• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ସରକାର କେନ୍ଦୁପତ୍ରରୁ ଦୁଇ ଶହ କୋଟି ଟଙ୍କା ଆୟ କରୁଛନ୍ତି କିନ୍ତୁ କେନ୍ଦୁପତ୍ର ଶ୍ରମିକ ଓ କର୍ମଚାରୀଙ୍କ ଦୁଃଖ ବୁଝୁନାହାନ୍ତି : ପ୍ରଦୀପ ପୁରୋହିତ

Proprietor Abhimanyu Maharana by Proprietor Abhimanyu Maharana
November 23, 2022
in ଓଡ଼ିଶା, ବରଗଡ଼, ରାଜନୀତି, ହୋମ୍
0
ରାଜ୍ୟ ସରକାର କେନ୍ଦୁପତ୍ରରୁ ଦୁଇ ଶହ କୋଟି ଟଙ୍କା ଆୟ କରୁଛନ୍ତି କିନ୍ତୁ କେନ୍ଦୁପତ୍ର ଶ୍ରମିକ ଓ କର୍ମଚାରୀଙ୍କ ଦୁଃଖ ବୁଝୁନାହାନ୍ତି : ପ୍ରଦୀପ ପୁରୋହିତ
Share on FacebookShare on TwitterWhatsapp

1. କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ, ଗୋଛା କଟାଳୀ, ସିଜନାଲ ଷ୍ଟାଫଙ୍କୁ ଓଡିଶା ସରକାର ଅବହେଳିତ, ଅଣଦେଖା ଓ ପ୍ରତାରଣା କରିଚାଲିଛନ୍ତି
2. ମୁଖ୍ୟମନ୍ତ୍ରୀ ୨୦୧୩ ମସିହା ଜାନୁୟାରୀ ୧୩ରେ କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକଙ୍କ ସମାବେଶରେ ସିଜନାଲ ଷ୍ଟାଫଙ୍କ ଚାକିରି ସର୍ତାବଳୀ ଲାଗୁହେବ ପାଇଁ ଘୋଷଣା କରିଥିଲେ । ସେ ଘୋଷଣା କୁଆଡେ ଗଲା?
3. କରୋନା ମହାମାରୀ ସମୟରେ ରାଜ୍ୟ ସରକାର କେନ୍ଦୁପତ୍ର ତୋଳାଳୀଙ୍କୁ ମିଳୁଥିବା ବୋନସକୁ ୨ ବର୍ଷ ପାଇଁ ସମ୍ପୃର୍ଣ୍ଣ ବନ୍ଦ କରିଥିଲେ
4. ରାଜ୍ୟ ସରକାର ନିଜେ କେନ୍ଦୁପତ୍ର ଉପରେ ନେଉଥିବା ୯ ପ୍ରତିଶତ ଜିଏସଟି ଟିକସ ଛାଡ କରନ୍ତୁ
5. ଓଡିଶା କେନ୍ଦୁପତ୍ର କର୍ମଚାରୀ ସଙ୍ଘ ଦ୍ୱାରା ଦାବି କରାଯାଇଥିବା ୨୦୦ କୋଟି ଟଙ୍କାର ପ୍ୟାକେଜ ରାଜ୍ୟ ସରକାର କାହିଁକି ଲାଗୁ କରିନାହାନ୍ତି ?

୨୩ ନଭେମ୍ବର ବୁଧବାର (ଓଡ଼ିଶା ତାଜାନ୍ୟୁଜ ) ପଦମପୁର :- ରାଜ୍ୟ ସରକାର କେନ୍ଦୁପତ୍ରରୁ ବର୍ଷକୁ ଦୁଇ ଶହ କୋଟି ଟଙ୍କା ଆୟ କରୁଛନ୍ତି କିନ୍ତୁ କେନ୍ଦୁପତ୍ର ଶ୍ରମିକ, କର୍ମଚାରୀଙ୍କ ଦୁଃଖ ବୁଝୁନାହାନ୍ତି । ଓଡିଶାର ଲକ୍ଷ ଲକ୍ଷ କେନ୍ଦୁ ପତ୍ର ତୋଳାଳୀ, ବନ୍ଧାଳୀ, ଗୋଛା କଟାଳୀ, ସିଜନାଲ ଷ୍ଟାଫଙ୍କୁ ବିଜୁ ଜନତା ଦଳର ସରକାର ଅବହେଳା, ଅଣଦେଖା ଓ ପ୍ରତାରଣା କରିଚାଲିଛନ୍ତି । ବର୍ତମାନ ଉପନିର୍ବାଚନ ପରିପ୍ରେକ୍ଷୀରେ ପଦମପୁର ଉପଖଣ୍ଡର ସତୁରି ହଜାରରୁ ଉର୍ଦ୍ଧ କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ ଶ୍ରମିକଙ୍କୁ ବିଜୁ ଜନତା ଦଳର ସରକାରଙ୍କର ମନ୍ତ୍ରୀମାନେ ଓ ପ୍ରଶାସନିକ କଳ ଡାହା ମିଛ କହି ପ୍ରଲୋଭିତ କରି ଭୋଟ ହାତେଇବାର ଅପଚେଷ୍ଟା କରୁଛନ୍ତି ବୋଲି ଆଜି ଏକ ପଦମପୁରରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି ବିଜେପି ବିଧାୟକ ପାର୍ଥୀ ପ୍ରଦିପ ପୁରୋହିତ ।

