• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗେଣ୍ଡୁଫୁଲ ଚାଷକରି ସ୍ୱାବଲମ୍ବୀ ହୋଇପାରିଛନ୍ତି ୧୮ ଜଣ ମହିଳା

Proprietor Abhimanyu Maharana by Proprietor Abhimanyu Maharana
November 28, 2022
in ଓଡ଼ିଶା, ବାଲେଶ୍ଵର, ହୋମ୍
0
ଗେଣ୍ଡୁଫୁଲ ଚାଷକରି ସ୍ୱାବଲମ୍ବୀ ହୋଇପାରିଛନ୍ତି ୧୮ ଜଣ ମହିଳା
Share on FacebookShare on TwitterWhatsapp

୨୮ ନଭେମ୍ବର ସୋମବାର (ଓଡ଼ିଶା ତାଜାନ୍ୟୁଜ ) ବାଲେଶ୍ୱର :-  ମହିଳାଙ୍କୁ ରୋଜଗାରର ରାସ୍ତା ଦେଖାଇଛି ଗେଣ୍ଡୁଫୁଲ ଚାଷ । ବାଲେଶ୍ୱର ବସ୍ତା ବ୍ଲକ ଗଙ୍ଗାଧରପୁର ଗାଁର ୧୮ ଜଣ ମହିଳା ନିଜସ୍ୱ ଉଦ୍ୟମରେ ଆରମ୍ଭ କରିଛନ୍ତି ଏଭଳି ଏକ ନିଆରା ପ୍ରୟାସ । ଓମ୍ ନାରାୟଣ ଶକ୍ତି ନାମକ ଏକ ଗ୍ରୁପ୍ ଗଠନ କରି ପ୍ରଥମେ କିଛି କିଛି ଟଙ୍କା ସଂଚୟ କରି ସେହି ଟଙ୍କାକୁ ବିନିଯୋଗ କରି ଗେଣ୍ଡୁଫୁଲ ଚାଷ କରିଛନ୍ତି । ଏହି ଚାଷରେ କମ୍ ପରିଶ୍ରମ ଓ କମ୍ ଖର୍ଚ୍ଚ ହେଉଥିବାରୁ ମହିଳା ମାନେ ଏହାକୁ ସହଜରେ କରିପାରୁଛନ୍ତି । ଗାଁର ଜଣେ ବ୍ୟକ୍ତିଙ୍କ ଠାରୁ ୧ ଏକର ଜମି ଲିଜରେ ଆଣି ଫୁଲ ଚାଷ ଆରମ୍ଭ କରିଛନ୍ତି । ଆଉ ଏଥିରେ ମହିଳାଙ୍କୁ ମିଶନ ଶକ୍ତି ପକ୍ଷରୁ ମିଳୁଛି ସହଯୋଗ । ଏହାଦ୍ୱାରା ମହିଳା ମାନେ ଘର କାମ କରିବା ସହ ମାସକୁ ୫ରୁ ୧୦ ହଜାର ଟଙ୍କା ରୋଜଗାର କରିପାରୁଛନ୍ତି । ସେହି ଅର୍ଥରେ ସେମାନେ ସେମାନଙ୍କ ଆବଶ୍ୟକତା ପୂରଣ କରିପାରୁଛନ୍ତି । ପ୍ରଥମେ ହରଗୌରା ଫୁଲ ଚାଷ କରିଥିଲେ ।

ଏହା ପରେ ମିଶନ ଶକ୍ତିରୁ ଆଉ କିଛି ଅର୍ଥ ଆଣି ଗେଣ୍ଡୁ ଚାଷ କଲେ । ଆଗକୁ ଗୋଲାପ ଫୁଲ ଚାଷ କରିବା ପାଇଁ ମନସ୍ଥ କରିଛନ୍ତି ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା । ବାଲେଶ୍ୱରରୁ ୨ହଜାର ଗେଣ୍ଡୁ ଚାରା ଆଣି ଏକ ଏକର ଜମିରେ ରୋପଣ କରିଥିବା ବେଳେ ସେଥିରୁ ୧୨ ଶହ ଗଛରେ ଫୁଟିଛି ଫୁଲ । ସେହି ଫୁଲକୁ ସ୍ଥାନୀୟ ଅମର୍ଦା ରୋଡ଼, ଭେଲୋରା, ପାଉଁଶକୁଲି ଓ ରାଜଘାଟ ବଜାରରେ ବିକ୍ରି କରନ୍ତି । ଏହା ସହ ସ୍ଥାନୀୟ ବ୍ୟବସାୟୀ ମାନେ ମଧ୍ୟ ଜମି ନିକଟକୁ ଆସି କିଣି ନେଉଛନ୍ତି । ଉତ୍ପାଦିତ ହେଉଥିବା ଫୁଲ ବିକ୍ରି କରିବା ପାଇଁ ସୁବିଧା ସୁଯୋଗ ନଥିବାରୁ କମ୍ ଦାମରେ ବିକ୍ରି କରୁଥିବା ଅଭିଯୋଗ କରିଛନ୍ତି ଫୁଲ ଚାଷୀ । ଶିତଳ ଭଣ୍ଡାର ସହ ବଜାର ବ୍ୟବସ୍ଥା କରାଗଲେ ଫୁଲ ଗୁଡିକୁ ସାଇତି ରଖିବା ସହ ବିକ୍ରି କରିବାରେ ଅସୁବିଧା ହେବ ନାହିଁ ବୋଲି ସେମାନେ କହିଛନ୍ତି ।ସରକାରଙ୍କ ପକ୍ଷରୁ ସାର୍କେଟିଂ ବ୍ୟବସ୍ଥା ସହ ଶିତଳଭଣ୍ଡାର ବ୍ୟବସ୍ଥା କରାଗଲେ ଏହି ଫୁଲ ଓଡ଼ିଶା ସମେତ ବାହାର ରାଜ୍ୟରେ ମଧ୍ୟ ବିକ୍ରି ହୋଇପାରନ୍ତା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version