• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଦାନ୍ତ ଆଲୁମିନିୟମ ଶିଶୁ ଦିବସ ଅବସରରେ ଝାରସୁଗୁଡ଼ାର ଏଚଏସସି ପରୀକ୍ଷାର ଟପର ମାନଙ୍କୁ ସମ୍ବର୍ଦ୍ଧିତ କରିଛି

Proprietor Abhimanyu Maharana by Proprietor Abhimanyu Maharana
November 17, 2022
in ଓଡ଼ିଶା, ମହାନଗର, ହୋମ୍
0
ବେଦାନ୍ତ ଆଲୁମିନିୟମ ଶିଶୁ ଦିବସ ଅବସରରେ ଝାରସୁଗୁଡ଼ାର ଏଚଏସସି ପରୀକ୍ଷାର ଟପର ମାନଙ୍କୁ ସମ୍ବର୍ଦ୍ଧିତ କରିଛି
Share on FacebookShare on TwitterWhatsapp

୧୬ ନଭେମ୍ବର ବୁଧବାର (ଓଡ଼ିଶା ତାଜାନ୍ୟୁଜ ) ଝାରସୁଗୁଡ଼ା :- ବେଦାନ୍ତ ଆଲୁମିନିୟମ ଭାରତର ବୃହତ ଆଲୁମିନିୟମ ଉତ୍ପାଦକ ଶିଶୁ ଦିବସ ଅବସରରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଆୟୋଜିତ ୨୦୨୨ର ବାର୍ଷିକ ହାଇ ସ୍କୁଲ ପରୀକ୍ଷାରେ ଏ-୧ ସ୍ଥାନରେ ଥିବା ଝାରସୁଗୁଡ଼ାର ୨୧ଟି ସରକାରୀ ବିଦ୍ୟାଳୟରୁ ୭୯ ଜଣ ମେଧାବୀ ଛାତ୍ର ଛାତ୍ରୀଙ୍କୁ ସମ୍ମାନିତ କରିଛି । ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ଝାରସୁଗୁଡ଼ାର ସହଯୋଗରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ମିସ ପୁଷ୍ପା ମିଞ୍ଜ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୀପ୍ତ କୁମାର ସା ଯୋଗ ଦେଇଥିଲେ ।

ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ଶ୍ରୀ ସୁନୀଲ ଗୁପ୍ତା, ସିଇଓ-ବେଦାନ୍ତ ଲିମିଟେଡ, ଝାରସୁଗୁଡ଼ା କହିଛନ୍ତିଯେ-ଆମର ଗୋଷ୍ଠୀ ଶିକ୍ଷା ସଚେତନତା ପଦକ୍ଷେପ ଦ୍ୱାରା ଗ୍ରାମାଂଚଳର ଛାତ୍ରଛାତ୍ରୀ ମାନେ ଗୁଣାତ୍ମକ ପ୍ରାଥମିକ ଶିକ୍ଷା ଅର୍ଜନର ସୁବିଧା ପାଇବେ । ଗତ କିଛି ବର୍ଷ ମଧ୍ୟରେ ଝାରସୁଗୁଡ଼ାରେ ସାକ୍ଷରତା ହାର ବୃଦ୍ଧି ପାଇଛି । ମାଟ୍ରିକ/ ଉଚ୍ଚ ମାଧ୍ୟମିକ ପରୀକ୍ଷାରେ ଉତୀର୍ଣ୍ଣ ହାର ବଢିବା ସହ ଏଚଏସସି ପରୀକ୍ଷାରେ ଏ-୧ ସ୍ଥାନ ବଢିଛି । ଆମ ଗୋଷ୍ଠୀ ମଧ୍ୟରେ ରହିଥିବା ଶିକ୍ଷା କ୍ଷେତ୍ରରେ ବ୍ୟବଧାନକୁ ଦୂର କରିବା ଲାଗି ବେଦାନ୍ତ ସର୍ବଦା ପ୍ରୟାସ କରି ଆସୁଛି ।

