• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ କ୍ଲଷ୍ଟର ସ୍ତରୀୟ ଖେଳ ପ୍ରତିଯୋଗିତା

Proprietor Abhimanyu Maharana by Proprietor Abhimanyu Maharana
November 21, 2022
in ଓଡ଼ିଶା, ଖୋର୍ଦ୍ଧା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ କ୍ଲଷ୍ଟର ସ୍ତରୀୟ ଖେଳ ପ୍ରତିଯୋଗିତା
Share on FacebookShare on TwitterWhatsapp

୨୦ ନଭେମ୍ବର ରବିବାର (ଓଡ଼ିଶା ତାଜାନ୍ୟୁଜ ) ବାଲୁଗାଁ :- ସ୍ୱାସ୍ଥ୍ୟ ହିଁ ସମ୍ପଦ ତେଣୁ ଛାତ୍ର ଛାତ୍ରୀ ମାନଙ୍କ ମ୍ୟଧ୍ୟରେ ଖେଳ ପ୍ରତି ଆଗ୍ରହ ସୃଷ୍ଟି କରିବା,ଖେଳକୁ ନେଇ ନିଜର କ୍ୟାରିୟର ଗଢ଼ିତୋଳିବା,ଶାରୀରିକ ସୁସ୍ଥତା ରଖିବା ଉଦେଶ୍ୟରେ ବିଭିନ୍ନ ବିଦ୍ୟାଳୟରେ ଖେଳ କୁଦ ପ୍ରତିଯୋଗିତା ହୋଇଥାଏ l ବିଦ୍ୟାଳୟରେ ପ୍ରତିବର୍ଷ ରିଜିଓନାଲ ,ନ୍ୟାସନାଲ ସ୍ତରରେ ପ୍ରତିଯୋଗିତା କରାଯାଇଥାଏ l ଛୋଟ ଛୋଟ ପିଲାମାନଙ୍କ ପାଇଁ କ୍ଲଷ୍ଟର ସ୍ତରୀୟ ପ୍ରତିଯୋଗିତା କରାଯାଏ l ପିଲାମାନଙ୍କର ସ୍ପୋର୍ଟସ ସାଇନ୍ସ ପ୍ରତି ଆଗ୍ରହ ସୃଷ୍ଟି କରିବା ,ସ୍ପୋର୍ଟସ ଓ ଖେଳକୁ ସେମାନଙ୍କର କ୍ୟାରିୟର ଭାବରେ ଚୟନ କରିବା ହେଉଛି ଏହାର ଉଦେଶ୍ୟ l ଏହି ଅବସରରେ ଆଇ ଏନ ଏସ ଚିଲିକାସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ତରଫରୁ ପ୍ରିନସିପାଲ ଦିବାକର ଭୋଇଙ୍କ ପୌରହିତରେ ଏକ ଦିବସୀୟ କ୍ଲଷ୍ଟର ସ୍ତରୀୟ ଖେଳକୁଦ ପ୍ରତିଯୋଗିତା ବିଦ୍ୟାଳୟର ଖେଳ ପଡିଆରେ ଅନୁଷ୍ଠିତ ହୋଇ ଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ କମlଣ୍ଡାର ପରିଚୟ କରଲା(ଏସିଡ଼ିଓ ),ସମ୍ନାନୀତ ଅତିଥିଭାବରେ ପ୍ରାକ୍ତନ ପ୍ରିନସିପାଲ ସୁଶ୍ରୀ ରଞ୍ଜନ ଦାସ,ଅତିଥି ଭାବେ ବ୍ରହ୍ମପୁରର ଭାଇସ ଭାଇସ ପ୍ରିନସିପାଲ ଆର କେ ଗୁପ୍ତା,ପ୍ରଧାନ ଶିକ୍ଷକ ହରିହର ପଣ୍ଡା ଯୋଗଦେଇ ପ୍ରତିଯୋଗିତାରେ କୃତୀଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ l କେନ୍ଦ୍ରୀୟ ବିଦ୍ୟାଳୟ ଆଇ ଏନ ଏସ ଚିଲିକାର ସ୍ପୋର୍ଟସ ପ୍ରଭାରୀ ଚିନମୟୀ ପ୍ରତିଯୋଗିତାକୁ ପରିଚାଳନା କରିଥିଲେ l ଉକ୍ତ ପ୍ରତିଯୋଗିତାରେ 3 ଟି ଜିଲ୍ଲାର 7 ଟି କେନ୍ଦ୍ରୀୟ ବିଦ୍ୟାଳୟରୁ ପ୍ରାୟ ତିନିଶହ ପଚାଶ ପ୍ରାଥମିକ ଶ୍ରେଣୀର ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ l ବିଦ୍ୟାଳୟର ଖେଳ ପଡିଆରେ ସଂକୁଳ ସ୍ତରୀୟ ଲଘୁ ଖେଳ କୁଦ,ବସ୍ତା ଦୌଡ଼,କବାଡି,ବଲ ଥ୍ରୋ,50 ମିଟର ଓ 100 ମିଟର ଦୌଡ଼ ଭଳି ଅନେକ ପ୍ରତିଯୋଗିତା କରାଯାଇଥିଲା l ପିଲାମାନେ ହାର ଜିତ କୁ ପଛରେ ପକାଇ ଉତ୍ସାହିତ ଥିବା ଦେଖିବାକୁ ମିଳିଥିଲା l କିଛି ପ୍ରତିଯୋଗୀ ଖେଳକୁ ମାଧ୍ୟମ କରି ନିଜର ଭବିଷ୍ୟତ କରିବା କଥା ଉତ୍ସାହର ସହିତ ପ୍ରକାଶ କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

March 18, 2026
ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026
ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

March 18, 2026
କଟକ ଜିଲ୍ଲା ଅବକାରୀ ବିଭାଗର ଚଢାଉ : ଜବତ ହେଲା ବିପୁଳ ପରିମାଣର ଅଫିମ, ଗଞ୍ଜେଇ

କଟକ ଜିଲ୍ଲା ଅବକାରୀ ବିଭାଗର ଚଢାଉ : ଜବତ ହେଲା ବିପୁଳ ପରିମାଣର ଅଫିମ, ଗଞ୍ଜେଇ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

March 18, 2026
ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version