• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଦାନ୍ତ ଆଲମୁିନିୟମ ଏହାର ପାୱାର ପ୍ଲାଂଟରେ ଜଳ ସଂରକ୍ଷଣ ପାଇଁ ଆଇଓଟି ପ୍ରଯୁକ୍ତିକୁ ନିୟୋଜିତ କରିଛି

Proprietor Abhimanyu Maharana by Proprietor Abhimanyu Maharana
November 16, 2022
in ଓଡ଼ିଶା, ଦେଶ, ବାଣିଜ୍ୟ, ମହାନଗର, ହୋମ୍
0
ବେଦାନ୍ତ ଆଲମୁିନିୟମ ଏହାର ପାୱାର ପ୍ଲାଂଟରେ ଜଳ ସଂରକ୍ଷଣ ପାଇଁ ଆଇଓଟି ପ୍ରଯୁକ୍ତିକୁ ନିୟୋଜିତ କରିଛି
Share on FacebookShare on TwitterWhatsapp

୧୫ ନଭେମ୍ବର ମଙ୍ଗଳବାର (ଓଡ଼ିଶା ତାଜାନ୍ୟୁଜ ) ନୂଆଦିଲ୍ଲୀ  :- ବେଦାନ୍ତ ଆଲୁମିନିୟମ ଭାରତର ବୃହତ ଆଲୁମିନିୟମ ଉତ୍ପାଦକ କୁଲିଂ ୱାଟର ଆନାଲିସିସ ଓ ଏହାର ଝାରସୁଗୁଡ଼ା ପ୍ଲାଂଟରେ ଜଳ ଖର୍ଚ୍ଚକୁ କମ କରିବା ପାଇଁ ଇଂଟରନେଟ ଅଫ ଥିଙ୍ଗସ (ଆଇଓଟି) ପ୍ରଯୁକ୍ତିକୁ ନିୟୋଜିତ କରିଛି, ଯେହେତୁ ପାୱାର ପ୍ଲାଂଟ ପାଇଁ କୁଲିଂ ୱାଟରର ଆବଶ୍ୟକତା ରହୁଛି ତେଣୁ ଏହି ପ୍ରଯୁକ୍ତି ଦ୍ୱାରା ରିୟଲ ଟାଇମ ଅପରେସନାଲ ଡାଟା ରହି ପାରିବ ଓ ଉପଯୁକ୍ତ ଜଳ ସଂରକ୍ଷଣ ହୋଇ ପାରିବ । ବେଦାନ୍ତ ଆଲୁମିନିୟମରେ ଏହି ବ୍ୟବସ୍ଥା ପ୍ରଯୁକ୍ତି ଦ୍ୱାରା ଉନ୍ନତ ଜଳ ଗୁଣବତା, ମାପିବା ଓ କ୍ଷୟ ହ୍ରାସ ଓ ଅନ୍ୟାନ୍ୟ କାର୍ଯ୍ୟକ୍ଷମ ମାପଦଣ୍ଡ ଗୁଡ଼ିକ ପୂରଣ ହୋଇ ପାରିବ ।

ଏହି ପ୍ରଯୁକ୍ତି ଦ୍ୱାରା ଅଗ୍ରଣୀ ଟେକେନୋଲୋଜିର କଷ୍ଟମାଇଜଡ ପ୍ରୟୋଗ ଗୁଡ଼ିକ ବେଦାନ୍ତ ପାଇଁ ପ୍ରକିୟାକୁ ତ୍ୱରାନ୍ୱିତ କରିବ ଓ ବ୍ୟବସାୟ ମଡେଲ ବିତରଣ କରିପାରିବ । ଏହା ବ୍ୟତୀତ ଗ୍ରାହକଙ୍କ ପାଇଁ ନୂତନ ମୂଲ୍ୟ ସୃଷ୍ଟି କରିବା ସାଙ୍ଗକୁ କାର୍ଯ୍ୟ କ୍ଷେତ୍ରକୁ ଅଧିକ ସକ୍ରିୟ କରିବ । ଏହି ଡିଜିଟାଲ ଟ୍ରାନସଫର୍ମେଶନ ବିଷୟରେ ଶ୍ରୀ ରାହୁଲ ଶର୍ମା, ସିଇଓ-ଆଲୁମିନିୟମ ବିଜିନେସ, ବେଦାନ୍ତ ଲିମିଟେଡ କହିଛନ୍ତିଯେ-ଆଲୁମିନିୟମ କ୍ଷେତ୍ରରେ ବୃହତ ନିର୍ମାତା ହୋଇଥିବାରୁ ଆମେ ଭବିଷ୍ୟତକୁ ଆଖିଆଗରେ ରଖି ଉତ୍ପାଦନ କରୁଛୁ । ଆମର କାର୍ଯ୍ୟକୁ ଅଧିକ ବିକାଶଶୀଳ, ନିର୍ଭରଯୋଗ୍ୟ କରିବା ଲାଗି ଆମକୁ ଅତ୍ୟାଧୁନିକ ଜ୍ଞାନକୌଶଳର ଆବଶ୍ୟକତା ରହିଛି ।