ନିଜେ ମୁଖ୍ୟମନ୍ତ୍ରୀ ୨୦୧୩ ମସିହା ଜାନୁୟାରୀ ୧୩ରେ ରେଢାଖୋଲରେ ଲକ୍ଷାଧୀକ ତୋଳାଳୀ ଓ ଶ୍ରମିକଙ୍କ ସମାବେଶରେ ସିଜନାଲ ଷ୍ଟାଫଙ୍କ ଚାକିରି ସର୍ତାବଳୀ ଲାଗୁହେବ ପାଇଁ ଘୋଷଣା କରିଥିଲେ । ଏହି ଘୋଷଣାକୁ ୯ ବର୍ଷ ବିତିସାରିଥିଲା ବେଳେ ଏହା କାର୍ଯ୍ୟକାରୀ ହୋଇପାରି ନାହିଁ । କେନ୍ଦୁ ପତ୍ର ତୋଳାଳୀମାନଙ୍କୁ ସାମାଜିକ ସୁରକ୍ଷା ଓ କଲ୍ୟାଣ ଯୋଜନାରେ ଝିଅ ବାହାଘର ସହାୟତା, ଛାତ୍ର ବୃତି ସହାୟତା, ଚିକିସ୍ତ୍ରା ସହାୟତାକୁ ୨୦୧୮ରେ ଲାଗୁକଲେ । ମାତ୍ର ୨୦୧୯ ନିର୍ବାଚନ ସରିବା ପରେ ଏହାକୁ ବନ୍ଦ କରିଦେଲେ । ଏହି ଯୋଜନାରେ ସାମିଲ ହେବା ପାଇଁ ତୋଳାଳୀଙ୍କୁ ସର୍ବନିମ୍ନ ୧୦ ଚଟା ପତ୍ର ତୋଳିବା ସ୍ଥାନରେ ଏହାକୁ ବୃଦ୍ଧି କରି ୨୦ ଚଟା କରିଦେଲେ ଯାହା ଚଟା ପତ୍ର ତୋଳିବା ତୋଳାଳୀଙ୍କ ପାଇଁ କଷ୍ଟକର ହୋଇଯାଇଛି ।

ରାଜ୍ୟ ସରକାର ବର୍ଷକୁ ବର୍ଷ ଉପ୍ତାଦନ କମାଇବା କାମ ମଧ୍ୟ କରୁଛନ୍ତି ଯାହା ସିଧାସଳଖ କେନ୍ଦୁପତ୍ର ସହିତ ଜଡିତ ସମସ୍ତ ଶ୍ରମିକ ଓ କର୍ମଚାରୀଙ୍କ ପେଟକୁ ଲାତ ମାରିଲା ଭଳି ହୋଇଛି ବୋଲି ଶ୍ରୀ ପୁରୋହିତ କହିଛନ୍ତି । ଶ୍ରୀ ପୁରୋହିତ କହିଛନ୍ତି ଯେ ବିଜୁ ଜନତା ଦଳର ସରକାର କରୋନା ମହାମାରୀ ସମୟରେ ତୋଳାଳୀଙ୍କୁ ମିଳୁଥିବା ବୋନସକୁ ୨ ବର୍ଷ ପାଇଁ ସମ୍ପୃର୍ଣ୍ଣ ବନ୍ଦ କରିଦେଲେ । ସବୁଆଡେ ସର୍ବନିମ୍ନ ମଜୁରି ବୃଦ୍ଧି ହୋଇଥିଲେ ମଧ୍ୟ ସିଜନାଲ ଷ୍ଟାଫଙ୍କ ଦରମା ୩ ବର୍ଷ ହେଲା ରାଜ୍ୟ ସରକାର ବୃଦ୍ଧି କରିନାହାନ୍ତି । ପଂଚାୟତକୁ ହସ୍ତାନ୍ତର ନାମରେ ଘରୋଇ କମ୍ପାନୀଙ୍କ ସହିତ ମଧୁଚନ୍ଦ୍ରିକା କରି ଆଗକୁ କେନ୍ଦୁ ପତ୍ର ସଂସ୍ଥାର ଘରୋଇ କରଣ କରିବା ପାଇଁ ଷଡଯନ୍ତ୍ର କରୁଛନ୍ତି ଯାହା ଫଳରେ ଲକ୍ଷ ଲକ୍ଷ ଗରିବ କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକଙ୍କ ଭାଗ୍ୟ ଭବିଷ୍ୟତ ଆଜି ଅନ୍ଧାରକୁ ଠେଲି ହୋଇଯାଉଛି ।

