• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଥମ ବିବାହ ବାଷିକୀ ପାଳନ ଅବସରରେ ମୋହନା ସ୍ବତନ୍ତ ଦିବ୍ୟାଙ୍ଗ ବିଦ୍ୟାଳୟ ଅନ୍ତେବାସୀଙ୍କୁ ପ୍ରତି ଭୋଜନ ସହ ଶୀତବସ୍ତ୍ର ପ୍ରଦାନ କଲେ ଇଞ୍ଜିନିୟର ଦମ୍ପତି

Proprietor Abhimanyu Maharana by Proprietor Abhimanyu Maharana
November 19, 2022
in ଓଡ଼ିଶା, ଗଜପତି, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ପ୍ରଥମ ବିବାହ ବାଷିକୀ ପାଳନ ଅବସରରେ ମୋହନା ସ୍ବତନ୍ତ ଦିବ୍ୟାଙ୍ଗ ବିଦ୍ୟାଳୟ ଅନ୍ତେବାସୀଙ୍କୁ ପ୍ରତି ଭୋଜନ ସହ ଶୀତବସ୍ତ୍ର ପ୍ରଦାନ କଲେ ଇଞ୍ଜିନିୟର ଦମ୍ପତି
Share on FacebookShare on TwitterWhatsapp

୧୯ ନଭେମ୍ବର ଶନିବାର (ଓଡ଼ିଶା ତାଜାନ୍ୟୁଜ ) ଆର. ଉଦୟଗିରି :- ଗଜପତି ଜିଲା ମୋହନା ପଂଚାୟତ ଅନ୍ତର୍ଗତ ବେତାରସିଂ ଗ୍ରାମ ନିବାସୀ ଶ୍ରୀ ରଜନୀକାନ୍ତ ବୀର ଓ ତାଙ୍କ ଧର୍ମପତ୍ନୀ ସସ୍ମିତା ଲିମା ତାଙ୍କର ଏକବର୍ଷ ବିବାହ ବାର୍ଷିକୀ ମୋହନା ଠାରେ ଥିବା ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ଦୃଷ୍ଟିହୀନ, ବଧିର, ମାନସିକ ଅନଗ୍ରସର ଓ ମସ୍ତିଷ୍କ ପକ୍ଷାଘାତ ସ୍ୱତନ୍ତ୍ର ବିଦ୍ୟାଳୟ ରେ ଛାତ୍ରଛାତ୍ରୀଙ୍କ ସହ ଖୁବ ଆଡମ୍ବର ସହକାରେ ପାଳନ କରିଥିଲେ | ଉକ୍ତ କାର୍ଯ୍ୟକ୍ରମ ରେ ରଜନୀକାନ୍ତଙ୍କ ସମସ୍ତ ପରିବାର ଓ କିଛି ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇଥିଲେ | ଏହି କାର୍ଯ୍ୟକ୍ରମ ରେ ଶ୍ରୀ ବୀର ବିଦ୍ୟାଳୟ ରେ ଥିବା ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀ ଙ୍କ ପାଇଁ ମାଧ୍ୟାର୍ହ୍ନ ଭୋଜନର ବ୍ୟବସ୍ଥା କରିଥିଲେ | ପରିଶେଷରେ ସମସ୍ତ ଛାତ୍ର ଛାତ୍ରୀ ଓ ସେବକ ସେବିକା ପାଇଁ ଶୀତବସ୍ତ୍ର ଉପହାର ସଦୃଶ୍ୟ ପ୍ରଦାନ କରିଥିଲେ |ଆଜିକାଲି ସ୍ୱାର୍ଥ ସର୍ବସ୍ବ ଯୁଗରେ ଯୁବ ଇଞ୍ଜିନିଅରଙ୍କ ଏହିଭଳି ଅଭିନଵ ପ୍ରୟାସ କୁ ନେଇ ସ୍ଥାନୀୟ ଅଞ୍ଚଳବlସୀ ଖୁବ ପ୍ରଶଂସା କରିଥିଲେ | ସେମାନଙ୍କ ବୈବାହିକ ଜୀବନ ପୁଷ୍ପିତ ହେଉ ସମସ୍ତେ କାମନା କରିଥିଲେ lଏହି କାର୍ଯକ୍ରମ କୁ ବିଦ୍ୟାଳୟ ର ସମସ୍ତ ପରିଚାଳନା କମିଟି ଓ କର୍ମଚାରୀ ମାନେ ସହଯୋଗ କରିଥିଲେ | ପିଲାମାନେ ଏସବୁ ଗ୍ରହଣ କରି ଖୁବ ଖୁସି ଅନୁଭବ କରୁଥିବା ଦେଖାଯାଇଥିଲା l ଅନୁଷ୍ଠାନର ସମ୍ପାଦକ ଶ୍ରୀ ଦଣ୍ଡlସୀ ସାହୁ ଓ ପରିଚାଳନା କମିଟି ର ସମସ୍ତ ସଦସ୍ୟ ଏହି କାର୍ଯ୍ୟକ୍ରମକୁ ନେଇ ଖୁସି ବ୍ୟକ୍ତ କରିଥିଲେ ଏବଂ ଶେଷରେ ତାଙ୍କୁ ଆଶୀର୍ବାଦ ସହିତ ଉପହାର ପ୍ରଦାନ କରିଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026
ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

March 18, 2026
କଟକ ଜିଲ୍ଲା ଅବକାରୀ ବିଭାଗର ଚଢାଉ : ଜବତ ହେଲା ବିପୁଳ ପରିମାଣର ଅଫିମ, ଗଞ୍ଜେଇ

କଟକ ଜିଲ୍ଲା ଅବକାରୀ ବିଭାଗର ଚଢାଉ : ଜବତ ହେଲା ବିପୁଳ ପରିମାଣର ଅଫିମ, ଗଞ୍ଜେଇ

March 18, 2026
ବିଡାନାସୀ ବରିଷ୍ଠ ନାଗରିକଙ୍କ ପାଇଁ ସୁରକ୍ଷା ସଚେତନତା ସଭା

ବିଡାନାସୀ ବରିଷ୍ଠ ନାଗରିକଙ୍କ ପାଇଁ ସୁରକ୍ଷା ସଚେତନତା ସଭା

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026
ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version