• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୃତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ର ଅଗ୍ରଗତି ଉପରେ ବିଧାନସଭାରେ ପ୍ରଶ୍ନ କଲେ – ଦଶପଲ୍ଲା ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
November 24, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ବୃତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ର ଅଗ୍ରଗତି ଉପରେ ବିଧାନସଭାରେ ପ୍ରଶ୍ନ କଲେ – ଦଶପଲ୍ଲା ବିଧାୟକ
Share on FacebookShare on TwitterWhatsapp

୨୪ ନଭେମ୍ବର ଗୁରୁବାର (ଓଡ଼ିଶା ତାଜାନ୍ୟୁଜ ) ନୂଆଗାଁ :- ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ କାର୍ଯ୍ୟ ଉପରେ ବିଧାନ ସଭାରେ ବିଭିନ୍ନ ପ୍ରଶ୍ନ ପଚାରି ଚର୍ଚ୍ଚାରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା । ବଢୁଛି ଦଶପଲ୍ଲା ବିଧାୟକ ଙ୍କ ଲୋକ ପ୍ରୀୟତା । ବୃତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ର ଅଗ୍ରଗତି ସବିଶେଷ ତଥ୍ୟ ପାଇଁ ବିଧାନ ସଭାରେ ବିଭାଗୀୟ ମନ୍ତ୍ରୀ ଙ୍କୁ ପ୍ରଶ୍ନ କରିଛନ୍ତି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା । ତାରକା ପ୍ରଶ୍ନ ସଂଖ୍ୟା ୨୯ ରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦଶପଲ୍ଲା ବ୍ଲକ୍ ଠାରେ ବହୁ ପ୍ରତିକ୍ଷୀତ ବୃତ୍ତଙ୍ଗ ବୃହତ ଜଳସେଚନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ପାଇଁ ଆବଶ୍ୟକ ଷ୍ଟେଜ – ୧,ଷ୍ଟେଜ – ୨ ଜଙ୍ଗଲ ଓ ପରିବେଶ ମଞ୍ଜୁରୀ ର ବର୍ତ୍ତମାନ

ସ୍ଥିତି କଣ ତାହାର ସବିଶେଷ ତଥ୍ୟ ଏବଂ କ୍ଷତି ପୂରଣ ବନୀକରଣ ପାଇଁ କେତେ ଜମି ଓ କେତେ ସଂଖ୍ୟାରେ ବୃକ୍ଷରୋପଣ କରିବାର ଆବଶ୍ୟକତା ଅଛି ଏବଂ ଏ ଦିଗରେ ନୟାଗଡ ଜିଲ୍ଲାର କେଉଁ କେଉଁ ଫରେଷ୍ଟ ରେଞ୍ଜ ଓ ତହସିଲ ରେ କେତେ ପରିମାଣର ଜଙ୍ଗଲ ଜମି ଚିହ୍ନଟ କରାଯାଇଛି ଓ ସେଥିରେ କେତେ ପରିମାଣରେ ବୃକ୍ଷରୋପଣ କରାଯାଇ ପାରିବ କେତେ ପରିମାଣର ଜଙ୍ଗଲ ଜମିକୁ କେଉଁ କେଉଁ ଜିଲ୍ଲାରେ ଚିହ୍ନଟ କରାଯାଇଛି ତାହାର ସବିଶେଷ ତଥ୍ୟ ପ୍ରଦାନ ପାଇଁ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଙ୍କୁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ପ୍ରଶ୍ନ କରିଥିଲେ।

ଉତ୍ତରରେ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଥିଲେ ଯେ ବୃତଙ୍ଗ ବୃହତ୍ ଜଳ ସେଚନ ପ୍ରକଳ୍ପ ର ପ୍ରଥମ ପର୍ଯ୍ୟାୟ ଜଙ୍ଗଲ ନିକାସ ପ୍ରାପ୍ତ ହୋଇଅଛି । ଦ୍ଵିତୀୟ ପର୍ଯ୍ୟାୟ ଜଙ୍ଗଲ ନିକାସ କେନ୍ଦ୍ରୀୟ ଜଙ୍ଗଲ ଓ ପରିବେଶ ବିଭାଗକୁ ପ୍ରେରଣ କରାଯାଇଥିଲା ଏବଂ ଏହା ଉପରେ କେତେକ ଆପତ୍ତି ପ୍ରାପ୍ତ ହୋଇଥିଲା । ଉକ୍ତ ଆପତ୍ତି ଗୁଡ଼ିକ ଅନୁପାଳନ କରି ବନଖଣ୍ଡ ଅଧିକାରୀ ନୟାଗଡ ଙ୍କ ନିକଟକୁ ପ୍ରେରଣ କରାଯାଇଛି । ଉକ୍ତ ପ୍ରକଳ୍ପର ପର୍ଯ୍ୟବରଣ ନିକାସ ୨୦୧୬ ମସିହା ପର୍ଯ୍ୟନ୍ତ ବୈଧତା ଥିଲା । ପରବର୍ତ୍ତୀ ପର୍ଯ୍ୟାବରଣ ନିକାସ ନିମନ୍ତେ ନିବେଦନ ର ନିବନ୍ଧନ କେନ୍ଦ୍ରୀୟ ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟରୁ ଅନୁମୋଦନ ପ୍ରାପ୍ତ ହୋଇଛି ।

ଏହାର ପରିବେଶ ପରିଚାଳନା ଯୋଜନା ଓ ପରିବେଶ ପ୍ରଭାବ ନିର୍ଦ୍ଧାରଣ ନିମନ୍ତେ ଟେଣ୍ଡର ଆହ୍ବାନ କରିବା ପାଇଁ ଯୋଜନା ଚାଲୁ ରହିଅଛି । ପ୍ରଥମ କ୍ଷତିପୂରଣ ବନୀକରଣ ନିମନ୍ତେ ହେକ୍ଟର ପ୍ରତି ୩୦୦ ଗଛ ଲଗାଇବା ପାଇଁ ପରିକଳ୍ପନା କରାଯାଇଥିଲା ମାତ୍ର ପୁନଃ ସଂଶୋଧନ ପରିକଳ୍ପନା ରେ ହେକ୍ଟର ପ୍ରତି ୧୦୦୦ ଗଛ ଲଗାଇବା ପାଇଁ ସ୍ଥିରୀକୃତ ହୋଇଛି । ସେଥିପାଇଁ ନୟାଗଡ ବନଖଣ୍ଡ ଅଧିକାରୀ ରେଞ୍ଜର ମାନଙ୍କୁ ପ୍ରାୟ ୧୫୨୪.୧୭ ହେକ୍ଟର ବନୀକରଣ ଜମି ଯାଞ୍ଜ କରି ହେକ୍ଟର ପ୍ରତି ୧୦୦୦ ଗଛ ଲଗାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଗଣିଆ ରେଞ୍ଜ ଓ ତହସିଲରେ ୪୪୩.୬୨ , ମହିପୁର ରେଞ୍ଜ ଓ ନୂଆଗାଁ ତହସିଲ ରେ ୨୭୮.୮୪ ହେକ୍ଟର ଜମିରେ ବନୀକରଣ ହେବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version