ଉଚ୍ଚଶିକ୍ଷା ପାଇଁ ଅଭିଳାଷୀ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରି ମିସ ପୁଷ୍ପା ମିଞ୍ଜ, ଜିଲ୍ଲା ଶିକ୍ଷା ଅଧିକାରୀ, ଝାରସୁଗୁଡ଼ା କହିଛନ୍ତିଯେ- ଆମ ଗୋଷ୍ଠୀର ବିକାଶ ପାଇଁ ଶିକ୍ଷା ହେଉଛି ମୌଳିକ ଆବଶ୍ୟକତା । ଝାରସୁଗୁଡ଼ାରେ ଶିକ୍ଷା କ୍ଷେତ୍ରରେ ବିକାଶ ପାଇଁ ବେଦାନ୍ତ ଆଲୁମିନିୟମ ଅନେକ ଗୁଡ଼ିଏ ପଦକ୍ଷେପ ଗ୍ରହଣ କରିଛି ଓ ଯୁବ ଓ ପ୍ରତିଭାଧାରୀ କୃତୀ ଶିକ୍ଷାର୍ଥିଙ୍କୁ ଉତ୍‌ସାହିତ କରୁଛି, ଯେଉଁମାନେ ଭବିଷ୍ୟତ ପାଇଁ ଉପଯୁକ୍ତ ପ୍ରୋତ୍ସାହନ ପାଇ ପାରୁଛନ୍ତି ।ଝାରସୁଗୁଡ଼ା ଜିଲ୍ଲାରେ ଶିକ୍ଷାର ପ୍ରସାର ଓ ବିକାଶ ପାଇଁ କଂପାନି ପକ୍ଷରୁ ଅନେକଗୁଡ଼ିଏ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି ଯଥା :-

1. ବିଦ୍ୟା ଗ୍ରହ, ଏକ ଇ-ଲର୍ଣ୍ଣିଂ କାର୍ଯ୍ୟକ୍ରମ ଯେଉଁଥିରେ ଝାରସୁଗୁଡ଼ାର ସରକାରୀ ସ୍କଉଲର ୮ମରୁ ୧୦ମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ଅନଲାଇନ କ୍ୟାରିୟର ପରାମର୍ଶ ପାଇଁ ଅତିରିକ୍ତ ଶ୍ରେଣୀ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି ।

2. ଆର୍ଟିଫିସିଆଲ ଇଂଟେଲୀଜେନସ (ଏଆଇ) ଶିକ୍ଷା ପ୍ରକଳ୍ପ ଜରୀଆରେ ରିୟଲ ୱାର୍ଲଡ ସମସ୍ୟାର ଏଆଇ ସମାଧାନ ଭିତିକ କାର୍ଯ୍ୟକ୍ରମ ପ୍ରଦାନ କରାଯାଉଛି ।

3. ବେଦାନ୍ତ ନନ୍ଦଘର ପ୍ରକଳ୍ପ ଅଧିନରେ ଉନ୍ନୀତ ଅଙ୍ଗନବାଡ଼ି ଜରିଆରେ ୬୫୦୦ ପିଲାମାନଙ୍କ ପାଇଁ ପ୍ରାଥମିକ ଶିକ୍ଷାଦାନ କାର୍ଯ୍ୟକ୍ରମ ପରିଚାଳିତ ହେଉଛି ।

4. ଓଡ଼ିଶା ସରକାରଙ୍କ ପଦକ୍ଷେପ ମୋ ସ୍କୁଲ ଅଭିଯାନ ଅଧିନରେ ଝାରସୁଗୁଡ଼ାରେ ସରକାରୀ ସ୍କୁଲ ଗୁଡ଼ିକର ଭିତିଭୂମିର ଉନ୍ନତିକରଣ ।

5. ବେଦାନ୍ତର ମିନି ସାଇନସ ସେଂଟର ଜରିଆରେ ଅଭିନବ ବିଜ୍ଞାନ ଓ ଜ୍ଞାନ କୌଶଳ ସହ ଗଣିତ ଓ ବିଜ୍ଞାନ ଉପରେ ପିଲାମାନଙ୍କ ଜ୍ଞାନ ବୃଦ୍ଧି ପଦକ୍ଷେପ ।

6. ବେଦାନ୍ତର କଂପ୍ୟୁଟର ସାକ୍ଷରତା କାର୍ଯ୍ୟକ୍ରମ ଜରିଆରେ ପିଲାମାନଙ୍କୁ କଂପ୍ୟୁଟର ଉପରେ ଜ୍ଞାନ ପ୍ରଦାନ କରାଯାଉଛି ।

