• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ବିଜୁକଲ୍ୟାଣମଣ୍ଡପ ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ମୋହକ” ୨୦୨୨ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
November 16, 2022
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ବିଜୁକଲ୍ୟାଣମଣ୍ଡପ ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ମୋହକ” ୨୦୨୨ ଅନୁଷ୍ଠିତ
Share on FacebookShare on TwitterWhatsapp

୧୫ ନଭେମ୍ବର ମଙ୍ଗଳବାର (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ସୋମବାର ଦିନ ଜିଲ୍ଲା ପ୍ରଶାସନ ଦ୍ବାରା ଜିଲ୍ଲାର ସମସ୍ତ ଶିଶୁଯତ୍ନ ଅନୁଷ୍ଠାନ ମାନଙ୍କ ଶିଶୁ ମାନଙ୍କୁ ନେଇ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ “ମହକ”- ୨୦୨୨ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଦୌରାଜଜ୍ ଶ୍ରୀଯୁକ୍ତ ପ୍ରଣବ କୁମାର ରାଉତରାୟ , ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଜୟରାମ ଶତପଥି ମିଳିତ ଭାବେ ଶିଶୁ ମାନଙ୍କ ଗହଣରେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ପରେ ଉଦଘାଟନୀ ସଭା କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଜପତି ଜିଲ୍ଲା ଦୌରାଜଜ୍ ଶ୍ରୀ ପ୍ରଣବ କୁମାର ରାଉତରାୟ ଯୋଗ ଦେଇ ଶିଶୁ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ଜିଲ୍ଲା ପ୍ରଶାସନ କିଭଳି ସହାୟ ହୋଇ ଅଧିକ ଗୁରୁତ୍ବ ଦେବେ , ସେ ସମ୍ପର୍କରେ କହିଥିଲେ।ଆଗାମୀ ଦିନରେ ଶିଶୁ ଯତ୍ନ ଅନୁଷ୍ଠାନର ଶିଶୁ ମାନଙ୍କୁ ବିଭିନ୍ନ ଦର୍ଶନୀୟ ସ୍ଥାନ ବୁଲେଇବା ପାଇଁ ଜିଲ୍ଲାପାଳ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ସହ ପିଲାମାନଙ୍କର ପ୍ରତ୍ୟେକ ଆବଶ୍ୟକତାକୁ ଧ୍ୟାନ ଦେବାକୁ କହିଥିଲେ।ଅନ୍ୟତମ ମଞ୍ଚାସୀନ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଜୟରାମ ଶତପଥି ଏବଂ ଜିଲ୍ଲା କିଶୋର ନ୍ୟାୟ ପରିଷଦର ପ୍ରିନ୍ସିପାଲ୍ ମାଜିଷ୍ଟ୍ରେଟ୍ ଶ୍ରୀ ସତ୍ୟବ୍ରତ ରାଣା ଯୋଗ ଦେଇ ଶିଶୁ ମାନେ ଦେଶର ଭବିଷ୍ୟତ , ପ୍ରତ୍ୟେକ କ୍ଷେତ୍ରରେ ସେମାନଙ୍କ ଅନ୍ତର୍ନିହିତ ପ୍ରତିଭା ପ୍ରତି ଗୁରୁତ୍ବ ଦେବା ଆମ ସମସ୍ତଙ୍କ କର୍ତ୍ତବ୍ୟ ଅନ୍ୟପକ୍ଷରେ ଶିଶୁମାନେ କିଭଳି ଜିଲ୍ଲାସ୍ତରରେ କୃତିତ୍ୱ ହାସଲ କରି ରାଜ୍ୟ ଓ ଜାତୀୟ ସ୍ତରରେ ଅନୁଷ୍ଠିତ ହେଉଥିବା ପ୍ରତିଯୋଗିତାରେ ଭାଗ ନେଇ ଗଜପତି ଜିଲ୍ଲା ପାଇଁ ଗୌରବ ଆଣି ପାରିବେ ସେ ସମ୍ପର୍କରେ କହିଥିଲେ।ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ , ଉଦଘାଟନୀ ସଭା କାର୍ଯ୍ୟକ୍ରମରେ ସଂଯୋଜନା କରି ଶିଶୁ ମାନଙ୍କ ଅନ୍ତର୍ନିହିତ ଗୁଣ ତଥା ପ୍ରତିଭା କୁ ବିକାଶ କରିବା ସହ ଲୋକ ଲୋଚନରେ ପ୍ରସ୍ପୂଟିତ କରାଇବା ଏଭଳି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଅନ୍ୟପକ୍ଷେ ପିତୃ-ମାତୃହୀନ ଶିଶୁ ମାନଙ୍କ ମୁହଁରେ ହସ ଫୁଟାଇବା ସହ ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା କ୍ଷେତ୍ରରେ ଜିଲ୍ଲା ପ୍ରଶାସନର ଅହରହ ଉଦ୍ୟମ ଜାରି ରହିଛି ବୋଲି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ପ୍ରକାଶ କରିଥିଲେ।ଏହି ପରିପ୍ରେକ୍ଷୀରେ ଜିଲ୍ଲାର ସମସ୍ତ ଶିଶୁଯତ୍ନ ଅନୁଷ୍ଠାନର ଶିଶୁ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଯଥା :- ବକ୍ତୃତା , ସଙ୍ଗୀତ , ନୃତ୍ୟ , କୁଇଜ୍ , ଚିତ୍ରାଙ୍କନ ଆଦି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ଏବଂ କୃତି ପ୍ରତିଯୋଗୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଅତିଥିଙ୍କ ହସ୍ତରୁ ପୁରସ୍କାର ଏବଂ ମାନପତ୍ର ଗ୍ରହଣ କରିଥିଲେ।ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା ଶିଶୁ ମାନଙ୍କ ଉଦ୍ଦେଶ୍ୟରେ ଉତ୍ସାହିତ ବାର୍ତ୍ତା ଦେଇଥିଲେ ଯେ ଶିଶୁମାନେ ଆମର ଦେଶର ଭବିଷ୍ୟତ ଅଟନ୍ତି। ପ୍ରତିଟି ଶିଶୁ ମୁହଁରେ ହସ ଫୁଟାଇବା ସମସ୍ତଙ୍କ ଦାୟିତ୍ବ ଓ କର୍ତ୍ତବ୍ୟ ଅଟେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦକ ଶ୍ରୀଯୁକ୍ତ ରବିନ୍ଦ୍ର ନାରାୟଣ ବେହେରା , ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷା ଶ୍ରୀମତି ଅଳକା ସାହୁ , ପାରଳାଖେମୁଣ୍ଡି ପୌରପରିଷଦର କାର୍ଯ୍ୟନିର୍ବାହି ଅଧିକାରୀ ଶ୍ରୀଯୁକ୍ତ ଜୁବୁଲି ଚରଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲାରେ ଥିବା ୬ ଗୋଟି ଶିଶୁ ଯତ୍ନ ଅନୁଷ୍ଠାନର ଶତାଧିକ ଶିଶୁ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ର କର୍ମଚାରୀ ପରିଚାଳନା କରିଥିବା ବେଳେ ସ୍ବତନ୍ତ୍ର ପୋଷ୍ୟ ଗ୍ରହଣ କେନ୍ଦ୍ର , ଚାଇଲଡ଼୍ ଲାଇନ୍ ଏବଂ ସମସ୍ତ ଶିଶୁ ଯତ୍ନ ଅନୁଷ୍ଠାନର କର୍ମକର୍ତ୍ତା ସହାୟତା କରିଥଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

October 18, 2026
ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

October 18, 2026
ସିଗମା ପବ୍ଲିକ ସ୍କୁଲରେ ନବରାତ୍ର ଉପଲକ୍ଷେ ଦାଣ୍ଡିଆ ନୃତ୍ୟ

ସିଗମା ପବ୍ଲିକ ସ୍କୁଲରେ ନବରାତ୍ର ଉପଲକ୍ଷେ ଦାଣ୍ଡିଆ ନୃତ୍ୟ

October 18, 2026
BEE Organises Influencers’ Conclave 2026

BEE Organises Influencers’ Conclave 2026

October 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

October 18, 2026
ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

October 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version