ଆମର ଡିଜିଟାଲାଇଜେସନ ପ୍ରୋଗ୍ରାମକୁ ତ୍ୱରାନ୍ୱିତ କରିବା ଲାଗି ସବୁ କ୍ଷେତ୍ରରେ ଉତ୍କର୍ଷତା ପ୍ରତିପାଦନ କରିବାକୁ ହେବ । କମ୍ପାନୀ କିପରି ଡିଜିଟାଲ୍ ସମାଧାନଗୁଡିକ ବ୍ୟବହାର କରୁଛି ତାହାର କିଛି ଉଦାହରଣ : ବେଦାନ୍ତ ଆଲୁମିନିୟମ ଗଭୀର ଶିକ୍ଷଣ ଆଲଗୋରିଦମ ଓ ଅତ୍ୟାଧୁନିକ ମଡେଲିଂ କୌଶଳକୁ ସ୍ମେଲଟର ଓ ପାୱାର ପ୍ଲାଂଟରେ ନିୟୋଜିତ କରିଛି । ଭବିଷ୍ୟତକୁ ଦୃଷ୍ଟି ଦେଇ ରକ୍ଷଣାବେକ୍ଷଣ ଲାଗି ଡିଜିଟାଲ ଦ୍ୱେତ ବୈଷୟିକୀ ଦ୍ୱାରା ଅଧିକ ଦକ୍ଷତା ବୃଦ୍ଧି ନିଶ୍ଚିତ କରିବା ଆବଶ୍ୟକ କରେ ଏବଂ ସର୍ବନିମ୍ନ କିମ୍ବା ଶୂନ୍ୟ ମାନବ ସ୍ପର୍ଶ ସହିତ ସୁରକ୍ଷା ପ୍ରତି ଦୃଷ୍ଟି ଦିଏ । ମେସିନ ଲର୍ଣ୍ଣିଂ ଆଧାରିତ ସିଷ୍ଟମଗୁଡ଼ିକ ଦୁର୍ଘଟଣାକୁ ରୋକିବା ଲାଗି ରିୟଲ ଟାଇମ ହସ୍ତକ୍ଷେପ ପାଇଁ ସିସିଟିଭି କ୍ୟାମେରା ମାଧ୍ୟମରେ କାର୍ଯ୍ୟ କରିଥାଏ ।

