• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସିଣ୍ଡିରଙ୍ଗରେ ଜନଜାତୀୟ ଗୌରବ ଦିବସ

Proprietor Abhimanyu Maharana by Proprietor Abhimanyu Maharana
November 19, 2022
in ଓଡ଼ିଶା, ଗଜପତି, ହୋମ୍
0
ସିଣ୍ଡିରଙ୍ଗରେ ଜନଜାତୀୟ ଗୌରବ ଦିବସ
Share on FacebookShare on TwitterWhatsapp

୧୯ ନଭେମ୍ବର ଶନିବାର (ଓଡ଼ିଶା ତାଜାନ୍ୟୁଜ ) ଆର,ଉଦୟଗିରି :- ନଭେମ୍ବର ୧୫ ତାରିଖ ଦିନ ଏ.ଏଫ.ସି ଫାଉଣ୍ଡେସନ ନୂଆଜିଲ୍ଲା ସ୍ଥିତ ଗଜପତି ପ୍ରକଳ୍ପ ଆନୁକୁଲ୍ୟରେ ଗଜପତି ଜିଲା ଆର,ଉଦୟଗିରି ବ୍ଲକର ସିଣ୍ଡିରଙ୍ଗ ଠାରେ ବିର୍ଶା ମୁଣ୍ଡା ଜୟନ୍ତି ଅବସରରେ ଜନଜାତୀୟ ଗୌରବ ଦିବସ ପାଳନ କରାଯାଇଛି । ଏହି ପରିପ୍ରେକ୍ଷୀରେ ଏ ଏଫ ସି ଫାଉଣ୍ଡେସନର ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ବାଳକୃଷ୍ଣ ସାହୁ ଯୋଗଦେଇ କାର୍ଯ୍ୟକ୍ରମର ଉର୍ଦେଶ୍ୟ, ସ୍ବାଧିନତା ସଂଗ୍ରାମୀ ବୀର ବିର୍ଶା ମୁଣ୍ଡାଙ୍କ ଅଳଦାନ ଓ ଏ ଏଫ ସି ଫାଉଣ୍ଡେସନ୍ ର ବିଭିନ୍ନ କାର୍ଯ୍ୟକ୍ରମ ଯଥା- ଗ୍ରାମପଞ୍ଚାୟତ ବିକାଶ ଯୋଜନା ଠାରୁ ବ୍ଲକ ଓ ଜିଲ୍ଲା ସ୍ତରିୟ ଜୋଜନା ପ୍ରସ୍ତୁତିରେ ସହଯୋଗ ସରକାରୀ ଯୋଜନା ବିଷୟରେ ଲୋକ ସଚେତନତା କାର୍ଯ୍ୟକ୍ରମ ଏବଂ ଜୀବନ ଜୀବିକାର ଅଭିଦୃଷ୍ଟି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ । ଏଥିରେ ପରିସଳ ଗ୍ରାମପଞ୍ଚାୟତର ଲୋକ ପ୍ରତିନିଧି, ସ୍ବାୟ ସହାୟକ ଦଳର ସଭ୍ୟସଭ୍ୟା, ବିଭିନ୍ନ କମିଟି ବୃନ୍ଦ ଓ ଗ୍ରାମବାସୀ ଯୋଗଦେଇଥିଲେ । ବସୁନ୍ଧରା ଅନୁଷ୍ଠାନ ତରଫରୁ ଅନୁଗ୍ରହ ମାଳି ଯୋଗଦାନକରି ଜଙ୍ଗଲ ଅଧିକାର ଆଇନ୍ ୨୦୦୬ ଓ ଏହାର କାର୍ଯ୍ୟକାରିତା ଉପରେ ଲୋକଙ୍କୁ ବୁଝାଇଥିଲେ । ଶେଷରେ ଗ୍ରାମର ବିକାଶ ପାଇଁ ଲୋକ ପ୍ରତିନିଧି ଓ ଜନସାଧାରଣ ବିର୍ଶା ମୁଣ୍ଡଙ୍କ ଭଳି ଆଗକୁ ବାହାରିବାକୁ ପଡିବ ଓ ବିଭିନ୍ନ ଅସୁବିଧା ଗୁଡିକ ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ପ୍ରସ୍ତୁତି ସମୟରେ ସକ୍ରୟଭାବେ ଭାଗନେବା ପାଇଁ ପରାମର୍ଶ ଦେଇଥିଲେ । ଗ୍ରାମ କମିଟିର ସଭାପତି ସମସ୍ତଙ୍କୁ ସେଷରେ ଧନ୍ୟବାଦ ଦେଇଥିଲେ । ଏ ଏଫ ସି ଫାଉଣ୍ଡେସନ୍ ର କାର୍ଯ୍ୟକ୍ରମକୁ ସ୍ବାଗତଯୋଗ୍ୟ ପଦକ୍ଷପ ବୋଲି ପ୍ରକାଶ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ

ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ

September 29, 2026
“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

September 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ

ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ

September 29, 2026
“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version