• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଦ୍ମପୁର ଉପନିର୍ବାଚନରେ ବିଜେପିର ଘମାସାନ ପ୍ରଚାର ପ୍ରଚାର ମୈଦାନରେ ଦଳର ଅନେକ ହେଭିୱେଟ ନେତା

Proprietor Abhimanyu Maharana by Proprietor Abhimanyu Maharana
November 23, 2022
in ଓଡ଼ିଶା, ବରଗଡ଼, ରାଜନୀତି, ହୋମ୍
0
ପଦ୍ମପୁର ଉପନିର୍ବାଚନରେ ବିଜେପିର ଘମାସାନ ପ୍ରଚାର ପ୍ରଚାର ମୈଦାନରେ ଦଳର ଅନେକ ହେଭିୱେଟ ନେତା
Share on FacebookShare on TwitterWhatsapp

୨୨ ନଭେମ୍ବର ମଙ୍ଗଳବାର (ଓଡ଼ିଶା ତାଜାନ୍ୟୁଜ ) ପଦ୍ମପୁର :- ପଦ୍ମପୁର ଉପନିର୍ବାଚନରେ ବିଜେପି ସପକ୍ଷରେ ଭୋଟରଙ୍କ ମନ। ପଦ୍ମପୁର ଉପନିର୍ବାଚନରେ ପଦ୍ମପୁରର ଲୋକମାନଙ୍କ ପ୍ରତି ଶାସକ ବିଜୁ ଜନତା ଦଳ କରିଥିବା କ୍ରମାଗତ ଅବହେଳା ବିରୋଧରେ ଲୋକମାନେ ସ୍ୱର ଉଠାଇଲେଣି । କେନ୍ଦ୍ରରେ ବିଜେପି ସରକାର ପଦ୍ମପୁରର ଅନେକ ମୌଳିକର ସମାଧାନ କରିବା ପାଇଁ ଚେଷ୍ଟା କରିଛି । ରାଜ୍ୟ ସରକାରଙ୍କର ଅପାରଗତା ଓ ବୀମା କମ୍ପାନୀମାନଙ୍କ ସହିତ ମଧୁଚନ୍ଦ୍ରିକା କାରଣରୁ ଫସଲ ବୀମା ଯୋଜନାରେ ଚାଷୀମାନେ ସେମାନଙ୍କର ନ୍ୟାର୍ଯ୍ୟ ହକରୁ ବଂଚିତ ହେଉଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ହସ୍ତକ୍ଷେପ ଏହାର ସମାଧାନ ହେଲା, ଚାଷୀମାନଙ୍କୁ ବୀମା ଅର୍ଥ ମିଳିଲା । ସେହିଭଳି ପଦ୍ମପୁରରେ ରେଳ ଚାଲିବା ପାଇଁ ଥିବା ବହୁତ ଦିନର ଦାବିକୁ କେନ୍ଦ୍ର ସରକାର ୨୦୨୧ରେ ଅନୁମୋଦନ ଦେଇସାରିଥିବା ବେଳେ ରାଜ୍ୟ ସରକାର ଜମି ଯୋଗାଇ ନଦେବା ପାଇଁ ପ୍ରକଳ୍ପ କାମ ଆଗେଇ ପାରୁନି ।ଏଭଳି ଅନେକ ପ୍ରସଙ୍ଗକୁ ଲୋକଙ୍କ ପାଖରେ ପହଂଚାଇବା ଓ ପଦ୍ମପୁରରେ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ବିଜୟ ପାଇଁ ଆଜି ପ୍ରଚାର ମୈଦାନରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି, ସାଂସଦ ସୁରେଶ ପୁଜାରି, ସଂଗିତା ସିଂହଦେଓ, ବସନ୍ତ ପଣ୍ଡା, ଜୁଏଲ ଓରାମ, ବରିଷ୍ଣ ନେତା କନକ ବର୍ଦ୍ଦନ ସିଂହଦେଓ, ମନମୋହନ ସାମଲ ଆଦି ପ୍ରଚାର କରିଥିଲେ।
ରାଜ୍ୟ ସଭାପତି ସମୀର ମହାନ୍ତି ବାଡିକଟାରେ କର୍ମୀ ସମ୍ମିଳନି କରିଥିବା ବେଳେ ସାଂସଦ ସଙ୍ଗୀତା ସିଂହଦେଓ ଦହିତାରେ, ଜୁଏଲ ଓରାମ ପାଇକମାଳରେ, ସୁରେଶ ପୁଜାରି ସରଗିବାହାଲରେ, ମନମୋହନ ସାମଲ ଜଗଦଳପୁରରେ, କନକ ବର୍ଦ୍ଦନ ସିଂହଦେଓ ମାଣ୍ଢୋସିଲରେ, ବସନ୍ତ ପଣ୍ଡା ଝାରବନ୍ଧରେ ଓ ବିଜେପିର ବିଧାୟକ ପାର୍ଥୀ ପ୍ରଦୀପ ପୁରୋହିତ କାଂସଦା ଅଂଚଳରେ ଘରକୁ ଘର ବୁଲି ପ୍ରଚାର କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

March 11, 2026
୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

March 11, 2026
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

March 11, 2026
୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version