ପ୍ଲାଂଟରେ କଂଚାମାଲ ପରିବହନ କରୁଥିବା ଇନବାଉଣ୍ଡ ଟ୍ରକଗୁଡିକର ଟର୍ଣ୍ଣାରାଉଣ୍ଡ ସମୟ ହ୍ରାସ ପାଇଁ ଭିଡିଓ ଆନାଲିଟିକ୍ସ । ବେଦାନ୍ତ ଆଲୁମିନିୟମ ବର୍ତମାନ ଏକ ଅଭିବୃଦ୍ଧି ପର୍ଯ୍ୟାୟରେ ଅଛି । ସଂପତିଠାରୁ ଆରମ୍ଭ କରି କର୍ମଚାରୀ ପର୍ଯ୍ୟନ୍ତ କାର୍ଯ୍ୟରେ ଭୁଲମ୍ବ ଏକୀକରଣ ପର୍ଯ୍ୟନ୍ତ କଂପାନି ଏକ ପରିବର୍ତନ ଆଣିବାକୁ ପଦକ୍ଷେପ ଗ୍ରହଣ କରୁଛି । ବେଦାନ୍ତ ଷ୍ଟାର୍ଟ ଅପ ଇନକ୍ୟୁବେଟର ମାଧ୍ୟମରେ, ବେଦାନ୍ତ ଆଲୁମିନିୟମ ନୂଆଯୁଗର ଷ୍ଟାର୍ଟଅପ ସହିତ ଉତ୍ପାଦନରେ ନୂତନତା ଓ ଡିଜିଟାଇଜେସନ ଶକ୍ତି ବ୍ୟବହାର କରୁଛି । ବ୍ୟବସାୟିକ ବିଷୟରେ ଯେଉଁଠାରେ ଷ୍ଟାର୍ଟଅପ ଗୁଡ଼ିକ ଦକ୍ଷତାଠାରୁ ଆରମ୍ଭ କରି ଶକ୍ତି ସଂରକ୍ଷଣ ସମାଧାନ, ଜଳ, ବର୍ଜ୍ୟବସ୍ତୁ ପରିଚାଳନା ପ୍ରଭୃତି କାର୍ଯ୍ୟ ସହ ଜଡ଼ିତ ।

ଏହା ଭାରତର ଉତ୍ପାଦନ ଦୃଶ୍ୟପଟରେ ଏକ ମୌଳିକ ପରିବର୍ତନ ଆଣିବା ସହ ବିକଶିତ ଦେଶମାନଙ୍କୁ ପ୍ରେରଣା ଯୋଗାଇବ । ବେଦାନ୍ତ ଆଲୁମିନିୟମ ବ୍ୟବସାୟ ହେଉଛି ବେଦାନ୍ତ ଲିମିଟେଡ଼ର ଏକ ଅଂଶ ଯିଏକି ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ପ୍ରାୟତଃ ଏହା ଭାରତର ଅର୍ଦ୍ଧେକ ଆଲୁମିନିୟମ ଉତ୍ପାଦନକାରୀ ଓ ଆର୍ଥିକ ବର୍ଷ ୨୨ ରେ ୨.୨୬ ନିୟୁତ ଟନ୍ ଆଲୁମିିନିୟମ ଉତ୍ପାଦନ କରିଥିବା ସଂସ୍ଥା । ବେଦାନ୍ତ ଆଲୁମିନିୟମର ର‌୍ୟାଙ୍କ ଡାଓ ଜୋନସ ସସଟାନବିଲିଟି ଇଣ୍ଡେକ୍ସ ୨୦୨୧ରେ ୪ର୍ଥ ର‌୍ୟାଙ୍କ ଧାରୀ ଓ ସ୍ଥାୟୀ ବିକାଶ ଅବଲମ୍ବନକାରୀ ସଂସ୍ଥା ।

ବେଦାନ୍ତ ମୂଲ୍ୟଯୁକ୍ତ ଆଲୁମିନିୟମ ଉତ୍ପାଦ ନିର୍ମାଣ କରିବାରେ ଅଗ୍ରଣୀ ଭୂମିକା ନିର୍ବାହ କରିବା ସହ ଔଦ୍ୟୋଗିକ କ୍ଷେତ୍ରରେ ସର୍ବବୃହତ ଜ୍ଞାନକୌଶଳକୁ ଆପଣାଇ ବିଶ୍ୱ ଶ୍ରେଣୀୟ ସ୍ମେଲ୍‌ଟର, ପାୱାର ପ୍ଲାଂଟ ଓ ଆଲୁମିନା ରିଫାଇନାରୀ କାର୍ଯ୍ୟ କରୁଛି । ଏକ ସବୁଜ ଭବିଷ୍ୟତ ପାଇଁ ମେଟାଲ ଅଫ୍ ଦି ଫ୍ୟୁଚର ଭାବରେ ଆଲୁମିନିୟମର ପ୍ରୟୋଗକୁ ପ୍ରସାରିତ କରିବା ପାଇଁ କମ୍ପାନୀ ତାର ଲକ୍ଷ୍ୟ ପୂରଣ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

March 18, 2026
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

March 18, 2026
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version