ବର୍ତମାନ ଉପନିର୍ବାଚନ ସମୟରେ ପଦମପୁର ଅଂଚଳର କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକଙ୍କ ଭୋଟ ହାତେଇବା ପାଇଁ ଜିଏସଟି କଥା ଉଠାଇ ଲୋକଙ୍କୁ ବିଭ୍ରାନ୍ତ କରୁଛନ୍ତି । ରାଜ୍ୟ ସରକାର ନିଜେ କେନ୍ଦୁପତ୍ର ଉପରେ ନେଉଥିବା ୯ ପ୍ରତିଶତ ଜିଏସଟି ଟିକସ ଛାଡ କରନ୍ତୁ ଏବଂ ନାଟକବାଜି ନକରି ବିଧିବଦ୍ଧ ଭାବରେ କେନ୍ଦୁପତ୍ରରେ ଜିଏସଟିକୁ ଛାଡ କରାଯାଉ ବୋଲି ଜିଏସଟି କାଉନସିଲରେ ଦାବି ଉପସ୍ଥାପନ କରନ୍ତୁ ବୋଲି ଶ୍ରୀ ପୁରୋହିତ କହିଛନ୍ତି । ତୁରନ୍ତ ସିଜନାଲ ଷ୍ଟାଫଙ୍କ ଚାକିରୀ ସର୍ତାବଳୀ ଲାଗୁକରିବା, ଆସନ୍ତା ସିଜନ ପାଇଁ ତୋଳାଳୀଙ୍କ ପତ୍ର ଦର ବୃଦ୍ଧି କରିବା, ତୋଳାଳୀଙ୍କ ପାଇଁ ୧୦୦ ପ୍ରତିଶତ ବୋନସ ଲାଗୁ କରିବା, ସିଜନାଲ ଷ୍ଟାଫ ଓ ବନ୍ଧାଳୀଙ୍କୁ ୪୦ ପ୍ରତିଶତ ଇନସେନଟିଭ ଆଲାଉନସ୍ ଲାଗୁ କରିବା, ଝିଅ ବାହାଘର ସହାୟତା, ଛାତ୍ର ବୃତି, ଚିକିସ୍ତ୍ରା ସହାୟତା ତୁରନ୍ତ ଲାଗୁକରିବା ପାଇଁ ଶ୍ରୀ ପୁରୋହିତ ଦାବି କରିଛନ୍ତି ।

ସେହିଭଳି ଓଡିଶା କେନ୍ଦୁପତ୍ର କର୍ମଚାରୀ ସଙ୍ଘ ଦ୍ୱାରା ଦାବି କରାଯାଇଥିବା ୨୦୦ କୋଟି ଟଙ୍କାର ପ୍ୟାକେଜ ରାଜ୍ୟ ସରକାର କାହିଁକି ଲାଗୁ କରିନାହାନ୍ତି ଓ କେବେ ଲାଗୁ କରିବେ ବୋଲି ବିଜେପିର ବିଧାୟକ ପାର୍ଥୀ ତଥା ଓଡିଶା କେନ୍ଦୁପତ୍ର କର୍ମଚାରୀ ସଙ୍ଘ ପଦମପୁର ଡିଭିଜନ ସମ୍ପାଦକ ଶ୍ରୀ ପ୍ରଦିପ ପୁରୋହିତ ପ୍ରଶ୍ନ କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖପାତ୍ର ଅନିଲ ବିଶ୍ୱାଳ, କ୍ଷେତ୍ରୀୟ ଗଣମାଧ୍ୟମ ପ୍ରଭାରୀ ମାନସ ରଂଜନ ବକ୍ସି ଏବଂ ଚିନ୍ମୟ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version