍ରଧାନ, ସୁଶ୍ରି ଶୁଭଶ୍ରୀ ପ୍ରିୟଦର୍ଶିନୀ, କେ. ସୁରଜ କୁମାର ପାତ୍ର, ଜିଲ୍ଲା ପରିଚାଳନା ଅଧକ୍ଷ, ମିଲଟ୍ ମିଶନ ସୁଶ୍ରୀ ଦୀପିକା ପାଢ଼ୀ, ଜିଲ୍ଲା ପ୍ରକଳ୍ପ ପରିଚାଳକ, ମିଲଟ ମିଶନ ସ୍ଵାଖି ୟାମିନି ପ୍ରମୁଖ ଉପସ୍ଥିତ ଥିଲେ ଏହି ଉତ୍ସବରେ ଜିଲ୍ଲା କୃଷି ବିଭାଗର ସମସ୍ତ କର୍ମଚାରୀ ଓ ଜିଲ୍ଲାର ସାତଗୋଟି ବ୍ଲକ ରୁ ୨୫୦ ରୁ ଉର୍ଦ୍ଧ ମାଣ୍ଡିଆ ଚାଷୀ ଯୋଗଦେଇ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

October 18, 2026
ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

October 18, 2026
ସିଗମା ପବ୍ଲିକ ସ୍କୁଲରେ ନବରାତ୍ର ଉପଲକ୍ଷେ ଦାଣ୍ଡିଆ ନୃତ୍ୟ

ସିଗମା ପବ୍ଲିକ ସ୍କୁଲରେ ନବରାତ୍ର ଉପଲକ୍ଷେ ଦାଣ୍ଡିଆ ନୃତ୍ୟ

October 18, 2026
BEE Organises Influencers’ Conclave 2026

BEE Organises Influencers’ Conclave 2026

October 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

October 18, 2026
ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

October 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version