• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସାମାଜିକ ସମୀକ୍ଷା ଓ ଜନଶୁଣାଣୀ

Proprietor Abhimanyu Maharana by Proprietor Abhimanyu Maharana
November 17, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସାମାଜିକ ସମୀକ୍ଷା ଓ ଜନଶୁଣାଣୀ
Share on FacebookShare on TwitterWhatsapp

୧୬ ନଭେମ୍ବର ବୁଧବାର (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ଼ :- ନୟାଗଡ଼ ମ୍ୟୁନିସିପାଲିଟିରେ କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାନୂୟନ ସମ୍ପର୍କରେ ଆଜି ଜଜାଙ୍ଗୀସାହି ବିଜୁ ଆଦର୍ଶ କଲୋନୀର ପରିଚୟ ଗୃହ ଠାରେ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । “ଲାଭସ୍” ସଂସ୍ଥାରୁ ଆସିଥିବା ୨ ଜଣ ପର୍ଯ୍ୟବେକ୍ଷକ ଲକ୍ଷ୍ମୀକାନ୍ତ ପାଇକରାୟ ଓ ମୁରଲୀଧର ବରାଡ ଆଜି ହିତାଧିକାରୀମାନଙ୍କ ସାମାଜିକ ସମୀକ୍ଷା ଓ ଜନଶୁଣାଣୀ କରିଥିଲେ ।

ସାମାଜିକ ସମୀକ୍ଷା ସାରା ବିଶ୍ଵରେ ସାମାଜିକ ଉତ୍ତର ଦାୟିତ୍ଵ ପାଇଁ ଏକ ପ୍ରଚଳିତ ଧାରା ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ । ସୁବିଧାରେ ଆବାସ ପାଉଛୁ, କିଛି ଅସୁବିଧା ହେଉନାହିଁ ବୋଲି ୩ ଜଣ ହିତାଧିକାରୀ ମତ ରଖିଥିଲେ । ଆଜିର ଜନଶୁଣାଣୀ ଶିବିରରେ ପୌରାଧ୍ୟକ୍ଷା ନିରୂପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ନିର୍ବାହୀ ଅଧିକାରୀ ମିସ୍ ସ୍ଵାତୀ ମିଶ୍ର, କାଉନସିଲର ଜାନକୀ ବଲ୍ଲଭ ଜେନା, କାଉନସିଲର ଊର୍ମିଳା ଜେନା,

ବସ୍ତି ମହାସଂଘ ସଭାପତି ଗଦାଧର ଜେନା ପ୍ରମୁଖ ଯୋଗ ଦେଇ ବିଗତ ୫ ବର୍ଷ ତଳର ବସ୍ତିର ରୂପରେଖ ବଦଳି ଯାଇଛି ବୋଲି ବକ୍ତବ୍ୟ ରଖିଥିଲେ । ହିତାଧିକାରୀଙ୍କୁ ତୁରନ୍ତ ପର୍ଯ୍ୟାପ୍ତ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ମଧ୍ୟ ଦୃଢ ପ୍ରତିଶୃତି ଦେଇଥିଲେ । ଆବାସ ବିଶେଷଜ୍ଞ ନିଗମ ମହାପାତ୍ର, ଗୋଷ୍ଠୀ ସଙ୍ଗଠିକା ଇନ୍ଦୁମତୀ ପରିଡ଼ା ଓ ଆବାସ ତଥ୍ୟ ପରିଚାଳକ ସୁଧାଂଶୁ ମହାରଣା ପ୍ରମୁଖ ଆଜିର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ସୂଚନାଯୋଗ୍ୟ, ନୟାଗଡ଼ ସହରରେ ୫୮୩ ଟି ପରିବାରକୁ ଆବାସ ଯୋଜନାରେ ଗୃହ ଯୋଗାଇ ଦିଆଯାଇଛି, ସେଥିରୁ ୪୯୦ ପରିବାର ଗୃହ ନିର୍ମାଣ ପୂର୍ଣ୍ଣାଙ୍ଗ କରିସାରିଲେଣି । ଶିବିରରେ ପ୍ରାୟ ୩୦୦ ଜଣ ହିତାଧିକାରୀ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version