• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋଦି@୨୦ ଜାତୀୟ ଚିତ୍ରକଳା ପ୍ରଦର୍ଶନୀ ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
November 23, 2022
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ମୋଦି@୨୦ ଜାତୀୟ ଚିତ୍ରକଳା ପ୍ରଦର୍ଶନୀ ଉଦଯାପିତ
Share on FacebookShare on TwitterWhatsapp

ନରେନ୍ଦ୍ର ମୋଦି ବିଶ୍ଵର ସର୍ବାଧିକ ଚର୍ଚ୍ଚିତ ରାଜନେତା : ଆନ୍ଧ୍ରରାଜ୍ୟପାଳ

୨୩ ନଭେମ୍ବର ବୁଧବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ଆତ୍ମନିର୍ଭର ଓ ସର୍ବ ଶକ୍ତି ସମ୍ପନ୍ନ ବନାଇବାରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିଥିବା ଆନ୍ଧ୍ରପ୍ରଦେଶର ମହାମହିମ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ପ୍ରକାଶ କରିଛନ୍ତି। ବର୍ତ୍ତମାନ ସମଗ୍ର ବିଶ୍ଵରେ ଶ୍ରୀ ମୋଦି ସବୁଠାରୁ ଚର୍ଚ୍ଚିତ ରାଜନେତା ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି। ଉଭୟ ଆମେରିକା ଓ ଋଷ୍ ର ଚାପରେ ବଶବର୍ତ୍ତୀ ନହୋଇ ଭାରତ ନିରପେକ୍ଷତା ଅବଲମ୍ବନ କରିବା କେବଳ ମୋଦିଙ୍କ ଯୋଗୁଁ ହିଁ ସମ୍ଭବପର ହୋଇପାରିଛି। ସମ୍ଭାବ୍ୟ ତୃତୀୟ ବିଶ୍ଵ ଯୁଦ୍ଧକୁ ଏଡାଇ ଦେଇ ଋଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବିରାମ ଓ ଶାନ୍ତି ପ୍ରତିଷ୍ଠା କରାଇବା ନେଇ ଶ୍ରୀ ମୋଦିଙ୍କର ପ୍ରୟାସ ଖୁବ ପ୍ରଭାବୀ ରହିଥିବା ରାଜ୍ୟପାଳ ଦର୍ଶାଇଛନ୍ତି।ଆଜି ଏଠାରେ ଶ୍ରୀ ମୋଦିଙ୍କର ଜୀବନ ଓ ଦର୍ଶନ ଉପରେ ମୋଦି@୨୦ ଶୀର୍ଷକ ଦୁଇ ଦିନିଆ ଜାତୀୟ ଚିତ୍ରକଳା ପ୍ରଦର୍ଶନୀର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଶ୍ରୀ ହରିଚନ୍ଦନ, ଚିତ୍ରଶିଳ୍ପୀ ମାନଙ୍କର ନିଖୁଣ ଓ ଜୀବନ୍ତ ଚିତ୍ର କଳାର ଭୂରିଭୂରି ପ୍ରଶଂସା କରିଥିଲେ। ପୂର୍ବ ଭାରତର ଅଗ୍ରଣୀ ଚିତ୍ରକଳା ଅନୁଷ୍ଠାନ ସୁଭଦ୍ରା ଆର୍ଟ ଗ୍ୟାଲେରୀ ଦ୍ଵାରା ଭୁବନେଶ୍ୱରସ୍ଥିତ ପ୍ରେସ କ୍ଲବ ଅଫ ଓଡ଼ିଶା ପରିସରରେ ଆୟୋଜିତ ଏହି ପ୍ରଦର୍ଶନୀରେ ୪୫ ଜଣ ପ୍ରବୀଣ ଓ ତରୁଣ ଚିତ୍ରଶିଳ୍ପୀ ଅଂଶଗ୍ରହଣ କରିଥିବା ଜଣାଯାଇଛି। ସଭାରେ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଆନ୍ତର୍ଜାତିକ ଶୋଭନୀୟ ଆନ୍ଦୋଳନର ନିର୍ଦ୍ଦେଶିକା ଡଃ ଅରୁନ୍ଧତୀ ଦେବୀ, ପ୍ରତିଭା ଓ ପାରଦର୍ଶିତା ସମ୍ପନ୍ନ ଚିତ୍ରଶିଳ୍ପୀ ମାନେ ସେମାନଙ୍କର ଅନନ୍ୟ କଳାକୃତି ଜରିଆରେ ମୋଦିଙ୍କର କାରୁକାର୍ଯ୍ୟ ସମ୍ପର୍କରେ ନିଜର ଅନ୍ତର୍ନିହିତ ଚେତନାକୁ ସଫଳତାର ସହିତ ଜାଗ୍ରତ କରିପାରିଥିବା ଉଲ୍ଲେଖ କରିଥିଲେ। ଅନ୍ୟତମ ଅତିଥି ଭାବରେ ଯୋଗ ଦେଇ କଲିକତାର ସାହିତ୍ୟ ଏକାଡେମୀର ସଚିବ ଡଃ ମିହିର କୁମାର ସାହୁ ସଂଗଠକ ମାନଙ୍କର ମହତ୍ ଉଦ୍ୟମକୁ ସାଧୁବାଦ ଜଣାଇଥିଲେ। ସୁଭଦ୍ରା ଆର୍ଟ ଗ୍ୟାଲେରୀର ଅଧ୍ୟକ୍ଷ ଡ଼ଃ ସୂର୍ଯ୍ୟ ରଥ ସ୍ୱାଗତ ଭାଷଣ ପ୍ରଦାନ କରି ଆଗାମୀ ୧ ବର୍ଷ ପର୍ଯ୍ୟନ୍ତ ଭାରତର ବିଭିନ୍ନ ସହରରେ ଯୁବ ସମାଜକୁ ମୋଦିଙ୍କର ଆଦର୍ଶରେ ଅନୁପ୍ରାଣିତ କରିବା ପାଇଁ ଏହିଭଳି ପ୍ରଦର୍ଶନୀମାନ ଆୟୋଜନ କରାଯିବ ବୋଲି ସୂଚାଇଥିଲେ। ସ୍ୱାଗତ କମିଟିର ଅଧ୍ୟକ୍ଷ ବିଶିଷ୍ଟ କବି ଶଙ୍କର ପରିଡା ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ। କାର୍ଯ୍ୟାନ୍ଵୟନ କମିଟିର ଅଧ୍ୟକ୍ଷ ଏବଂ ବରିଷ୍ଠ ସାମ୍ବାଦିକ କିଶୋର ଦ୍ବିବେଦୀ ମୋଦି@୨୦ ପ୍ରଦର୍ଶନୀର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ। ସୁଭଦ୍ରା ଆର୍ଟ ଗ୍ୟାଲେରୀର ପ୍ରତିଷ୍ଠାତା ଓ ପ୍ରଖ୍ୟାତ ସ୍ଥପତି ରବିନାରାୟଣ ରଥ, ତାଙ୍କ ଦ୍ଵାରା ଅଙ୍କିତ ରାଜ୍ୟପାଳ ଶ୍ରୀ ହରିଚନ୍ଦନଙ୍କର ଏକ ଚିତ୍ର ତାଙ୍କୁ ଉପହାର ପ୍ରଦାନ କରିଥିଲେ ଏବଂ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ପ୍ରଦର୍ଶନୀରେ ସୁନାମଧନ୍ୟ ଚିତ୍ରଶିଳ୍ପୀ ଯଥା ରବିନାରାୟଣ ରଥ, ସୁବୋଧ କୁମାର ସାହୁ, ମୀନକେତନ ପଟ୍ଟନାୟକ, ଚିନ୍ତାମଣି ବିଶ୍ଵାଳ, ପ୍ରିୟଦର୍ଶିନୀ ମହାନ୍ତି, ରଂଜନ ପଟ୍ଟନାୟକ, ଅନନ୍ତ ମହାନ୍ତି, ରଂଜନ ମଲ୍ଲିକ, କୁମୁଦ ଦାଶ, ସୁଜାତା ବେହେରା, ମମତା ସାମନ୍ତରାୟ ଓ ରାଜନନ୍ଦିନୀ ମହାପାତ୍ର ପ୍ରମୁଖଙ୍କର ଚିତ୍ର ଏବଂ ପ୍ରତିମୂର୍ତ୍ତି ସ୍ଥାନ ପାଇଥିବା ଜଣାଯାଇଛି। ଉପସ୍ଥିତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ ସରୋଜା ଚୌଧୁରୀ, ସଞ୍ଜୟ ମହାନ୍ତି, କାବେରୀ ବେହେରା, ଅନୀଲ ମିଶ୍ର, ଦିଲ୍ଲୀପ ମହାନ୍ତି ଓ ଅଜୟ ରାଉତ ପ୍ରମୁଖ ଅନ୍ତର୍ଭୂକ୍ତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version