ବେଦାନ୍ତ ଆଲୁମିନିୟମର ସାମାଜିକ ପଦକ୍ଷେପ ଅଧିନରେ ଗୁଣମାମନର ଶିକ୍ଷା, ସ୍ୱାସ୍ଥ୍ୟ ଯତ୍ନ, ଦକ୍ଷତା ବିକାଶ , ମହିଳା ସଶକ୍ତିକରଣ, ଜଳ ଓ ପରିମଳ, ଗୋଷ୍ଠୀ ବିକାଶ କାର୍ଯ୍ୟକ୍ରମ ଗୁଡ଼ିକ ଝାରସୁଗୁଡ଼ାର ୭୯ ଟି ଗ୍ରାମରେ ପ୍ରସାରିତ ଓ ପ୍ରାୟ ୧.୭ ଲକ୍ଷ ଲୋକ ଏହା ଦ୍ୱାରା ଉପକୃତ ହେଉଛନ୍ତି । ଏହା ୩୩୮ ଅଧିକ ଏସଏଚଜିର ୪୦୦୦ ମହିଳାଙ୍କୁ ସଶକ୍ତ କରାଇ ପାରିଛି ଓ ସ୍ୱାସ୍ଥ୍ୟ ପଦକ୍ଷେପ ଜରୀଆରେ ବର୍ଷକୁ ୩୨୦୦୦ ଲୋକ ଉପକୃତ ହେଉଛନ୍ତି । ସେହିପରି ୬୪୦୦ ଛାତ୍ର ଛାତ୍ରୀ ଶିକ୍ଷା କ୍ଷେତ୍ରରେ ସହାୟତା ପାଉଛନ୍ତି ଓ ଗୋଷ୍ଠୀ ସହାୟତାରେ ବର୍ଷକୁ ପ୍ରାୟ ୧.୪୮ ଲକ୍ଷ ବୃକ୍ଷ ରୋପଣ କରାଯାଇଛି ।

ବେଦାନ୍ତ ଆଲୁମିନିୟମ ବ୍ୟବସାୟ ହେଉଛି ବେଦାନ୍ତ ଲିମିଟେଡ଼ର ଏକ ଅଂଶ ଯିଏକି ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ପ୍ରାୟତଃ ଏହା ଭାରତର ଅର୍ଦ୍ଧେକ ଆଲୁମିନିୟମ ଉତ୍ପାଦନକାରୀ ଓ ଆର୍ଥିକ ବର୍ଷ ୨୨ ରେ ୨.୨୬ ନିୟୁତ ଟନ୍ ଆଲୁମିିନିୟମ ଉତ୍ପାଦନ କରିଥିବା ସଂସ୍ଥା । ବେଦାନ୍ତ ଆଲୁମିନିୟମର ର‌୍ୟାଙ୍କ ଡାଓ ଜୋନସ ସସଟାନବିଲିଟି ଇଣ୍ଡେକ୍ସ ୨୦୨୧ରେ ୪ର୍ଥ ର‌୍ୟାଙ୍କ ଧାରୀ ଓ ସ୍ଥାୟୀ ବିକାଶ ଅବଲମ୍ବନକାରୀ ସଂସ୍ଥା । ବେଦାନ୍ତ ମୂଲ୍ୟଯୁକ୍ତ ଆଲୁମିନିୟମ ଉତ୍ପାଦ ନିର୍ମାଣ କରିବାରେ ଅଗ୍ରଣୀ ଭୂମିକା ନିର୍ବାହ କରିବା ସହ ଔଦ୍ୟୋଗିକ କ୍ଷେତ୍ରରେ ସର୍ବବୃହତ ଜ୍ଞାନକୌଶଳକୁ ଆପଣାଇ ବିଶ୍ୱ ଶ୍ରେଣୀୟ ସ୍ମେଲ୍‌ଟର, ପାୱାର ପ୍ଲାଂଟ ଓ ଆଲୁମିନା ରିଫାଇନାରୀ କାର୍ଯ୍ୟ କରୁଛି । ଏକ ସବୁଜ ଭବିଷ୍ୟତ ପାଇଁ ମେଟାଲ ଅଫ୍ ଦି ଫ୍ୟୁଚର ଭାବରେ ଆଲୁମିନିୟମର ପ୍ରୟୋଗକୁ ପ୍ରସାରିତ କରିବା ପାଇଁ କମ୍ପାନୀ ତାର ଲକ୍ଷ୍ୟ ପୂରଣ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

July 26, 2026
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

July 26, 2026
ଜନ୍ମବେଦୀରେ ସରିଲା ଶ୍ରୀଜିଉଙ୍କ ଲୀଳାଖେଳ : “ଜୟ ଜଗନ୍ନାଥ” ଧ୍ୱନିରେ ପ୍ରକମ୍ପିତ ସାରା ଅଞ୍ଚଳ

ଜନ୍ମବେଦୀରେ ସରିଲା ଶ୍ରୀଜିଉଙ୍କ ଲୀଳାଖେଳ : “ଜୟ ଜଗନ୍ନାଥ” ଧ୍ୱନିରେ ପ୍ରକମ୍ପିତ ସାରା ଅଞ୍ଚଳ

July 26, 2026
ଶ୍ରୀଜଗନ୍ନାଥ ଜୟୁଙ୍କ ସୁନାବେଶ, ଶତାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାବେଶ

ଶ୍ରୀଜଗନ୍ନାଥ ଜୟୁଙ୍କ ସୁନାବେଶ, ଶତାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାବେଶ

July 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

July 26, 2026
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

July 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version