• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସଂଚାର କଳା,ସମ୍ବଲପୁରୀ ପାଣ୍ଡୱାନି ପୁରାତନ ଓ ନୂତନ ସାଂସ୍କୃତିକ ପରମ୍ପରା ର ବାର୍ତାବହ

Proprietor Abhimanyu Maharana by Proprietor Abhimanyu Maharana
November 23, 2022
in ଓଡ଼ିଶା, ବରଗଡ଼, ହୋମ୍
0
ସଂଚାର କଳା,ସମ୍ବଲପୁରୀ ପାଣ୍ଡୱାନି ପୁରାତନ ଓ ନୂତନ ସାଂସ୍କୃତିକ ପରମ୍ପରା ର ବାର୍ତାବହ
Share on FacebookShare on TwitterWhatsapp

ବରଗଡ ପୁସ୍ତକ ମେଳା ର ତୃତୀୟ ସନ୍ଧ୍ୟା

୨୨ ନଭେମ୍ବର ମଙ୍ଗଳବାର (ଓଡ଼ିଶା ତାଜାନ୍ୟୁଜ ) ବରଗଡ :- ସଂଚାର କଳା,ସମ୍ବଲପୁରୀ ପାଣ୍ଡୱାନି ସଙ୍ଗୀତ ପୁରାତନ ଓ ନୂତନ ସାଂସ୍କୃତିକ ପରମ୍ପରା ର ବାର୍ତାବହ ଅଟେ ।ଆଜି ବରଗଡ ଗାନ୍ଧୀ ସ୍ମୃତି ପାଠାଗାର ପକ୍ଷରୁ ତୃତୀୟ ସନ୍ଧ୍ୟାରେ ଆୟୋଜିତ ସଂଚାର କଳା ଓ ସମ୍ବଲପୁରୀ ପାଣ୍ଡୱାନି ସଙ୍ଗୀତ ପରିବେଷଣ ଅବସରରେ ଏହି ମତ ପ୍ରକାଶ ପାଇଛି। ପାଠାଗାର ସଦସ୍ୟା ଅଧ୍ୟାପିକା ଜୟଶ୍ରୀ ସାହୁ ଙ୍କ ସଂଯୋଜନା ରେ ଅନୁଷ୍ଠିତ ପ୍ରଥମ କାର୍ଯ୍ୟକ୍ରମ ସଂଚାର କଳା ପ୍ରଦର୍ଶନ କରିଥିଲେ ବିଶିଷ୍ଟ ମହିଳା ସଂଚାର କଳାକାର ଜୟନ୍ତୀ ଦୀପ ଓ ତାଙ୍କର ସାଥୀ ମାନେ। ପଶ୍ଚିମ ଓଡ଼ିଶା ର ଏହି ଅବଲୁପ୍ତ ପ୍ରାୟ ଲୋକନୃତ୍ୟ ପରମ୍ପରା କୁ ଜଣେ ମହିଳା କଳାକାର ଭାବରେ ଚମତ୍କାର ପ୍ରଦର୍ଶନ କରି ଦର୍ଶକ ଙ୍କ ଖୁବ୍ ପ୍ରଶଂସା ସାଉଁଟି ଥିଲେ। ପରେ ସଂଚାର ଗୁରୁ ଅଲେଖ ସାହୁ ମଧ୍ୟ ସ୍ୱଳ୍ପ ସମୟ ପାଇଁ ସଂଚାର କଳା ପ୍ରଦର୍ଶନ କରିଥିଲେ। ସମୟ ର ଅପରାହ୍ନ ରେ ସେ ଯେଭଳି ଭାବରେ କଳା ପ୍ରଦର୍ଶନ କଲେ ତାହା ପ୍ରମାଣିତ କରିଥିଲା ଯେ କଳା ପାଖରେ ବୟସ ମଧ୍ୟ ହାର ମାନିଥାଏ। କଳା ପ୍ରଦର୍ଶନ ର କୌଣସି ବୟସ ନଥାଏ।ପରେ ପଶ୍ଚିମ ଓଡ଼ିଶା ର ଲବ୍ଧ ପ୍ରତିଷ୍ଠ ରାଷ୍ଟ୍ରୀୟ ପୁରସ୍କାର ପ୍ରାପ୍ତ କଳାକାର ପୁଷ୍ପା ବେହେରା ଓ ନାଟ୍ୟଶ୍ରୀ ବିପିନ ବିହାରୀ ଦାଶ ଙ୍କ ସାଂସ୍କୃତିକ ଦଳ ସମ୍ବଲପୁରୀ ପାଣ୍ଡୱାନି ନୃତ୍ୟ ସଙ୍ଗୀତ ସର୍ଗିଜନ୍ହ ପରିବେଷଣ କରିଥିଲେ। ଛତିଶଗଡ ର ବିଶିଷ୍ଟ ପାଣ୍ଡୱାନି ଗାୟିକା ପଦ୍ମଶ୍ରୀ ତିଜନ ବାଇ ଙ୍କ ଦ୍ଵାରା ରାମାୟଣ ,ମହାଭାରତ କୁ ଏକ ଭିନ୍ନ ଢ଼ଙ୍ଗରେ ପାଣ୍ଡୱାନି ଗୀତ ମାଧ୍ୟମରେ ପରିବେଷଣ କରି ସମଗ୍ର ଦେଶରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି ।ତାଙ୍କ ପଦାଙ୍କ ଅନୁସରଣ କରି ପୁଷ୍ପା ବେହେରା ପଶ୍ଚିମ ଓଡ଼ିଶା ର ପରମ୍ପରା , ଲୋକ ଗୀତ ଓ ଲୋକ ସଙ୍ଗୀତ କୁ ପାଣ୍ଡୱାନି ସଙ୍ଗୀତ ଢ଼ଙ୍ଗରେ ପରିବେଷଣ କରି ସମସ୍ତ ଙ୍କୁ ମନ୍ତ୍ର ମୁଗ୍ଧ କରିଥଲେ । ବରଗଡ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନା ମାଝୀ ଅତିଥି ଭାବରେ ଯୋଗଦେଇ ପାଠାଗାର ପକ୍ଷରୁ ସମସ୍ତ କଳାକାର ଙ୍କୁ ଓ ଛାତ୍ର ଛାତ୍ରୀ ଙ୍କ ସମ୍ବର୍ଦ୍ଧିତ କରିଥିଲେ । ସନ୍ଧ୍ୟା କାର୍ଯ୍ୟକ୍ରମ କୁ ପାଠାଗାର ସଭାପତି ବିମ୍ବାଧର କୁଁଅର, ଅବସରପ୍ରାପ୍ତ ଅଧ୍ୟାପକ ସନ୍ତୋଷ ପଣ୍ଡା ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିଲେ । ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଓଡ଼ିଆ ବିଭାଗ ର ଛାତ୍ର ଛାତ୍ରୀ ମାନେ ନାଟିକା “ଫେର ଗୁଟେ ରେବତୀ ” ସହ ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏହି ଅବସରରେ ଅବସରପ୍ରାପ୍ତ ପୋଲିସ ପ୍ରଶାସକ ରତ୍ନାକର ଦେବତା ଙ୍କ ରଚିତ ପୁସ୍ତକ ଦ୍ଵୟ ଶ୍ରୀ ଗୁରୁ ଗୀତା ଓ ଶ୍ରୀ ସତ୍ୟନାରାୟଣ ବ୍ରତ କଥା ଉନ୍ମୋଚନ ହୋଇଥିଲା ।ଏହାକୁ ସେ ସଂସ୍କୃତ ରୁ ଅନୁବାଦ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026
୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version