• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ଆମ ଆଦମୀ ପାର୍ଟି ପକ୍ଷରୁ ମୋହନା ବ୍ଲକ ଅନ୍ତର୍ଗତ ବିରିକୋଟ ଠାରେ ଜନ ସଚେତନ ସମାବେଶ ଅନୁଷ୍ଠିତ

Abhimanyu Maharana by Abhimanyu Maharana
November 24, 2022
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ଆମ ଆଦମୀ ପାର୍ଟି ପକ୍ଷରୁ ମୋହନା ବ୍ଲକ ଅନ୍ତର୍ଗତ ବିରିକୋଟ ଠାରେ ଜନ ସଚେତନ ସମାବେଶ ଅନୁଷ୍ଠିତ
Share on FacebookShare on TwitterWhatsapp

୨୪ ନଭେମ୍ବର ଗୁରୁବାର (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଆମ୍ ଆଦମୀ ପାର୍ଟି ଗଜପତି ଜିଲ୍ଲା ତରଫରୁ ମୋହନା ବ୍ଲକ ଅନ୍ତର୍ଗତ ବିରିକୋଟ ଠାରେ ଜନ ସଚେତନ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆପ୍ ଓଡ଼ିଶା ରାଜ୍ୟ ଆବାହକ ଶ୍ରୀ ନିଶିକାନ୍ତ ମହାପାତ୍ର ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ଗଜପତି ଜିଲ୍ଲା ପ୍ରତି ରାଜ୍ୟ ସରକାର ଅବହେଳା କରୁଥିବା ଏବଂ ଆଦିବାସୀ ଅଧ୍ୟୁଷିତ ଏହି ଜିଲ୍ଲାର ଦୁର୍ଗମଗ୍ରାମାଞ୍ଚଳରେ ଶିକ୍ଷା, ସ୍ୱାସ୍ଥ୍ୟ, ବିଜୁଳି, ପାଣିଓଗମନାଗମନ ଭଳି ମୌଳିକ ସୁବିଧା ପହଞ୍ଚିପାରିନଥିବା ନେଇ ଉଦବେଗ ପ୍ରକାଶ କରିଥିଲେ ଓଡ଼ିଶାରେ ଆପ୍ ସରକାରକୁ ଆସିଲେ ଦିଲ୍ଲୀ ଓ ପଞ୍ଜାବ ଭଳି ମାଗଣା ବିଜୁଳି, ବିଶୁଦ୍ଧ ପାନୀୟ ଜଳ, ମହିଳାଙ୍କ ପାଇଁ ସୁବିଧା,ଗୁଣାତ୍ମକ ଶିକ୍ଷା ଓ ସ୍ବାସ୍ଥ୍ୟସେବା ଯୋଗାଇ ଦେବେ ବୋଲି କହିଥିଲେ ।

ସେହିପରି ଜିଲ୍ଲା ଆବାହକ ଶିଶିର କୁମାର ଭଞ୍ଜ ସାମନ୍ତ ଆଗାମୀ ଦିନରେ ମୋହନା ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ସଙ୍ଗଠନ ମଜଭୁତ କରିବା ସହିତ ସ୍ଥାନୀୟ ସମସ୍ୟା ସମାଧାନ ପାଇଁ ଲଢେଇ କରାଯିବ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମ ରାଜେଶ କୁମାରବେହେରା ଓ ବ୍ରହ୍ମପୁର ଲୋକସଭା ସଙ୍ଗଠକ ଶ୍ରୀ ସୁଜୋୟ ଆଚାର୍ଯ୍ୟ ଆୟୋଜନ କରିଥିବା ବେଳେ ମୁଖ୍ୟ ବକ୍ତା ଭାବେ ପାଷ୍ଟର ଖ୍ରିଷ୍ଟ ସୋଲୋମନ,ଗଞ୍ଜାମ ଜିଲ୍ଲା ଆବାହକ ସୁବାସଚନ୍ଦ୍ରରାଉତ,ଗଞ୍ଜାମ ଜିଲ୍ଲା ସମ୍ପାଦକ ଆଦିତ୍ୟ ରଥ, ମୋହନା ଅଞ୍ଚଳର ବରିଷ୍ଠ ଆଇନଜୀବି ଦୁର୍ଯ୍ୟୋଧନ କରାଡ ଯୋଗ ଦେଇଥିଲେ ।ନୂଆଗଡ ବ୍ଲକ ଆବାହକ ଯୋସିୟ ରାଇକା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଏବଂ ପାଷ୍ଟର ଜନ୍ମଲ୍ଲିକ,ଲାଜାର ମାଝୀ ପ୍ରମୁଖ ସହଯୋଗ କରିଥିଲେ ।

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ସରକାରୀ ଉଚ୍ଚ ବିଦ୍ୟାଳୟ ଖଣ୍ଡୁଗାଁ ରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ସରକାରୀ ଉଚ୍ଚ ବିଦ୍ୟାଳୟ ଖଣ୍ଡୁଗାଁ ରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

September 26, 2023
ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ଦ୍ୱାରା ନଅ ଦିନ ମଧ୍ୟରେ ୧୧୬୦ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହ

ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ଦ୍ୱାରା ନଅ ଦିନ ମଧ୍ୟରେ ୧୧୬୦ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହ

September 26, 2023
ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

Re-living millets as OMM concluded the Millet Food Festival !

September 26, 2023
ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

September 26, 2023

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରକାରୀ ଉଚ୍ଚ ବିଦ୍ୟାଳୟ ଖଣ୍ଡୁଗାଁ ରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ସରକାରୀ ଉଚ୍ଚ ବିଦ୍ୟାଳୟ ଖଣ୍ଡୁଗାଁ ରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

September 26, 2023
ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ଦ୍ୱାରା ନଅ ଦିନ ମଧ୍ୟରେ ୧୧୬୦ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହ

ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ଦ୍ୱାରା ନଅ ଦିନ ମଧ୍ୟରେ ୧୧୬୦ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହ

September 26, 2023
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.