• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିଶୁ ସାହିତ୍ୟ ସଂସଦର ରୈ|ପ୍ୟ ଜୟନ୍ତୀ ; କାକା ମହତାବ ଶିଶୁ ସାହିତ୍ୟ ସମ୍ମାନ ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
November 22, 2022
in ଓଡ଼ିଶା, ବରଗଡ଼, ହୋମ୍
0
ଶିଶୁ ସାହିତ୍ୟ ସଂସଦର ରୈ|ପ୍ୟ ଜୟନ୍ତୀ ; କାକା ମହତାବ ଶିଶୁ ସାହିତ୍ୟ ସମ୍ମାନ ପ୍ରଦାନ
Share on FacebookShare on TwitterWhatsapp

୨୨ ନଭେମ୍ବର ମଙ୍ଗଳବାର (ଓଡ଼ିଶା ତାଜାନ୍ୟୁଜ ) ବରଗଡ଼ :- ସ୍ଥାନୀୟ ରାଣା ପ୍ରତାପ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ‘ମହତାବ ଶିଶୁ ସାହିତ୍ୟ ସଂସଦ’ର ରୈ|ପ୍ୟ ଜୟନ୍ତୀ ଓ କାକା ମହତାବ ଶିଶୁ ସାହିତ୍ୟ ସମ୍ମାନ ପ୍ରଦାନ ସମାରୋହ ସଭାପତି ପଣ୍ଡିତ ଗୋପବନ୍ଧୁ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ଅବସର ପ୍ରାପ୍ତ ପ୍ରାଧ୍ୟାପକ ଅନ୍ତର୍ଯ୍ୟାମୀ ସାହୁ ଓ ଡକ୍ଟର ରଘୁନାଥ ମେହେର ଯଥାକ୍ରମେ ମୁଖ୍ୟ ଅତିଥି ଓ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଓଡ଼ିଶାର ରାଜନୀତି ସହ ସାହିତ୍ୟ, ସଂସ୍କୃତି ବିଶେଷ କରି ଓଡ଼ିଆ ଶିଶୁ ସାହିତ୍ୟ ପ୍ରତି ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବ ଙ୍କ ଅବଦାନ ଅତୁଳନୀୟ ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ଓଡ଼ିଶାର ବିଶିଷ୍ଟ ଶିଶୁ ସାହିତ୍ୟିକ ତଥା ସାମ୍ବାଦିକ ବଙ୍କିମ ଚନ୍ଦ୍ର ନାୟକ ଙ୍କୁ ‘କାକା ମହତାବ ଶିଶୁ ସାହିତ୍ୟ ସମ୍ମାନ-୨୦୨୨”ରେ ସମ୍ମାନିତ କରାଯାଇଥିଲା ଓ ବରଗଡ଼ର ଶିଶୁ ସାହିତ୍ୟିକା ସନ୍ତୋଷିନୀ ଦାଶଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା ।

ଆସନ୍ତା ୭୫ତମ ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରାରେ କୃଷ୍ଣ, ବଳରାମ ଓ ରାଧା ଭୂମିକାରେ ଅଭିନୟ ପାଇଁ ମନୋନୀତ ହୋଇଥିବା ଶିଶୁ କଳାକାର ସମ୍ରାଟ ମହାପାତ୍ର, ଶ୍ରେୟସ ପୂଜାରୀ ଓ ବୈଷ୍ଣବୀ ବିର୍ତିଆଙ୍କୁ ସଂସଦ ତରଫରୁ ସମ୍ମାନିତ କରାଯାଇଥିଲା । ଏହି ଅବସରରେ ସନ୍ତୋଷିନୀ ଦାଶଙ୍କ ଶିଶୁ କବିତା ପୁସ୍ତକ ” ଶିଶୁଟିଏ ଫୁଲ କଢିଟିଏ” ଅତିଥି ମାନଙ୍କ ଦ୍ଵାରା ଲୋକାର୍ପିତ ହୋଇଥିଲା । ସଂସଦର ପ୍ରତିଷ୍ଠାତା ସମ୍ପାଦକ ଡକ୍ଟର ରବିନାରାୟଣ ସାହୁ ପ୍ରାରମ୍ଭିକ ସୂଚନା ଓ ବାର୍ଷିକ ବିବରଣୀ ଉପସ୍ଥାପନା କରିଥିଲେ, ଡକ୍ଟର ଶେଷାନ ବିଶି ଅତିଥି ପରିଚୟ ଓ ଅଧ୍ୟାପକ ଗୋପାଳ କୃଷ୍ଣ ମିଶ୍ର ଉନ୍ମୋଚିତ ପୁସ୍ତକର ସମୀକ୍ଷା କରିଥିଲେ।

କବୟିତ୍ରୀ ପାର୍ବତୀ ଦାଶ ଷଡ଼ଙ୍ଗୀ ଓ ହୈମବତୀ ମିଶ୍ର ମାନପତ୍ର ପାଠ କରିଥିଲେ। ସନ୍ଦୀପ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ରୋଟାରୀ ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଚଳଚ୍ଚିତ୍ର ଅଭିନେତ୍ରୀ ଡକ୍ଟର ତପସ୍ଵିନୀ ଗୁରୁ, ଶିଶୁ ସାହିତ୍ୟିକ ପ୍ରଦୀପ୍ତ ଭାନୁ ମହାନ୍ତି, ଅଧ୍ୟାପକ ତିଳକରାମ ପ୍ରଧାନ, ଅଶୋକ ପଶାୟତ,ସୁଦ୍ରୁମା ପଣ୍ଡା, କମଳିନୀ ଦେବୀ, ବାସନ୍ତୀ ଗୁରୁ,ନୂରାବତୀ ସାହୁ, ନିରୂପମା ମହାପାତ୍ର, ଲତିକା ବିଳାସ ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ରାଣା ପ୍ରତାପ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version