• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପିର କାର୍ଯ୍ୟକର୍ତ୍ତାଙ୍କ ବୈଠକ ; ପ୍ରଦୀପ ପୁରୋହିତ ବିଧାୟକ ହେଲେ ପଦ୍ମପୁରର ବିକାଶ ହେବ ବୋଲି ଜନତାଙ୍କ ଆଶା

Proprietor Abhimanyu Maharana by Proprietor Abhimanyu Maharana
November 15, 2022
in ଓଡ଼ିଶା, ବରଗଡ଼, ହୋମ୍
0
ବିଜେପିର କାର୍ଯ୍ୟକର୍ତ୍ତାଙ୍କ ବୈଠକ ; ପ୍ରଦୀପ ପୁରୋହିତ ବିଧାୟକ ହେଲେ ପଦ୍ମପୁରର ବିକାଶ ହେବ ବୋଲି ଜନତାଙ୍କ ଆଶା
Share on FacebookShare on TwitterWhatsapp

୧୫ ନଭେମ୍ବର ମଙ୍ଗଳବାର (ଓଡ଼ିଶା ତାଜାନ୍ୟୁଜ ) ପଦ୍ମପୁର :- ପଦ୍ମପୁର ଉପ ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ପ୍ରବଳ ମାତ୍ରା ରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ଜନ ସମର୍ଥନ ବଢି ବଢିବାରେ ଲାଗିଛି । ଆଜି ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ଝାରବନ୍ଧ ବ୍ଳକ ବିଜାଢୋଲ , କନ୍ଧାଡଙ୍ଗର, କୁସୁମଦର୍ହା, ଅନୁଗୁଳ, ବଣ୍ଡା ମୁଣ୍ଡା, କୋଟନା ଆଦି ଗ୍ରାମରେ କାର୍ଯ୍ୟକର୍ତ୍ତା ବୈଠକ ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠିତ ସଭାରେ ବିଜେପି ବିଧାୟକ ପ୍ରାର୍ଥି ପ୍ରଦୀପ ପୁରୋହିତ ଯୋଗଦାନ କରି ଆସନ୍ତା ଆସନ୍ତା ୫ ତାରିଖ ହେବାକୁ ଥିବା ଉପ ନିର୍ବାଚନରେ ବିପୁଳ ମାତ୍ରାରେ ପଦ୍ମଫୁଲ ଚିହ୍ନରେ ଭୋଟ ଦେଇ ଜିତାଇବାକୁ ଆର୍ଶିବାଦ ଭିକ୍ଷା କରିଥିଲେ । ଅଞ୍ଚଳର ବିକାଶ ଦିଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ବିକାଶ ଧାରାକୁ ପହଞ୍ଚିବ ହେବ ବୋଲି ଆହ୍ୱାନ କରିଥିଲେ । ଏଥିରେ ଖଟିଖିଆ ସଂଘ ସଭାପତି ଭୋଜରାଜ ବାଗ ଯୋଗଦେଇ

ଉପ ନିର୍ବାଚନରେ ଗନ୍ଧମାର୍ଦନ ସୁରକ୍ଷା ଆନ୍ଦୋଳନ ର ପୁରୋଧା ନେତା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଦୀର୍ଘ ୫ ବର୍ଷ ଧରି ବିଧାୟକ ଥିବା ବେଳେ ପଦ୍ମପୁର ଅନେକ ବିକାଶ ମୂଳକ କାର୍ଯ୍ୟ ହେବା,ଶାନ୍ତି ଶୃଙ୍ଖୃଳା ପରିଚାଳିତ କରାଇଥିଲେ । ଶ୍ରୀ ପୁରୋହିତ ପଦ୍ମପୁର ରୁ ପ୍ରଥମ ର ବିଧାୟକ ଭାବା ନିର୍ବାଚିତ ଶ୍ରେଷ୍ଠ ବିଧାୟକ ଭାବେ ପୁରସ୍କୃତ ହୋଇ ପଶ୍ଚିମ ଓଡ଼ିଶା ତଥା ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ଗର୍ବ ଓ ଗୌରବ ଆଣି ଦେଇଥିଲେ । ଏଣୁ ତାଙ୍କ ଏହି ଉପ ନିର୍ବାଚନ ରେ ପଦ୍ମଫୁଲ ଚିହ୍ନରେ ବିପୁଳ ମାତ୍ରାରେ ଭୋଟ ଦେଇ ଜିତାଇବାକୁ ଶ୍ରୀ ବାଗ ଅନୁରୋଧ କରିଥିଲେ । ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ସାମନ୍ତ ଶେଖର ମୁନା,ନାଥ ସିଦ୍ଧାର,ସୁରେଶ ଲୁହାର, ଗରିବଭୋଇ,ସାରଙ୍ଗ ପଟେଲ,ରୋହିତ ରଣା,ସୁଶାନ୍ତ ପଟେଲ, ଆଭାସ ଦାସ,ଜଗଦୀଶ ପଟେଲ,ରାଜକୁମାର ପଟେଲ, ବିଭୁତି ହାତୀ,ରାକେଶ ନାଏକ, ପ୍ରେମ ପଟେଲ, ରୁଦାନନ୍ଦ ପଟେଲ,ଅଶୋକ ସାହୁଙ୍କ ସମେତ ବହୁ ସଂଖ୍ୟାରେ ବିଜେପି କର୍ମୀ ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version