• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲ୍ୟବିବାହ ଏକ ସାମାଜିକ ବ୍ୟାଧି – ପୁରୀ

Proprietor Abhimanyu Maharana by Proprietor Abhimanyu Maharana
November 19, 2022
in ଓଡ଼ିଶା, ପୁରୀ, ହୋମ୍
0
କ୍ଷୁଦ୍ର ନିଯୁକ୍ତି ମେଳା ଚଳିତ ମାସ ୨୩ ଓ ୨୪ ରେ
Share on FacebookShare on TwitterWhatsapp

୧୮ ନଭେମ୍ବର ଶୁକ୍ରବାର (ଓଡ଼ିଶା ତାଜାନ୍ୟୁଜ ) ପୁରୀ :- ବାଲ୍ୟବିବାହ ଏକ ସାମାଜିକ ବ୍ୟାଧି । ଏହାକୁ ରୋକିବା ଆମ ସମସ୍ତଙ୍କର ସାମାଜିକ ଦାୟିତ୍ୱ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରଦୀପ କୁମାର ସାହୁ । ଆଜି ପୂର୍ବାହ୍ନ ରେ ଜିଲ୍ଲା ପ୍ରଶାସନ, ୟୁନିସେଫ୍, ଆକ୍ସନ ଏଡ୍ ,ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଓ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ବାଲ୍ୟବିବାହ ନିରୋଧ ସମ୍ପର୍କରେ ଏକ କର୍ମଶାଳା ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀ ସାହୁ ବିବାହ ଏକ ସାମାଜିକ ପବିତ୍ର କର୍ମ । ଏହାକୁ ସମ୍ପର୍ଣ୍ଣ ପାଇଁ ସାମାଜିକ ଓ ଆଇନଗତ ବ୍ୟବସ୍ଥା ରହିଛି । ତେଣୁ ଆଇନାନୁମୋଦିତ ବୟସ ଅନୁସାରେ ବିବାହ କାର୍ଯ୍ୟ ହେବା ବିଧେୟ ।ଏହାର ଉଲ୍ଲଘଂନ ପାଇଁ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ପ୍ରାବଧାନ ରହିଥିବାରୁ ଏହାର ବ୍ୟାପକ ସଚେତନତା ସୃଷ୍ଟି ଜରୁରୀ ବୋଲି କହିଥିଲେ । ଅତିରିକ୍ତ ଏସ ପି ଶ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ବଡଜେନା ବାଲ୍ୟବିବାହ ଓ ଶିଶୁ ସୁରକ୍ଷାକୁ ରୋକିବା ପାଇଁ ସରକାର ଅନେକ ପଦକ୍ଷେପ ନିଆଯାଇଛି ।ଏଥିପାଇଁ ଶିଶୁ ସୁରକ୍ଷା ଆଇନ ରେ ଏକାଧିକ ବାର ସଂଶୋଧନ ମଧ୍ୟ ହୋଇଛି । ପୋଲିସ ଏଥିରେ ସମସ୍ତ ସହଯୋଗ ଯୋଗାଇ ଦେଉଛି ବୋଲି ସେ କହିଥିଲେ । ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଚିନ୍ମୟୀ ରଥ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି କର୍ମଶାଳାରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ସେଠୀ, ଶିଶୁ ମଙ୍ଗଳ କମିଟି ର ଅଧ୍ୟକ୍ଷ ଶ୍ରୀ ମହାବୀର ରୁଦ୍ର ନାରାୟଣ ସାହୁ, ସଦସ୍ୟ ଶ୍ରୀ ରାମ ଶଙ୍କର ପାତ୍ର,ଚାଇଲ୍ଡ ଲାଇନ ର ନିର୍ଦ୍ଦେଶକ ଶ୍ରୀ ଦେବାଶିଷ ରଥ,କଳିଙ୍ଗ ବୈଶ୍ୟ ସମାଜ ମହିଳା ମହାସଂଘ ର ସଭାପତି ଗାୟତ୍ରୀ ପାତ୍ର, ଲିଙ୍ଗରାଜ ମହାରଣା, ନିମାପଡା ଜାମା ମସଜିଦ ର ମୌଲବୀ ଅବଦୁଲ କାଦିର,ଯାଦବ ମହାସଂଘ ସଭାପତି ରମେଶ ଚନ୍ଦ୍ର ବେହେରା, ପିପିଲି ବାପଟିଷ୍ଟ ଚର୍ଚ୍ଚର ଫାଦର,ବିଭିନ୍ନ ବ୍ଲକ ର ସିଡିପିଓ, ବିଭିନ୍ନ ଜାତି ସମ୍ପ୍ରଦାୟର ନେତୃମଣ୍ଡଳୀ,ଶିଶୁ ସୁରକ୍ଷା ୟୁନିଟ ର କର୍ମକର୍ତ୍ତା ପ୍ରମୁଖ ଯୋଗ ଦେଇ ବାଲ୍ୟବିବାହ ର କାରଣ ନିରାକରଣ ଓ ସଚେତନତା ସମ୍ପର୍କରେ ଆଲୋକପାତ କରିଥିଲେ । ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ମନୋଜ କୁମାର ତ୍ରିପାଠୀ କର୍ମଶାଳା ପରିଚାଳନା କରିଥିବା ବେଳେ ଆକ୍ସନ ଏଡର ଜିଲ୍ଲା ସଂଯୋଜକ ସୁମିତା ଘୋଷ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

ସୁସ୍ଥ ଭବିଷ୍ୟତ ପାଇଁ ଭୁବନେଶ୍ୱରରେ ‘ଏସ୍‌ବିଆଇ ଗ୍ରୀନ୍ ମାରାଥନ୍ ସିଜନ୍–୬’

March 15, 2026

ପରିବାରର ମହାନ ଉଦାରତା : ଉତ୍କଳ ହସ୍ପିଟାଲରେ ଜୀବନ ରକ୍ଷା ପାଇଁ ଶ୍ରୀମତୀ ଉର୍ମିଳା ହରିଚନ୍ଦନଙ୍କ ଯକୃତ ଦାନ

ପରିବାରର ମହାନ ଉଦାରତା : ଉତ୍କଳ ହସ୍ପିଟାଲରେ ଜୀବନ ରକ୍ଷା ପାଇଁ ଶ୍ରୀମତୀ ଉର୍ମିଳା ହରିଚନ୍ଦନଙ୍କ ଯକୃତ ଦାନ

March 15, 2026
କ୍ଷମା ମାଗନ୍ତୁ କୁଳପତି : ଓଡିଆ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଂକ ଦାବି

କ୍ଷମା ମାଗନ୍ତୁ କୁଳପତି : ଓଡିଆ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଂକ ଦାବି

March 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

ସୁସ୍ଥ ଭବିଷ୍ୟତ ପାଇଁ ଭୁବନେଶ୍ୱରରେ ‘ଏସ୍‌ବିଆଇ ଗ୍ରୀନ୍ ମାରାଥନ୍ ସିଜନ୍–୬’

March 15, 2026
Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version